ହାଇକୋର୍ଟରେ ଦାରା ସିଂଙ୍କ ଆବେଦନ ଖାରଜ

କଟକ ଅଫିସ,୧୧।୧: ମୟୂରଭଞ୍ଜ ଜିଲାର ପଡ଼ିଆବେଡ଼ା ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଜେଲରେ ଥିବା ମୁଖ୍ୟ ଅଭିଯୁକ୍ତ ଦାରା ସିଂଙ୍କ ଆବେଦନକୁ ସୋମବାର ହାଇକୋର୍ଟ ଖାରଜ କରିଦେଇଛନ୍ତି। ମୁଖ୍ୟ ବିଚାରପତି ଏସ୍‌. ମୁରଲୀଧର ଏବଂ ବିଚାରପତି ବି. ପି. ରାଉତରାୟଙ୍କୁ ନେଇ ଗଠିତ ଖଣ୍ଡପୀଠ ଆବେଦନକୁ ଖାରଜ କରିଦେବା ସହ ଏହି ମାମଲାରେ ମୟୂରଭଞ୍ଜ ଜିଲା କୋର୍ଟ ଦେଇଥିବା ଆଜୀବନ କାରାଦଣ୍ଡାଦେଶ ରାୟକୁ କାଏମ ରଖିଛନ୍ତି। ୧୯୯୯ ଅଗଷ୍ଟ ୨୬ରେ ଠାକୁରମୁଣ୍ଡା ଥାନା ଅଧୀନ ପଡ଼ିଆବେଡ଼ା ସାପ୍ତାହିକ ହାଟରେ ଚାନ୍ଦା ଆଦାୟକୁ କେନ୍ଦ୍ରକରି ଏକ ହତ୍ୟାକାଣ୍ଡ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

“ଆଟ୍ ହୋମ୍” କାର୍ଯ୍ୟକ୍ରମରେ ଯୋଗଦେବେ ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ ଶିକ୍ଷକ ଅଜିତ ସେଠୀ

ଛତ୍ରପୁର,୧୩|୮(ଦିଲ୍ଲୀପ ସାମଲ / ଦ୍ଵାରିକା ପଟନାୟକ): ଆଗାମୀ ସ୍ୱାଧୀନତା ଦିବସ ଅବସରରେ ରାଜଭବନ ତଥା ଲୋକ ସେବା ଭବନରେ ଆୟୋଜିତ ହେବାକୁ ଥିବା ସ୍ୱତନ୍ତ୍ର “ଆଟ୍ ହୋମ୍”…

ଅଟୋକୁ ଅଟକାଇ ଦମ୍ପତିଙ୍କୁ ହତ୍ୟା ଉଦ୍ୟମ ସହ ଲୁଟ୍, ଜେଲ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୩|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ଗ୍ରାମ ନିକଟରେ ଏକ ଯାତ୍ରୀବାହୀ ଅଟୋକୁ ଅଟକାଇ ଦମ୍ପତିଙ୍କୁ ହତ୍ୟା ଉଦ୍ୟମ କରିବା ସହ ୨୨୦୦…

ବାଦଲ ଫଟା ବର୍ଷା, ଜାତୀୟ ରାଜପଥରେ ଅଣ୍ଟାଏ ପାଣି

କୁଆଁରମୁଣ୍ଡା,୧୩।୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ଗୁରୁବାର ବାଦଲ ଫଟା ବର୍ଷା ହୋଇଛି। ଏହି ବର୍ଷା ଚଳିତ ବର୍ଷର ରେକର୍ଡ ସୃଷ୍ଟି କରିଛି।…

ନ୍ୟାୟ ଦାବିରେ ଶ୍ୱଶୁର ଘର ଆଗରେ ବସିଲେ ମହିଳା, ସ୍ବାମୀ ବାହାର ରାଜ୍ୟରେ ଅନ୍ୟ ମହିଳାଙ୍କୁ ବିବାହ କରିଥିବା ଅଭିଯୋଗ

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର): ଶ୍ୱଶୁର ଘର ଆଗରେ ଧାରଣା ଦେଲେ ବୋହୂ । ଦିଗପହଣ୍ଡି ଥାନା ଭୀଷ୍ମଗିରି ଗାଁ ବ୍ରାହ୍ମଣସାହିରେ ଧାରଣା । ସ୍ବାମୀ ବାହାର ରାଜ୍ୟରେ…

ବିପଦ ସଙ୍କେତ ଟପିଲା ବୈତରଣୀ, ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା

ପାଟଣା,୧୩।୮(ବୀର କିଶୋର ଦାଶ): ଲଘୁଚାପ ଜନିତ ଲଗାଣ ବର୍ଷାରେ କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗୁରୁବାର ଅପରାହ୍ନରେ ପାଟଣା ଅଞ୍ଚଳରେ ବୈତରଣୀ ନଦୀ…

ଥୁଆମୂଳ ରାମପୁର ବ୍ଲକ୍‌ରେ ଘରେ ଘରେ ତ୍ରିରଙ୍ଗା ପଦଯାତ୍ରା; ୧୦୦ ଫୁଟ୍‌ର ତ୍ରିରଙ୍ଗା ପାଲଟିଲା ମୁଖ୍ୟ ଆକର୍ଷଣ

ଥୁଆମୂଳ ରାମପୁର,୧୩।୮(ଦୁର୍ଗା କୀର୍ତ୍ତି): ୮୦ ତମ ସ୍ୱାଧୀନତା ଦିବସ ପାଳନ ଅବସରରେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ପଞ୍ଚାୟତ ସମିତି ପକ୍ଷରୁ ଗୁରୁବାର ‘ଘରେ ଘରେ ତ୍ରିରଙ୍ଗା’…

ଆମ୍ବୁଲାନ୍ସରେ ଗଞ୍ଜେଇ ଚାଲାଣ, କାଲିମେଳାରୁ ମହାରାଷ୍ଟ୍ରର ଯାଉଥିବା ବେଳେ ମାଡ଼ି ବସିଲା ପୋଲିସ

କାଲିମେଳା,୧୩।୮: ରୋଗୀ ବୁହା ଆମ୍ବୁଲାନ୍ସରେ ଗଞ୍ଜେଇ ଚାଲାଣ ଖବର ସାମ୍ନାକୁ ଆସିଛି। କାଲିମେଳା ପୋଲିସ ଏହି ଘଟଣାରେ ସମ୍ପୃକ୍ତ ୨ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ଗଞ୍ଜେଇ…

ପୂର୍ବତନ ଅତିରିକ୍ତ ତହସିଲଦାରଙ୍କୁ ୩ବର୍ଷ କାରାଦଣ୍ଡ, ଜାଣନ୍ତୁ କାରଣ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ବରଗଡର ପୂର୍ବତନ ଅତିରିକ୍ତ ତହସିଲଦାର ଗୋବିନ୍ଦ ଦଣ୍ଡସେନା ଏକ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଗୁରୁବାର ଭିଜିଲାନ୍ସ ସ୍ବତନ୍ତ୍ର ବିଚାରପତି ଦଣ୍ଡସେନାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri