Posted inଜାତୀୟ

ପ୍ରଚାର ସାରି ଫେରୁଥିବାବେଳେ ପ୍ରାର୍ଥୀଙ୍କୁ ଗୁଳିମାଡ

ପାଟନା,୬।୧୧: ବିହାର ବିଧାନସଭା ନିବାର୍ଚନର ତୃତୀୟ ତଥା ଅନ୍ତିମ ପର୍ଯ୍ୟାୟ ମତଦାନ ନଭେମ୍ବର ୭ରେ ଅନୁଷ୍ଠିତ ହେବ। କିନ୍ତୁ ଏହା ପୂର୍ବରୁ ହାୟାଘାଟ ନିର୍ବାଚନ ମଣ୍ଡଳୀର ସ୍ବାଧୀନ ପ୍ରାର୍ଥୀ ରବୀନ୍ଦ୍ର ନାଥ ସିଂହଙ୍କ ଉପରକୁ ଗୁଳିମାଡ କରାଯାଇଛି। ଗୁରୁବାର ରାତିରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରଚାର ସାରି ଘରକୁ ଫେରୁଥିବାବେଳେ କିଛି ଅଜଣା ଦୁର୍ବୃତ୍ତ ତାଙ୍କୁ ଗୁଳି କରି ଫେରାର ହୋଇଯାଇଛନ୍ତି। ତାଙ୍କୁ ଗୁରୁତର ଅବସ୍ଥାରେ ଡିଏମସିଏଚ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ରବୀନ୍ଦ୍ରଙ୍କ ଶରୀରରେ ଦୁଇଟି ଗୁଳି ବାଜି ଥିବାରୁ ତାଙ୍କ ଅବସ୍ଥା ଅତ୍ୟନ୍ତ ଗୁରୁତର ରହିଛି। ରବୀନ୍ଦ୍ରଙ୍କୁ କିଏ ଗୁଳିମାଡ କରିଛି, ତାହା ଜଣାପଡିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

କେଜରିଓ୍ବାଲଙ୍କ ବଡ଼ ଘୋଷଣା: ଦିଲ୍ଲୀରେ ୨ ଶହ ୟୁନିଟ୍‌ ପର୍ଯ୍ୟନ୍ତ ବିଦ୍ୟୁତ୍‌ ବିଲ୍‌ ମାଗଣା

ନୂଆଦିଲ୍ଲୀ,୧।୮: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ବଡ଼ ଘୋଷଣା କରିଛନ୍ତି। ଏବେ ଦିଲ୍ଲୀର ବିଦ୍ୟୁତ୍‌ ଉପଭୋକ୍ତାଙ୍କୁ ୨ଶହ ୟୁନିଟ୍‌ ପର୍ଯ୍ୟନ୍ତ ବିଲ୍‌ ମାଗଣାରେ ମିଳିବ। ତେବେ...

ଟ୍ରମ୍ପଙ୍କ ସହ ଫୋନ୍‌ରେ କଥାହେଲେ ମୋଦି: ଭାରତ ବିରୋଧୀ ହିଂସା ଅଶାନ୍ତି ବଢ଼ାଉଛି

ନୂଆଦିଲ୍ଲୀ,୨୦ା୮(ପି.ଟି.): ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମଧ୍ୟରେ ସୋମବାର ଅଧଘଣ୍ଟା ଧରି ଟେଲିଫୋନରେ ବିଭିନ୍ନ ପ୍ରସଙ୍ଗ ନେଇ ଆଲୋଚନା...

ପଡ଼ୋଶୀଙ୍କୁ ସମ୍ଭାଳିବାକୁ ପଡ଼ିବ

ନୂଆଦିଲ୍ଲୀ,୨୭ା୬: ଚାଇନା ସହ ସୀମା ବିବାଦ ବଢ଼ୁଥିବାବେଳେ ଏହି ସଙ୍କଟରୁ ଫାଇଦା ଉଠାଇବା ପାଇଁ ଭାରତକୁ ସମସ୍ତ ସମ୍ଭାବ୍ୟ ରଣନୈତିକ ବିକଳ୍ପ ଉପରେ ଚିନ୍ତା କରିବାକୁ...

ମିଶନ ଫିଲ୍ମ ସିଟି: ମୁମ୍ବାଇ ପହଞ୍ଚିଲେ ଆଦିତ୍ୟନାଥ

ମୁମ୍ବାଇ,୧।୧୨: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମୁମ୍ବାଇରେ ପହଞ୍ଚିଛନ୍ତି। ଉତ୍ତରପ୍ରଦେଶରେ ଏକ ଫିଲ୍ମ ସିଟି ନିର୍ମାଣ ପାଇଁ ସେ ବଲିଉଡ୍‌ର କେତେକ ଫିଲ୍ମ ନିର୍ଦ୍ଦେଶକ ଏବଂ...

ସିବିଏସ୍‌ଇ ଟର୍ମ-୧ ବୋର୍ଡ ପରୀକ୍ଷା ନଭେମ୍ବରରେ, ଅକ୍ଟୋବର ଦ୍ୱିତୀୟାର୍ଦ୍ଧରେ ଟାଇମ୍‌ ଟେବୁଲ ଘୋଷଣା …

ନୂଆଦିଲ୍ଲୀ,୧୯।୯: ଦୁଇ ଭାଗରେ ଅନୁଷ୍ଠିତ ହେବାକୁ ଥିବା ସିବିଏସଇ ବୋର୍ଡ ପରୀକ୍ଷାର ପ୍ରଥମ ପର୍ଯ୍ୟାୟ ନଭେମ୍ବର ମଧ୍ୟଭାଗରୁ ଆରମ୍ଭ ହେବ। ଅକ୍ଟୋବର ମଧ୍ୟଭାଗ ସୁଦ୍ଧା ଦଶମ...

ମୋଦିଙ୍କ ଦୀର୍ଘ ଜୀବନ କାମନା କରି ମହାମୃତ୍ୟୁଞ୍ଜୟ ମନ୍ତ୍ର ପାଠକଲେ ବିଧାୟକ

ଇନ୍ଦୋର,୭ ।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପଞ୍ଜାବ ଗସ୍ତରୁ ଫେରିଆସିବା ଘଟଣାକୁ ନେଇ ଦେଶର ପ୍ରାୟ ସମସ୍ତ ଭାରତୀୟ ଜନତା ପାର୍ଟି(ଭାଜପା) ନେତା ଆକ୍ରୋଶ ଥିବା...

ପାକିସ୍ତାନର ଏୟାରଷ୍ଟ୍ରାଇକ୍‌

କାବୁଲ, ୭ା୯: ଆଫଗାନିସ୍ତାନର ଆଭ୍ୟନ୍ତରୀଣ ଲଢ଼େଇରେ ପାକିସ୍ତାନ ହସ୍ତକ୍ଷେପ କରି ପଞ୍ଜଶିର ଉପତ୍ୟକାରେ ଏୟାର ଷ୍ଟ୍ରାଇକ୍‌ କରିଛି। ପ୍ରତିରୋଧୀ ବଳର ନେତୃତ୍ୱ ନେଉଥିବା ଅହମ୍ମଦ ମାସୁଦ...

କରୋନାରେ ଚାଲିଗଲା ବାପାଙ୍କ ଜୀବନ, ମନେ ପକାଇବା ପାଇଁ ସିଲିକନ୍‌ରେ ପ୍ରତିମୂର୍ତ୍ତି ନିର୍ମାଣ କଲେ ପୁଅ

ମୁମ୍ବାଇ,୨୫ା୯: କରୋନାରେ ବାପାଙ୍କ ଦେହାନ୍ତ ହେବା ପରେ ଜଣେ ପୁଅ ତାଙ୍କୁ ମନେ ପକାଇବା ପାଇଁ ବାପାଙ୍କ ଅବିକଳ ପ୍ରତିମୂର୍ତ୍ତି ତିଆରି କରି ଘରେ ପୂଜାର୍ଚ୍ଚନା...

Advertisement
Archives

Model This Week