ଦାରିଙ୍ଗବାଡ଼ିରେ ୧୦ ଡିଗ୍ରୀ ତଳକୁ ଖସିଲା ପାରଦ

ଭୁବନେଶ୍ୱର, ୭।୧୧(ବ୍ୟୁରୋ): ରାଜ୍ୟରେ ତାପମାତ୍ରା ହ୍ରାସ ପାଇବାରେ ଲାଗିଛି। ରାତି ୧୧ଟା ପରେ କୁହୁଡ଼ି ସହିତ ଥଣ୍ଡା ଅନୁଭୂତ ହେଉଛି। ଆସନ୍ତା ୩ରୁ ୪ ଦିନ ଭିତରେ ତାପମାତ୍ରା ୨ରୁ ୩ ଡିଗ୍ରୀ ଖସିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ରବିବାର ରାଜ୍ୟର ୬ଟି ଅଞ୍ଚଳରେ ତାପାମାତ୍ରା ୧୫ ଡିଗ୍ରୀ ତଳେ ରହିଥିଲା। ପାଣିପାଗ କେନ୍ଦ୍ରର ସୂଚନା ମୁତାବକ, ଦାରିଙ୍ଗବାଡ଼ିରେ ସର୍ବନିମ୍ନ ୯.୫ ଡିଗ୍ରୀ ତାପମାତ୍ରା ରହିଥିଲା। ସେହିପରି କୋରାପୁଟରେ ୧୨.୨, ଫୁଲବାଣୀ ୧୨.୬, କେନ୍ଦୁଝର ୧୪.୨, ଟିଟିଲାଗଡ଼ ୧୪.୩ ଓ ଝାରସୁଗୁଡ଼ାରେ ୧୪.୬ ଡିଗ୍ରୀ ସର୍ବନିମ୍ନ ତାପମାତ୍ରା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁକ୍ତ ୨ ପରୀକ୍ଷା: ବଦଳିବ ଢାଞ୍ଚା, ୫୦% ମଲ୍‌ଟିପୁଲ ଚଏସ୍‌

ଭୁବନେଶ୍ୱର, ୨୫।୧(ବ୍ୟୁରୋ): ଚଳିତ ବର୍ଷ ଯୁକ୍ତ ୨ ପରୀକ୍ଷାର ଢାଞ୍ଚା ବଦଳିବ। ଏ ନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ସୋମବାର ସୂଚନା ଦେଇଛନ୍ତି। ୨୦୧୬...

ମଦ୍ୟପ ବାପାଙ୍କୁ ହତ୍ୟା କଲା ପୁଅ

ବୌଦ୍ଧ, ୮ା୬(ସ୍ବ.ପ୍ର): ବୌଦ୍ଧ ଥାନା ଅନ୍ତର୍ଗତ ସରଣ୍ଡା ଗ୍ରାମରେ ଗୁରୁବାର ଏକ ହତ୍ୟା ଘଟଣା ଘଟିଛି । ମଦ୍ୟପ ବାପାଙ୍କ ନିର୍ଯାତନା ଅସହ୍ୟ ହେବାରୁ ପୁଅ...

ବ୍ରଜରାଜନଗରରେ କିଶୋର ମହାନ୍ତି ଆଗୁଆ

ବ୍ରଜରାଜନଗର,୨୩।୫: ୫ମ ରାଉଣ୍ଡ ଗଣତି ଶେଷ ସୁଦ୍ଧା ବ୍ରଜରାଜନଗର ବିଧାନସଭା ଆସନରେ ବିଜେଡି ପ୍ରାର୍ଥୀ କିଶୋର ମହାନ୍ତି ଆଗୁଆ ରହିଛନ୍ତି। କିଶୋର ୧୦୬୬୩ ଭୋଟ ପାଇଥିବାବେଳେ...

ପଣବନ୍ଦୀ ଓଡ଼ିଆ ନାବିକ ସୁଦୀପ ଉଦ୍ଧାର

ଭୁବନେଶ୍ୱର, ୨୯।୬(ବ୍ୟୁରୋ): ନାଇଜେରିଆରେ ପଣବନ୍ଦୀ ଥିବା ଓଡ଼ିଆ ନାବିକ ସୁଦୀପ ଚୌଧୁରୀଙ୍କୁ ଉଦ୍ଧାର କରାଯାଇଛି। ସୁଦୀପଙ୍କ ସହ ସମସ୍ତ ୪ ଭାରତୀୟଙ୍କୁ ଉଦ୍ଧାର କରାଯାଇଥିବା ସୂଚନା...

ଗଞ୍ଜେଇ ମାଫିଆଙ୍କ ଅଭିନବ ଉପାୟ : କଦଳୀ ଟ୍ରକ୍‌ରୁ ୨.୫ କୋଟିର ଗଞ୍ଜେଇ ଜବତ

ଭୁବନେଶ୍ୱର,୨୮।୨(ବ୍ୟୁରୋ): ରାଜ୍ୟରେ ଗଞ୍ଜେଇ ବେପାରୀମାନେ ଏବେ ବେଶ୍‌ ସକ୍ରୀୟ। ଦିନକୁ ଦିନ ଅଭିନବ ଉପାୟ ଅବଲମ୍ବନ କରି କୋଟିକୋଟି ଟଙ୍କାର ଗଞ୍ଜେଇ ଚାଲାଣ କରୁଛନ୍ତି। କେତେବେଳେ...

ମହିଳାଙ୍କୁ ବଳାତ୍କାର, ଅଭିଯୁକ୍ତ କୋର୍ଟ ଚାଲାଣ

ରାଇରଙ୍ଗପୁର, ୨ା୬(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅଞ୍ଚଳର ଜଣେ ମହିଳାଙ୍କୁ ବଳାତ୍କାର କରିଥିତ୍ବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ ପରେ ସୋମବାର...

ଫନୀ ବଦଳାଇଲା ବାସସ୍ଥାନ

ଭୁବନେଶ୍ୱର, ୨୪।୧(ବ୍ୟୁରୋ): ଓଡ଼ିଶାରେ ୨୦୧୯ ମେ’ ରେ ଫନୀ ବାତ୍ୟା ଅନେକ କ୍ଷୟକ୍ଷତି କରିଥିଲା। ତେବେ ଫନୀ ପାଇଁ ଏକ ବ୍ଲାକ କାଇଟ ବା ମାଟିଆ...

ଓଡ଼ିଶାରେ ଆନ୍ତଃରାଜ୍ୟ ଏଟିଏମ୍‌ ଲୁଟେରା ର଼୍ୟାକେଟ୍‌

ବଲାଙ୍ଗୀର ଅଫିସ, ୧।୩: ଓଡିଶାର ବିଭିନ୍ନ ସହରରେ ଏବେ ଆନ୍ତଃରାଜ୍ୟ ସେନ୍‌ସର ବ୍ଳକ୍‌ ଏଟିଏମ୍‌ ଲୁଟେରା ର଼୍ୟାକେଟ୍‌ ସକ୍ରିୟ ରହିଛନ୍ତି। ବଲାଙ୍ଗୀର ସହରର ବିଭିନ୍ନ ଏଟିଏମ୍‌ରୁ...

Advertisement
Archives

Model This Week