ଜି. ଉଦୟଗିରିରେ ତୁଷାରପାତ: ୫ଡିଗ୍ରୀ ତଳେ ତାପମାତ୍ରା

ଜି. ଉଦୟଗିରି ୨୦।୧୨(ଶିଶିର ପଟ୍ଟନାୟକ): ଜି ଉଦୟଗିରି ଅଞ୍ଚଳରେ ଏକ ସପ୍ତାହ ହେବ ପ୍ରବଳ ଶୀତ ଅନୁଭୂତ ହେଉଛି । ବୁଧୁବାର ସବୁଠାରୁ ଅଧିକ ଥଣ୍ଡା ପଡ଼ିଛି । ଏଣେ ସହରର ବିଭିନ୍ନ ସ୍ଥାନରେ ତୁଷାର ପାତ ହୋଇଛି । ଜି. ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ୫ ଡିଗ୍ରୀ ସେଲସିୟସ ଅଛି ବୋଲି କୃଷି ଗବେଷଣା କେନ୍ଦ୍ରର ପାଣିପାଗ ଦାୟିତ୍ୱରେ ଥିବା ଅଧିକାରୀ କହିଛନ୍ତି । ଘରୁ ବାହାରକୁ ବାହାରିବା କଷ୍ଟକର ହୋଇ ପଡିଛି । ସହରର ବିଭିନ୍ନ ସ୍ଥାନରେ ତୁଷାର ପାତ ହୋଇଛି । ମହାଗୁଡା ସାହିର ଜଣଙ୍କ ଘର ଉପରେ ମଧ୍ୟ ତୁଷାରପାତ ହୋଇଛି । ପ୍ରବଳ ଶୀତ ଯୋଗୁ ଜନ ଜୀବନ ପ୍ରଭାବିତ ହେଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍‌

ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…

କିଏ ସେହି ଅଜଣା ବ୍ୟକ୍ତି? ମହେନ୍ଦ୍ରଗିରି ପାଦଦେଶରୁ ମୃତଦେହ ଉଦ୍ଧାର ପରେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

ପାରଳାଖେମୁଣ୍ଡି, ୨୬।୩ (ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ମହେନ୍ଦ୍ରଗିରି ପାଦଦେଶରେ ଥିବା ମାଡ଼ବା ଗ୍ରାମ ନିକଟସ୍ଥ ଏଙ୍ଗାରସିଂ ପାହାଡ଼ ଉପରୁ ଜଣେ ଅଜଣା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଛିଡ଼ା ହୋଇଥିଲା ଜେସିବି, ପଛରୁ ପିଟିଲା ବାଇକ: ଯୁବକ ଗୁରୁତର, ଆମ୍ବୁଲାନ୍ସ ନମିଳିବାରୁ…

ନନ୍ଦପୁର, ୨୬।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ  ଜିଲା ନନ୍ଦପୁର-ସେମିଳିଗୁଡ଼ା ସଂଯୋଗୀ ଏମଡିଆର-୫୫ ରାସ୍ତାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଛିଡ଼ା ହୋଇଥିବା…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

୧୫ ବର୍ଷ ପରେ ପ୍ରଥମ ଡିଜିଟାଲ ଜନଗଣନା: ଦିଗପହଣ୍ଡିରେ ପରିଗଣନାକାରୀଙ୍କୁ ମିଳିଲା ତାଲିମ

ଦିଗପହଣ୍ଡି,୨୬। ୩(ଅଶେଷ ନାଥ ମିଶ୍ର):କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଅଧିନସ୍ଥ ଜନଗଣନା ନିର୍ଦ୍ଦେଶାଳୟ ଏବଂ ବିପର୍ଯୟ ପରିଚାଳନା ବିଭାଗ ଆନୁକୁଲ୍ୟରେ ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି…

ଗୁଗଲ୍ ମ୍ୟାପ୍ ଦେଖାଇଲା ଭୁଲ୍ ବାଟ: ସିଙ୍ଗାରି ଘାଟିରେ ୫ ଘଣ୍ଟା ଫସିଲା ୧୪ ଚକିଆ ଟ୍ରକ୍, ହନ୍ତସନ୍ତ…

ଥୁଆମୂଳ ରାମପୁର, ୨୬ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ଓ କଲମପୁର ବ୍ଲକକୁ ସଂଯୋଗ କରୁଥିବା ମୁଖ୍ୟ ଜୀବନରେଖା ସଦୃଶ ସିଙ୍ଗାରି ଘାଟି ରାସ୍ତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri