ଦାରିଙ୍ଗବାଡ଼ି ବିଡିଓଙ୍କ ଫୋନ୍‌ ନମ୍ବର ହ୍ୟାକ୍‌, ପିଏମ୍‌ କିଷାନ ଆପ୍‌ ଇନ୍‌ଷ୍ଟଲ କରିବାକୁ ହ୍ୟାକର୍‌ କରୁଛନ୍ତି ନିବେଦନ

ଦାରିଙ୍ଗବାଡ଼ି,୧୦ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଡିଓ ଗଦାଧର ପାତ୍ରଙ୍କ ମୋବାଇଲ ନଂ ୯୪୩୮୩୫୪୫୬୬କୁ କୌଣସି ହ୍ୟାକର ହ୍ୟାକ୍‌ କରିନେଇଛନ୍ତି। ବିଡିଓ ଯେଉଁସବୁ ସାମାଜିକ ଗଣମାଧ୍ୟମରେ ଅଛନ୍ତି ସେଗୁଡ଼ିକରେ ହ୍ୟାକର ଜଣକ ପିଏମ୍‌ କିଷାନ ଆପ୍‌କୁ ପୋଷ୍ଟ କରି ଉକ୍ତ ଆପ୍‌କୁ ଇନ୍‌ଷ୍ଟଲ କରିବାକୁ ନିବେଦନ କରିଛନ୍ତି। ଫଳରେ ସେ ଏହା କୌଣସି ହ୍ୟାକର ତାଙ୍କ ନମ୍ବରକୁ ହ୍ୟାକ୍‌ କରିନେଇଥିବା ସେ କହିଛନ୍ତି। ଜଣେ ପ୍ରଶାସନିକ ଅଧିକାରୀଙ୍କ ଏଭଳି ମୋବାଇଲ ନମ୍ବରଟି ହ୍ୟାକ୍‌ ହୋଇଯିବା ପରେ ଏବେ ଚିନ୍ତା ବଢ଼ିଛି। ତାଙ୍କ ବ୍ୟାଙ୍କ ଆକାଉଣ୍ଟ ସମେତ ଅନ୍ୟ ସରକାରୀ ତଥ୍ୟ ସବୁ ଚୋରି ହେବା ଆଶଙ୍କା ବୃଦ୍ଧି ପାଇଛି।

ହ୍ୟାକର ତାଙ୍କ ବ୍ୟାଙ୍କ ଆକାଉଣ୍ଟ ସମେତ ଆଧାରକୁ ବ୍ଲକ କରିବା ସହ ସାଇବର ବିଭାଗର ଟୋଲ୍‌ ଫ୍ରିକୁ ଜଣାଇଛନ୍ତି। ସ୍ଥାନୀୟ ଆଇଆଇଆସି ଆନନ୍ଦ ଚନ୍ଦ୍ର ପାତ୍ରଙ୍କୁ ଅବଗତ କରାଇଥିବା ବିଡିଓ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାମ୍ନାକୁ ଆସିଲା ଅଜିତ ପାଓ୍ବାରଙ୍କ ଶେଷ ଭିଡିଓ, ଜାଣନ୍ତୁ ବିମାନ ଦୁର୍ଘଟଣା ପୂର୍ବରୁ କ’ଣ କହିଥିଲେ? ଭାବବିହ୍ବଳ କରୁଛି…

ମୁମ୍ବାଇ,୫।୨: ମହାରାଷ୍ଟ୍ରର ଦିବଂଗତ ଉପମୁଖ୍ୟମନ୍ତ୍ରୀ ଏବଂ ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି (ଏନସିପି) ମୁଖ୍ୟ ଅଜିତ ପାୱାରଙ୍କ ଏକ ଶେଷ ଭିଡିଓ ସାମ୍ନାକୁ ଆସିଛି, ଯାହା ରାଜ୍ୟ ରାଜନୈତିକ…

ଯୌତୁକ ପାଇଁ ସ୍ବାମୀ ସାଜିଲା ପିଶାଚ, ସ୍ତ୍ରୀଙ୍କୁ ପିଆଇଦେଲେ ବିଷ, ଫେରାର୍‌ ହୋଇଗଲେ…

ଦିଗପହଣ୍ଡି, ୫।୨(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଜକରାପଲ୍ଲୀ ଗ୍ରାମରେ ଅଧିକା ଯୌତୁକ ପାଇଁ ସନ୍ଧ୍ୟା ବିଷୋୟୀ(୨୩)ଙ୍କୁ ବୁଧବାର ସ୍ବାମୀ ଓ…

ସ୍କାଉଟ୍‌ସ ଓ ଗାଇଡ୍‌ସ ଶିବିର ଉଦ୍‌ଘାଟିତ: ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ

ଦାରିଙ୍ଗବାଡି, ୫ ।୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସରରେ ଗୁରୁବାର ୩ ଦିନିଆ ସ୍କାଉଟ୍‌ସ ଓ…

ପୁଣି ହନିମୁନରେ ସ୍ୱାମୀଙ୍କୁ ହତ୍ୟା କଲେ ସ୍ତ୍ରୀ, ପ୍ରେମିକ ସହ ମିଶି ରଚିଲେ ଦୁର୍ଘଟଣାର ନାଟକ

ଶ୍ରୀଗଙ୍ଗାନଗର,୫।୨: ରାଜସ୍ଥାନରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ଖବର ସାମ୍ନାକୁ ଆସିଛି। ଜଣେ ନବବିବାହିତ ଯୁବକଙ୍କୁ ତାଙ୍କ ସ୍ତ୍ରୀ ନିଜ ପ୍ରେମିକ ସହ ମିଶି ଅତି ନିର୍ମମ ଭାବେ…

ପାଟଣାବାସୀଙ୍କ ଦୀର୍ଘଦିନର ଦାବି ହେଲା ପୂରଣ, ମୁଖ୍ୟମନ୍ତ୍ରୀ ଲୋକାର୍ପଣ କଲେ…

ପାଟଣା,୫।୨(ବୀର କିଶୋର ଦାଶ): ଓଡ଼ିଶାରେ ଗୁରୁବାର ୫୭ଟି ନୂତନ ସବ ରେଜିଷ୍ଟ୍ରର କାର୍ଯ୍ୟାଳୟ ଓ “ଆମ ସାଥୀ “ୟୁନିଫାଏଡ ହ୍ବାଟସ ଆପକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

‘ମୋଦି, ତୁମର କବର ଖୋଳାଯିବ’, କାହିଁକି ଏପରି ସ୍ଲୋଗାନ ଦେଉଛି କଂଗ୍ରେସ? ରାଜ୍ୟ ସଭାରେ ପ୍ରଧାନମନ୍ତ୍ରୀ ମୋଦି ଦେଲେ…

ନୂଆଦିଲ୍ଲୀ,୫।୨: ରାଜ୍ୟ ସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଉପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ବିବୃତ୍ତିରେ କଂଗ୍ରେସକୁ କଡ଼ା ଟାର୍ଗେଟ କରିଥିଲେ। ସେ କହିଥିଲେ…

ଘରେ କେହି ନଥିବାର ସୁଯୋଗ ନେଇ ଘରେ କଳାକନା ବୁଲାଇଲେ ଚୋର, ନେଇଗଲେ ୧୦ ଭରି ସୁନା ଗହଣା ସହ…

କୋକସରା,୫।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା ଆମପାଣି ଥାନା ଆମପାଣି ଗ୍ରାମର ବ୍ୟବସାୟୀ ସନ୍ତୋଷ କୁମାର ସାହୁ ତାଙ୍କ ପରିବାର ଲୋକଙ୍କ ସହିତ ବୁଧବାର ଘରେ ନ…

ବିବାହ ଚର୍ଚ୍ଚା ଭିତରେ ବେବି ବମ୍ପ ସହ ନଜର ଆସିଲେ ଅଭିନେତ୍ରୀ, ସାଥିରେ ଥିଲେ ବିବାହିତ ଅଭିନେତା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ମୃଣାଲ ଠାକୁର ବର୍ତ୍ତମାନ ଅଭିନେତା ଧନୁଷଙ୍କ ସହ ତାଙ୍କ ସମ୍ପର୍କ ଏବଂ ତାଙ୍କ ବିବାହ ଯୋଜନା ପାଇଁ ଖବରରେ ଅଛନ୍ତି। ଅଭିନେତ୍ରୀ ସମ୍ପ୍ରତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri