ଶୀତରେ ଥରୁଛି ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୨ା୧୨(ଡି.ଏନ୍‌.ଏ.): ଓଡ଼ିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଗତ ୩ ଦିନ ହେଲା ପ୍ରବଳ ଶୀତ ଅନୁଭୂତ ହେଉଛି। ଗୁରୁବାର ସକାଳୁ ଦାରିଙ୍ଗବାଡ଼ିରେ ସର୍ବନିମ୍ନ ତାପମାତ୍ରା ୭ ଡିଗ୍ରୀକୁ ପାରଦ ଖସିଆସିଛି। ଯାହାକି ଚଳିତବର୍ଷର ସବୁଠାରୁ କମ୍‌ ତାପମାତ୍ରା ବୋଲି ବିଡିଓ ଗଦାଧର ପାତ୍ର ସୂଚନା ଦେଇଛନ୍ତି। ଏହାପ୍‌ୂର୍ବରୁ ଦାରିଙ୍ଗବାଡ଼ିରେ ମଙ୍ଗଳ ଓ ବୁଧବାର ୮ଡିଗ୍ରୀ ତାପମାତ୍ରା ରହିଥିଲା। ଦାରିଙ୍ଗବାଡ଼ିର ୨୫ଟି ପଞ୍ଚାୟତ ସମେତ ସମଗ୍ର ଜିଲାରେ ଏବେ ପାରଦ ତଳମୁହାଁ ହୋଇଥିବା ଜଣାପଡ଼ିଛି। ଅସହ୍ୟ ଶୀତ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହେବା ସହ ଲୋକଙ୍କ ଦୈନନ୍ଦିନ ଜୀବନ ପ୍ରଭାବିତ ହୋଇଛି। ପର୍ଯ୍ୟଟକ ଶୀତର ମଜା ନେବା ପାଇଁ ଭିଡ଼ ଜମାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରୟତି ଜମି ଅଭାବ:ଆବାସ୍‌ ଯୋଜନାରୁ ବଁଚିତ୍‌ ଦିବ୍ୟାଙ୍ଗ ମୀନକେତନ

ଅତାବିରା, ୧।୬ (ଡି.ଏନ୍‌.ଏ): ବରଗଡ଼ ଜିଲା ଅତାବିରା ବ୍ଲକ କୁଲତାଟୁକୁରା ପଁଚେତ୍‌ ସଦର ଗଁ। ର ମୀନକେତନ ସିଂ(୪୫)। ସେ ଜନମ୍‌ବେଲେ ଠିକ୍‌ ଠାକ୍‌ ଥିଲେ...

ଆଜି ୧୦ଟି ଟେବୁଲରେ ଗଣତି

ପଟ୍ଟାମୁଣ୍ଡାଇ ୨୬ା୩(ସ୍ବ.ପ୍ର.): ପଟ୍ଟାମୁଣ୍ଡାଇ ବିଜ୍ଞାପିତ ଅଞ୍ଚଳ ପରିଷଦକୁ ମ୍ୟୁନିସିପାଲିଟିର ମାନ୍ୟତା ମିଳିବା ପରେ ପ୍ରଥମଥର ପାଇଁ ନିର୍ବାଚନ ଅନୁଷ୍ଠିତ ହୋଇଛି। ଏହାର ଫଳାଫଳକୁ ନେଇ ବିଭିନ୍ନ...

ଜିଲା ପ୍ରଶାସନ ବାଣ୍ଟିଲା ଭତ୍ତା

ଅନୁଗୋଳ ଅଫିସ, ୨୬।୩: ଅନୁଗୋଳ ଜିଲା ପ୍ରଶାସନ ପକ୍ଷରୁ ଗୁରୁବାର ୮ ବ୍ଲକ, ୨ଟି ପୌରପାଳିକା ଓ ଗୋଟିଏ ପୌରପରିଷଦରେ ଭତ୍ତା ବଣ୍ଟନ କରାଯାଇଛି। ଏଥିସହ...

ଶିଶୁଭବନରେ କରୋନା ଆକ୍ରାନ୍ତ ମୃତଦେହ ନେଇ ମା’-ବାପା ଫେରାର

କଟକ ଅଫିସ,୧।୮: କରୋନା ଆକ୍ରାନ୍ତ ଶିଶୁର ହସ୍ପିଟାଲରେ ମୃତ୍ୟୁ ହେବା ପରେ ତାକୁ ଧରି ମା’ ବାପା ସେଠାରୁ ଫେରାର ହୋଇଯାଇଛନ୍ତି। କଟକସ୍ଥିତ ଶିଶୁଭବନରେ ଶୁକ୍ରବାର...

ରାଜା ବାହାଦୂର ରାମଚନ୍ଦ୍ର ମର୍ଦ୍ଦରାଜଙ୍କ ଡାକ ଲଫାପା ଉନ୍ମୋଚିତ

ଛତ୍ରପୁର,୧୨ା୧(ଡି.ଏନ୍‌.ଏ.): ଆଧୁନିକ ଓଡ଼ିଶାର ନିର୍ମାତା ତଥା ରାଜା ବାହାଦୂର ରାମଚନ୍ଦ୍ର ମର୍ଦ୍ଦରାଜ ଦେଓଙ୍କ ୧୨୩ତମ ଜୟନ୍ତୀ ପାଳନ ଅବସରରେ ବ୍ରହ୍ମପୁର ଡାକ ବିଭାଗ ପକ୍ଷରୁ ଏକ...

କରୋନା ଯୋଦ୍ଧାଙ୍କୁ ମାକ୍ସ, ସାନିଟାଇଜର୍‌ ପ୍ରଦାନ କଲେ ବିଧାୟକ

ଲୋଇସିଂହା,୧୨।୫(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର କର୍ମଚାରୀଙ୍କୁ ସ୍ଥାନୀୟ ଏକ ସ୍ବେଚ୍ଛାସେବୀ ଅନୁଷ୍ଠାନ ପକ୍ଷରୁ ସୁରକ୍ଷା ଉପକରଣ ଏନ୍‌-୯୫ ମାକ୍ସ, ସାନିଟାଇଜର୍‌ ଓ...

ଜମି କାରବାରକୁ ନେଇ ହତ୍ୟା

ବାଲେଶ୍ୱର ଅଫିସ, ୯ା୬: ବାଲେଶ୍ୱର ଜିଲା ଚାନ୍ଦିପୁର ରାସ୍ତା ଗଛମାଳିଆ ଛକଠାରେ ଗତ ୩ତାରିଖ ରାତିରେ ସତ୍ୟବ୍ରତ ଦାସ (୪୨)ଙ୍କୁ ହତ୍ୟା ଘଟଣାର ପର୍ଦ୍ଦାଫାସ କରିଛନ୍ତି ପୂର୍ବାଞ୍ଚଳ...

ଗଞ୍ଜାମ ଐତିହାସିକ ଦୋଳଯାତ୍ରା: ବଜାର ଯାତ୍ରା ଶେଷ, କଳାକାରଙ୍କୁ ମାନପତ୍ର ବଣ୍ଟନ

ଗଞ୍ଜାମ, ୯ା୩(ଡି.ଏନ୍‌.ଏ.)- ଗଞ୍ଜାମ ଐତିହାସିକ ଦୋଳ ଯାତ୍ରାରେ ସୋମବାର ବଜାର ଯାତ୍ରା ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ରବିବାର ରାତି ୧୦ଟାରେ ସମସ୍ତ ସାହି ଠାକୁର...

Advertisement
Archives

Model This Week