ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ ରଞ୍ଜନ ବେହରଦଳାଇ ଓପିଏସସିରେ ଭେଟେରିନାରି ଆସିଷ୍ଟାଣ୍ଟ ସର୍ଜନ ପରୀକ୍ଷାରେ  ୧୬ତମ ସ୍ଥାନ ରଖି  ଉତ୍ତୀର୍ଣ୍ଣ ହୋଇ ଦାରିଙ୍ଗବାଡି ବ୍ଲକ ଅଞ୍ଚଳ ପାଇଁ ଗୌରବ ଆଣିଛନ୍ତି।  ଏହି ସଫଳତା ପାଇଁ ସେ ତାଙ୍କ ମା’ ଓ ବାପା ଏବଂ ବ୍ରାହ୍ମଣୀଗାଁ ସ୍ଥିତ ପ୍ରାଥମିକ ବିଦ୍ୟାଳୟ ଶିକ୍ଷୟତ୍ରୀଶିକ୍ଷକଙ୍କୁ ଶ୍ରେୟ ଦେବା ସହ ଉଚ୍ଚ ଶିକ୍ଷା ପର୍ଯ୍ୟନ୍ତ ତାଙ୍କୁ ଗାଇଡ଼ କରିଥିବା ଗୁରୁ ମାନଙ୍କୁ ସେ ଶ୍ରେୟ ଦେଇଛନ୍ତି।

ବ୍ରାହ୍ମଣୀଗାଁ ସ୍ଥିତ ପ୍ରାଥମିକ ବିଦ୍ୟାଳୟରେ ପଢିବା ପରେ ସେ ବ୍ରହ୍ମପୁର ସ୍ଥିତ ମେଡିକାଲ କ୍ୟାମ୍ପସ ସରକାରୀ ଉଚ୍ଚ ବିଦ୍ୟାଳୟ ପରେ ଖଲ୍ଲିକୋଟ ଜୁନିୟର କଲେଜରେ ସଫଳତାର ଉତ୍ତୀର୍ଣ୍ଣ ହୋଈ ଭୁବନେଶ୍ୱର ସ୍ଥିତ ଓୟୁଏଟିରେ କଲେଜ ଅଫ୍ ଭେଟେରିନାରି ସାଇନ୍ସ ଏଣ୍ଡ ଆନିମାଲ୍ ହଜବ୍ୟାଣ୍ଡ୍ରିରେରେ ଅଧ୍ୟୟନ କରି ଡ଼ିଗ୍ରୀ ହାସଲ କରିଥଲେ। ସେ ଏବେ ଏହି ସଫଳତା ପାଇବା ପରେ ସରକାରଙ୍କ ଦ୍ବାରା ଭେଟେରିନାରି ଆସିଷ୍ଟାଣ୍ଟ ସର୍ଜନ ଭାବେ ଦାୟିତ୍ଵ ତୁଲାଇବେ।

ପ୍ରକାଶଯେ ମାନସଙ୍କ ବାପା ଟୁଟୁ ବେହେରଦଳାଇ ପୋଲଟ୍ରି ପ୍ରସାରଣ ପରିଚାଳକ, ଜିଲ୍ଲା କାର୍ଯ୍ୟାଳୟ ବ୍ରହ୍ମପୁରରେ କାର୍ଯ୍ୟରତ ରହିଥିବା ବେଳେ ମା ଜଣେ ଗୃହଣୀ। ତାଙ୍କର ଏହି ସଫଳତା ପାଇଁ ଆତ୍ମୀୟ ସ୍ୱଜନ, ବନ୍ଧୁବର୍ଗ ଓ ବିଭିନ୍ନ ମହଲରୁ ଅଭିନନ୍ଦନ ସୁଅ ଛୁଟି ଥିବା ଜଣାପଡିଛି ବିଶେଷ କରି ସେ ଏବେ ଅଞ୍ଚଳର ଅନ୍ୟ ଛାତ୍ରୀଛାତ୍ରଙ୍କ ପାଇଁ ରୋଡ଼ମଡେଲ ବୋଲି କୁହାଯାଉଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟର ସର୍ବୋଚ୍ଚ ଶିବ ପ୍ରତିମୂର୍ତ୍ତି: ବେଲେଶ୍ୱର ପୀଠରେ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁ…

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଆଜି ହେଉଛି ମହାଶିବରାତ୍ରି ପର୍ବ। ତେଣୁ ରବିବାର ଭଞ୍ଜନଗର ଅଞ୍ଚଳର ସମସ୍ତ ଶୈବ ପୀଠରେ ଭଗବାନ ଶିବଠାକୁରଙ୍କ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ…

Mahashivratri 2026: ଜାଗରରେ ମଙ୍ଗଳଙ୍କ ମହାପରିବର୍ତ୍ତନ, ଏହି ୩ରାଶିର ବାଜିବ ଲଟେରୀ!

ମହାଶିବରାତ୍ରି ପର୍ୱକୁ ଭଗବାନ ଶିବଙ୍କ ପୂଜା ଏବଂ ଭକ୍ତିର ସର୍ୱୋତ୍ତମ ଉତ୍ସବ ଭାବରେ ବିବେଚନା କରାଯାଏ। ଏହି ବର୍ଷ ମହାଶିବରାତ୍ରିକୁ ବହୁତ ସ୍ୱତନ୍ତ୍ର ଭାବରେ ବିବେଚନା କରାଯାଏ…

ମା’ କାଳୀଙ୍କ ପାଦତଳେ କାହିଁକି ଶୋଇଥିଲେ ଭଗବାନ ଶିବ, ଜାଣନ୍ତୁ ଆକର୍ଷଣୀୟ କାହାଣୀ…

ଆଜି ହେଉଛି ପବିତ୍ର ମହାଶିବରାତ୍ରି। ଏହି ଦିନରେ ଭଗବାନ ଶିବଙ୍କୁ ପୂଜା ଏବଂ ଉପବାସ କରାଯାଏ। ଏହି ଦିନରେ ଉପବାସ ଏବଂ ପୂଜା କରିବା ଦ୍ୱାରା ଆନନ୍ଦ…

India vs Pakistan: ଭାରତ-ପାକିସ୍ତାନ ମ୍ୟାଚ୍‌କୁ ନେଇ ସବୁଠୁ ବଡ଼ ଭବିଷ୍ୟବାଣୀ! ଜିତିବ ଏହି ଟିମ୍‌ …

କଲମ୍ୱୋ,୧୫ା୨: ଟ୍ବେଣ୍ଟି ଟ୍ବେଣ୍ଟି ବିଶ୍ବକପ୍‌ ୨୦୨୬ର ସବୁଠୁ ହାଇ ଭୋଲଟେଜ୍ ମୁକାବିଲା ଆସନ୍ତାକାଲି ଖେଳାଯିବ । ଦୁଇ ପାରମ୍ପରିକ ପ୍ରତିଦ୍ବନ୍ଦୀଙ୍କ ମଧ୍ୟରେ ଘମାଘୋଟ୍‌ ଲଢେଇ ହେବାକୁ ଯାଉଛି…

ମହାଶିବରାତ୍ରିକୁ ନେଇ ଚଳଚଞ୍ଚଳ ଭୋଗରାଇ: ଭକ୍ତଙ୍କ ପ୍ରବଳ ଗହଳି, ଭୋର ୪.୩୦ରେ ଉଠିବ ମହାଦୀପ

ଭୋଗରାଇ, ୧୫।୨(ପ୍ରଦୀପ ଦାସ): ଆଜି ହେଉଛି ପବିତ୍ର ମହାଶିବରାତ୍ରି। ସମସ୍ତ ଶୈବପୀଠ ହୋଇଛି ଭକ୍ତମୟ। ସବୁଠି ଓଁ ନମଃ ଶିବାୟରେ ପ୍ରକମ୍ପିତ ହେଉଛି ମନ୍ଦିର l ଏଭଳି…

ମହାଦେବଙ୍କୁ ଆରାଧନା ପାଇଁ ଲାଗିଛି ଲମ୍ବା ଧାଡ଼ି, ସବୁଠି ଶୁଭୁଛି ଓମ୍‌ ନଃ ଶିବାୟ

ବଲାଙ୍ଗୀର,୧୫ା୨(ସୁନିଲ କୁମାର ମହାନ୍ତି): ପବିତ୍ର ମହାଶିବରାତ୍ରି ଅବସରରେ ବଲାଙ୍ଗୀର ଜିଲାର ସମସ୍ତ ଶୈବପୀଠ ରବିବାର ଚଳଚଞ୍ଚଳ ହୋଇଉଠିଛି। ସବୁଠି ଓଁ ନମଃ ଶିବାୟ ଶୁଣିବାକୁ ମିଳୁଛି ।…

ଆଜି ଜାଗର: ପ୍ରଭୁ ଲିଙ୍ଗରାଜଙ୍କ ପୀଠରେ ରାତି ୧୦ଟାରେ ଉଠିବ ମହାଦୀପ

ପୁରୁଣା ଭୁବନେଶ୍ୱର,୧୫ା୨(ସୁବାସ ଚନ୍ଦ୍ର ପ୍ରଧାନ): ରବିବାର ମହାଶିବରାତ୍ରି ଓ ଜାଗର ଯାତ୍ରା। ଏନେଇ ଏକାମ୍ର କ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ପୀଠ ଚଳଚଞ୍ଚଳ ହୋଇଉଠିଛି। ମନ୍ଦିର…

୪୫ତମ ବାର୍ଷିକ ଉତ୍ସବ ପାଳିଲା କେସିଙ୍ଗା ମହାବିଦ୍ୟାଳୟ, ଛାତ୍ରୀଛାତ୍ରମାନଙ୍କୁ କର୍ମଯୋଗୀ ହେବାକୁ…

କେସିଙ୍ଗା, ୧୫।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ମହାବିଦ୍ୟାଳୟର ୪୫ତମ ବାର୍ଷିକ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ଶନିବାର ଅନୁଷ୍ଠିତ ଏହି ଉତ୍ସବରେ ଅଧ୍ୟକ୍ଷ ସୁଶାନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri