ଭାରତ ବନ୍ଦ ଡାକରାରେ ଦାରିଙ୍ଗବାଡ଼ି ପ୍ରଭାବିତ

ଦାରିଙ୍ଗବାଡ଼ି,୮।୧୨(ଡି.ଏନ୍‌.ଏ): କେନ୍ଦ୍ର ସରକାରଙ୍କ କୃଷି ଆଇନ ପ୍ରତ୍ୟାହାର ଦାବିରେ ମଙ୍ଗଳବାର ଭାରତ ବନ୍ଦ ଡାକରା ଦିଆଯାଇଛି। ଏହାର ପ୍ରଭାବ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି । ଅଞ୍ଚଳର ବ୍ରାହ୍ମଣୀଗାଁ, କାଟିଙ୍ଗିଆ ସମେତ ସିମନବାଡ଼ି ଆଦି ଅଞ୍ଚଳରୁ ବିଭିନ୍ନ ସ୍ଥାନ ତଥା ଫୁଲବାଣୀ, ବ୍ରହ୍ମପୁର, ଭଞ୍ଜନଗର, ଭରବଙ୍କନଶ୍ୱର ଆଦି ଅଞ୍ଚଳକୁ ଗାଡ଼ି ଚଳାଚଳ ସମ୍ପୁର୍ଣ୍ଣ ବନ୍ଦ ହୋଇଯାଇଛି । ସେହିପରି ବ୍ୟାଙ୍କ ପ୍ରତିଷ୍ଠାନ ସମେତ ସରକାରୀ, ବେସରକାରୀ କାର୍ଯ୍ୟାଳୟ ଗୁଡକ଼ି ମଧ୍ୟ ବନ୍ଦ ରହିଛି । ବିଭିନ୍ନ ବ୍ୟବସାୟ ପେଣ୍ଠ ସ୍ଥଳରେ ଦୋକାନ ବଜାରଗୁଡ଼ିକ ବନ୍ଦ ଯୋଗୁ ଲୋକେ ନାହିଁ ନ ଥିବା ଅସୁବିଧାରେ ସମ୍ମୁଖୀନ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାକୁ ଅପହରଣ କରି ବଳାତ୍କାର

ବଲାଙ୍ଗୀର,୨୬।୫(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଅଞ୍ଚଳରେ ଏକ ଲଜ୍ଜା ଜନକ ଘଟଣା ଘଟିଛି। ଜଣେ ନାବାଳିକାକୁ ଅପହରଣ କରି ବଳାତ୍କାର କରାଯାଇଥିବା ଅଭିଯୋଗ…

ନିର୍ଦ୍ୱନ୍ଦରେ ଅଧ୍ୟକ୍ଷ ଭାବରେ ନିର୍ବାଚିତ ହେଲେ ଅରୁଣ କୁମାର ପଣ୍ଡା, କହିଲେ କୃଷକ ସମସ୍ତ…

ପୁରୁଷୋତ୍ତମପୁର,୨୬।୫ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଆତ୍ମା (କୃଷିବୈଷୟିକ କମିଟି)ର ନିର୍ବାଚନ ମଙ୍ଗଳବାର କୃଷି କାର୍ଯ୍ୟାଳୟ ପରିଷରରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୋଟ ୨୨…

ମହାନଦୀରେ ଭାସିଗଲେ ବାଳକ, ଅଗ୍ନିଶମ ବିଭାଗର ଖୋଜାଖୋଜି ଜାରି

କଟକ ସଦର, ୨୬।୫ (ସୁଶାନ୍ତ କୁମାର ଜେନା): କନ୍ଦରପୁର ଥାନା ଅନ୍ତର୍ଗତ ଦାମୋଦରପୁର ନିକଟରେ ମହାନଦୀରେ ଗାଧୋଇବା ବେଳେ ମଙ୍ଗଳବାର ଅପରାହ୍ନରେ ଜଣେ ବାଳକ ପାଣିର ପ୍ରବଳ…

ଡ୍ୟୁଟି ସାରି ଘରକୁ ଫେରୁଥିବା ବେଳେ ଡାଟା ଏଣ୍ଟ୍ରି ଅପରେଟରଙ୍କୁ ଅପହରଣ: ୮୦ ହଜାର ଟଙ୍କା ନେଇଗଲେ…

ବଲାଙ୍ଗୀର, ୨୬।୫ (ସୁନିଲ କୁମାର ମହାନ୍ତି): ଜଣେ ଡାଟା ଏଣ୍ଟ୍ରି ଅପରେଟରଙ୍କୁ ଅପହରଣ କରି ତାଙ୍କ ଠାରୁ ସ୍କୁଟି ସହ ୮୦ ହଜାର ଟଙ୍କା ଲୁଟିନେଇଥିବା ଅଭିଯୋଗ…

ଏଡିଏମଙ୍କ କ୍ୟାମ୍ପ କୋର୍ଟ ପୁଣି ଆରମ୍ଭ: ଲୋକଙ୍କୁ ତ୍ୱରିତ ସେବା ଦେବାକୁ ନିର୍ଦ୍ଦେଶ

ଭଞ୍ଜନଗର, ୨୬।୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଏଡିଏମ ଦେବଦତ୍ତ ପଣ୍ତା ମଙ୍ଗଳବାର ଭଞ୍ଜନଗର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ କ୍ୟାମ୍ପ କୋର୍ଟ ଆୟୋଜନ କରିଥିଲେ। ଏହି ସମୟରେ ସେ…

ବରଗଡ଼ ଏମ୍‌ପିଙ୍କ ବଡ଼ ଘୋଷଣା: ଲିପସିତ୍ , ପ୍ରୀତମଙ୍କୁ ଗୁରୁଦାୟିତ୍ବ

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲୋକସଭା ସାଂସଦ (MP) ପ୍ରଦୀପ କୁମାର ପୁରୋହିତ ସୋମବାର ବରଗଡ଼ ଜିଲାର ବରଗଡ଼ ଓ ପଦ୍ମପୁର ଉପଖଣ୍ଡ ପାଇଁ ତାଙ୍କ ପ୍ରତିନିଧି (NOMINEE)…

ବିଇଓ ଶୁଭମ ପତିଙ୍କ ବଦଳି ବାତିଲ ଦାବି: ଉପଜିଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ଦେଲେ…

ପଦ୍ମପୁର,୨୬।୫ (ପ୍ରଦୀପ୍ତ ଦାଶ): ପାଇକମାଳ ବ୍ଲକର ଅତିରିକ୍ତ ଦାୟିତ୍ୱରେ ଥିବା ବ୍ଲକ ଶିକ୍ଷା ଅଧିକାରୀ ଶୁଭମ ପତିଙ୍କ ବଦଳି ନିର୍ଦ୍ଦେଶକୁ ବାତିଲ କରିବା ଦାବି ଏବେ ଜୋର…

ଦାଣ୍ଡରେ ପଡି ହାଟରେ ଗଡିଲା ଭାଜପାର ଗୋଷ୍ଠୀ କନ୍ଦଳ: ଫଳକରେ ଏମ୍‌ପିଙ୍କ ନାମ ନଥିବାରୁ…

ପୁରୁଷୋତ୍ତମପୁର,୨୬।୫ (ସବିତା ମିଶ୍ର): ରାଜ୍ୟରେ ପ୍ରଥମଥର ଭାଜପା ସରକାରକୁ ଆସିଥିବା ବେଳେ କିପରି ଦଳ ସୁଦୃଢ ହେବ, ସଂଗଠନ ବଢିବ ସେନେଇ ଜାତୀୟସ୍ତରରୁ ଆରମ୍ଭକରି ରାଜ୍ୟସ୍ତରର ନେତାମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri