ଅନ୍ଧାରରେ କରୋନା ଏନ୍ତୁଡ଼ିଶାଳ, କାର୍‌ଠାରୁ ମୋବାଇଲ ପର୍ଯ୍ୟନ୍ତ ସମସ୍ତ ଉତ୍ପାଦନ ପ୍ରଭାବିତ ହେବା ଆଶଙ୍କା…

ବେଜିଂ,୨୯।୯: ଚାଇନାରେ ସୃଷ୍ଟି ହୋଇଥିବା ବିଦ୍ୟୁତ୍‌ ସଙ୍କଟ ଯୋଗୁ ଏବେ ଅନ୍ତର୍ଜାତୀୟସ୍ତରରେ ବହୁ ଶିଳ୍ପ ପ୍ରଭାବିତ ହେବାର ଆଶଙ୍କା ସୃଷ୍ଟି ହୋଇଛି। ବିଦ୍ୟୁତ୍‌ ଉତ୍ପାଦନ ଏବଂ ଚାହିଦା ମଧ୍ୟରେ ବୃଦ୍ଧି ପାଉଥିବା ଅନ୍ତା ଯୋଗୁ କରୋନାର ଏନ୍ତୁଡ଼ିଶାଳ ଅନ୍ଧାରରେ ରହିଛି। ଦେଶର କେତେକ ଅଞ୍ଚଳରେ ବିଦ୍ୟୁତ୍‌ ଯୋଗାଯୋଗ ବାଧା ପ୍ରାପ୍ତ ହୋଇଛି।

ତେବେ ଏହାର ପ୍ରଭାବ କାର୍‌ଠାରୁ ଆରମ୍ଭ କରି ମୋବାଇଲ ପର୍ଯ୍ୟନ୍ତ ସମସ୍ତ ଉତ୍ପାଦନ ଉପରେ ପଡ଼ିବାରେ ଲାଗିଛି।

ଚାଇନାରେ କୋଇଲା ଯୋଗାଣ ବାଧାପ୍ରାପ୍ତ ହେବାରୁ ଆବଶ୍ୟକ ଅନୁସାରେ ବିଦ୍ୟୁତ୍‌ ଉତ୍ପାଦନ ସମ୍ଭବ ହୋଇ ପାରୁନାହିଁ। ଦେଶର କେତେକ ବନ୍ଦର ବନ୍ଦ ରହିଥିବାରୁ ପାଓ୍ବାର ପ୍ଲାଣ୍ଟକୁ କୋଇଲା ଯୋଗାଣରେ ବାଧା ସୃଷ୍ଟି ହୋଇଛି। ଏହାର ସମାଧାନ ଶୀଘ୍ର ନ ହେଲେ ଚାଇନାର ଜିଡ଼ିପି ହାର କମିବାରେ ଲାଗିବାର ଆଶଙ୍କା ଦେଖାଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତିଷ୍ଠିତ ଲୋକଙ୍କ ନମ୍ବର ବ୍ଲକ୍‌ କରିଛନ୍ତି ଇମ୍ରାନ୍‌…

ନୂଆଦିଲ୍ଲୀ, ୧୫।୫ : ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁ ଦେଶର ବହୁ ପ୍ରତିଷ୍ଠିତ ବ୍ୟକ୍ତିଙ୍କ ଫୋନ୍‌ ନମ୍ବର ବ୍ଲକ୍‌ କରିଛନ୍ତି। ସେମାନଙ୍କ ମଧ୍ୟରେ ଶୀର୍ଷ...

ମହାକାଶ କେନ୍ଦ୍ରରେ ପହଞ୍ଚିଲା ୧୨ ମଦ ବୋତଲ

ଓ୍ବାଶିଂଟନ,୬।୧୧: ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ରରେ ୧୨ ବୋତଲ ମଦ ପହଞ୍ଚିଛି। ଫ୍ରାନ୍ସରେ ପ୍ରସ୍ତୁତ ହୋଇଥିବା ଏହି ରେଡ୍‌ ଓ୍ବାଇନ୍‌କୁ କୌଣସି ମହାକାଶଚାରୀ ପିଇବେ ନାହିଁ। ଏହା...

ଆମେରିକାରେ କରୋନା ମୁକାବିଲା: ୮୫% ବ୍ୟବହାର କରୁଛନ୍ତି ସାନିଟାଇଜର; ୫୦%ଙ୍କର ପ୍ରାର୍ଥନା ଉପରେ ବିଶ୍ୱାସ !

ଓ୍ବାଶିଂଟନ,୧୯।୩: କରୋନା ସଂକ୍ରମଣ ଆତଙ୍କରେ ଆମେରିକା ଲୋକେ ଭୟଭୀତ ହେବାରେ ଲାଗିଛନ୍ତି। ତେବେ ବି ସରକାରଙ୍କ ସହିତ ଲୋକେ ମିଳିତ ଭାବେ ଏହାର ମୁକାବିଲା ଲାଗି...

ଭାରତର ବିଜୟକୁ ନେଇ କ’ଣ ବୁଝିଲେ ତୈମୁର

ଲଣ୍ଡନ,୧୭।୬: ସୈଫ ଅଲ୍ଲି ଖାଁ ଓ କରୀନା କପୁର ଖାଁଙ୍କ ଲାଡ୍‌ଲା ତୈମୁର ଅଲ୍ଲି ଖାଁ ଇଣ୍ଟରନେଟରେ ଏବେ  ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟିଛନ୍ତି। ସୋସିଆଲ ମିଡିଆରେ...

ଶ୍ରୀଲଙ୍କାରୁ ହଟିଲା ୩୬ ଘଣ୍ଟିଆ କର୍ଫ୍ୟୁ, ନୂଆ କ୍ୟାବିନେଟର ହେବ ଗଠନ

କଲମ୍ବୋ,୪ ।୪: ଶ୍ରୀଲଙ୍କାରେ ଦେଖାଯାଇଥିବା ରାଜନୈତିକ ଅଶାନ୍ତିକୁ ଲକ୍ଷ୍ୟ କରି ଯେଉଁ ୩୬ ଘଣ୍ଟିଆ କର୍ଫ୍ୟୁ ଲଗାଯାଇଥିଲା ତାହା ସୋମବାର ହଟାଇ ଦିଆଯାଇଛି । ଶ୍ରୀଲଙ୍କାରେ...

ପାକିସ୍ତାନ ସୀମାରେ ୧୨ରୁ ଅଧିକ ଆତଙ୍କବାଦୀ ଶିବିର

ଇସଲାମାବାଦ୍‌,୨୨।୧: ପାକିସ୍ତାନ ସୀମାରେ ୧୨ରୁ ଅଧିକ ଆତଙ୍କବାଦୀ ଶିବିର ରହିଛି। ପଞ୍ଜାବ, ବାଲୁଚିସ୍ତାନ ଏବଂ ପସ୍ତୁନଖ୍ବାରେ ଏସବୁ ଶିବିର ରହିଥିବା ସାଟେଲାଇଟ୍‌ ଚିତ୍ରରୁ ଜଣାପଡ଼ିଛି। ପ୍ରତି...

ଇରାନ ଖସାଇଛି ୟୁକ୍ରେନ ବିମାନ

ନ୍ୟୁୟର୍କ,୧୧ା୧: ଇରାନରେ ୟୁକ୍ରେନର ବିମାନ ଦୁର୍ଘଟଣାକୁ ନେଇ ବିବାଦ ବଢ଼ିବାରେ ଲାଗିଛି। ଯାନ୍ତ୍ରିକ ତ୍ରୁଟି ଯୋଗୁ ନୁହେଁ, ବରଂ ମିଶାଇଲ ମାଡ଼ରେ ଏହା ଖସିପଡ଼ିଥିବା ଦାବି...

ୟୁକ୍ରେନ୍‌ ଛାଡ଼ିଲେଣି ୩୫ ଲକ୍ଷ

ଜେନେଭା, ୨୩ା୩: ରୁଷିଆ ଆକ୍ରମଣ ପରଠାରୁ ୩୫ ଲକ୍ଷରୁ ଊର୍ଦ୍ଧ୍ୱ ଲୋକ ୟୁକ୍ରେନ ଛାଡ଼ି ଶରଣାର୍ଥୀ ପାଲଟିଥିବା ଜାତିସଂଘ କହିଛି। ଏଥିଯୋଗୁ ଦ୍ୱିତୀୟ ବିଶ୍ୱଯୁଦ୍ଧ ପରଠାରୁ...

Advertisement
Archives

Model This Week