Posted inଖେଳ

‘କୌଣସି ବିଦେଶୀ ଲିଗ୍‌ରେ ନ ଖେଳିବା ଭାରତ ବିଫଳତାର ପ୍ରମୁଖ କାରଣ’

ନୂଆଦିଲ୍ଲୀ,୧୪।୧୧: ଆଇସିସି ଟି-୨୦ ବିଶ୍ୱକପ୍‌ ୨୦୨୨ରେ ସେମିଫାଇନାଲରୁ ବିଦା ହୋଇ ସମାଲୋଚିତ ହେଉଛି ଟିମ୍‌ ଇଣ୍ଡିଆ। ବିଦେଶୀ ଟି୨୦ ଲିଗ୍‌ରେ ନ ଖେଳିବାର ପରିଣାମ ଭାରତ ଭୋଗିଛି ବୋଲି କୁହାଯାଉଛି। ଅନ୍ୟ ଦେଶର ଖେଳାଳିମାନେ ବିଗ୍‌ ବ୍ୟାସ୍‌ ଲିଗ୍‌ ପରି ବିଦେଶୀ ଲିଗରେ ଅଂଶଗ୍ରହଣ କରନ୍ତି। ଫଳରେ ସେମାନଙ୍କର ଅଷ୍ଟ୍ରେଲିଆ ଏବଂ ଅନ୍ୟ ଦେଶର ପିଚ୍‌, ବାତାବରଣ ସମ୍ପର୍କରେ ଅନୁଭବ ଥାଏ। ହେଲେ ଭାରତୀୟ ଖେଳାଳିଙ୍କ ସହ ଏପରି ହୁଏ ନାହିଁ। ଏବେ ଓ୍ବେଷ୍ଟଇଣ୍ଡିଜର ପୂର୍ବତନ ଅଧିନାୟକ ଡାରେନ୍‌ ସାମି ମଧ୍ୟ ସମାନ ପ୍ରସଙ୍ଗ ଉଠାଇଛନ୍ତି।

ଭାରତୀୟ କ୍ରିକେଟରମାନେ କୌଣସି ବିଦେଶୀ ଲିଗ୍‌ରେ ଖେଳୁନାହାନ୍ତି। ଚଳିତ ଟି୨୦ ବିଶ୍ୱକପ୍‌ରେ ସେମାନଙ୍କ ଖରାପ ପ୍ରଦର୍ଶନ ପଛରେ ଏହା ହେଉଛି ଏକ ପ୍ରମୁଖ କାରଣ। ଅପରପକ୍ଷେ ଇଂଲଣ୍ଡର ଅନେକ ଖେଳାଳି ଅଷ୍ଟ୍ରେଲିଆ ବିଗ୍‌ ବ୍ୟାସ ଲିଗ୍‌ରେ ଖେଳୁଥିଲେ। ଏଥିଲାଗି ଇଂଲଣ୍ଡକୁ ତାହାର ଲାଭ ମିଳିଲା ବୋଲି ଡାରେନ କହିଛନ୍ତି।

ଆଲେକ୍ସ ହାଲ୍ସ,କ୍ରିସ ଜୋର୍ଡାନଙ୍କ ଭଳି ଖେଳାଳିଙ୍କୁ ଦେଖନ୍ତୁ, ସେମାନେ ବିଗ୍‌ ବ୍ୟାସ୍‌ ଲିଗରେ ଖେଳନ୍ତି। ସେମାନେ ହିଁ ଅଷ୍ଟ୍ରେଲିଆରେ ଭଲ ପ୍ରଦର୍ଶନ କରିଥିଲେ। ଇଂଲଣ୍ଡ ଟିମ୍‌ ସମ୍ପୂର୍ଣ୍ଣ ଦଳ ଥିଲା। ସେମାନେ ଚାମ୍ପିୟନ ହେବାକୁ ଯୋଗ୍ୟ ଥିଲେ। ସମସ୍ତ ଚାପଯୁକ୍ତ ମ୍ୟାଚ୍‌ରେ ସେମାନେ ସର୍ବଶ୍ରେଷ୍ଠ ଅଲରାଉଣ୍ଡର ଦଳ ଥିବା ଦର୍ଶାଇଥିଲେ ବୋଲି ଡାରେନ ମଧ୍ୟ କହିଛନ୍ତି।
କହିରଖୁଛୁ ଯେ, ବିସିସିଆଇର ନିୟମ ଅନୁଯାୟୀ ଭାରତର କୌଣସି ସକ୍ରିୟ ଖେଳାଳିକୁ ବିଦେଶୀ ଟି-୨୦ ଲିଗ୍‌ରେ ଖେଳିବାର ଅନୁମତି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାମୀଙ୍କୁ ନଜଣାଇ ଟ୍ରଙ୍କରେ ରଖିଥିଲେ ୧୨ ଲକ୍ଷ, ସବୁ ଖାଇଦେଲା ମୂଷା! ତାପରେ….

ଲକ୍ଷ୍ନୌ,୨୩।୮: ତ୍ତତ୍ତରପ୍ରଦେଶର ଗୋଣ୍ଡାରୁ ଏପରି ଏକ ଘଟଣା ସାମ୍ନାକୁ ଆସିଛି, ଯାହାକୁ ନେଇ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚା ହେଉଛି । ଜଣେ ମହିଳା ପ୍ରାୟ ୮…

SIM କାର୍ଡ ନିୟମରେ ବଡ଼ ପରିବର୍ତ୍ତନ! କାଲିଠୁ ଏମାନଙ୍କର କଟିଯିବ କନେକ୍ସନ…

ଯଦି ଆପଣଙ୍କ ନାମରେ ଏକାଧିକ ମୋବାଇଲ୍ ସିମ୍ କାର୍ଡ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ନିର୍ଦ୍ଧାରିତ ସୀମାଠାରୁ ଅଧିକ ମୋବାଇଲ୍…

କ୍ୟାରିଅର ଶେଷ! ଭାରତୀୟ କ୍ରିକେଟରଙ୍କ ଅବସର ଘୋଷଣା, ଟେଷ୍ଟ, ODI,T20 ଫର୍ମାଟରେ ଟିମ ଇଣ୍ଡିଆ ପାଇଁ କରିଛନ୍ତି ଚମତ୍କାର ପ୍ରଦର୍ଶନ

ନୂଆଦିଲ୍ଲୀ,୨୩।୮: ଗୋଟିଏ ଟେଷ୍ଟ, ଦୁଇଟି ଦିନିକିଆ ଏବଂ ଗୋଟିଏ ଟି-୨୦ରେ ଭାରତର ପ୍ରତିନିଧିତ୍ୱ କରିଥିବା ଲେଗ-ସ୍ପିନର କର୍ଣ୍ଣ ଶର୍ମା ଅନ୍ତର୍ଜାତୀୟ ଏବଂ ଭାରତୀୟ ଘରୋଇ କ୍ରିକେଟରୁ ଅବସର…

ଜନ୍ତର-ମନ୍ତର ଭଳି ପୁଣି ଆନ୍ଦୋଳନର ଚେତାବନୀ ଦେଲା CJP, ଏହିଦିନ ଯୁବବର୍ଗ….

ନୂଆଦିଲ୍ଲୀ,୨୩।୮: ଜନ୍ତର ମନ୍ତରରେ ଚାଲିଥିବା ବିରୋଧ ପ୍ରଦର୍ଶନ ସମୟରେ କେନ୍ଦ୍ର ସରକାର ଦେଇଥିବା ପ୍ରତିଶ୍ରୁତି ପୂରଣ କରିବାକୁ ଦାବି କରିଛି କକ୍ରୋଚ ଜନତା ପାର୍ଟି (CJP) ।…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!

ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…

ସାଇବର ଠକେଇର ଶିକାରଙ୍କୁ ୪୫ ଲକ୍ଷ ଟଙ୍କା ଫେରାଇଲା ସମ୍ବଲପୁର ପୋଲିସ

ସମ୍ବଲପୁର, ୨୩।୮ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ବଢ଼ୁଥିବା ସାଇବର ଅପରାଧ ଓ ଆର୍ଥିକ ଠକେଇ ବିରୋଧରେ ସମ୍ବଲପୁର ପୋଲିସକୁ ବଡ଼ ସଫଳତା ମିଳିଛି। ସାଇବର ଥାନା…

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri