ଆଜି ଶ୍ରୀମନ୍ଦିର ୪ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ

ପୁରୀ, ୧୩।୧୧: ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ତାଙ୍କ ଭାଇ ଭଉଣୀଙ୍କ ବନକଲାଗି ନୀତି ସମ୍ପାଦନ ପାଇଁ ଗୁରୁବାର ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ୪ ଘଣ୍ଟା ପାଇଁ ବନ୍ଦ ରହିବ।

ଶ୍ରୀମନ୍ଦିର ପ୍ରଶାସନ (SJTA) ତରଫରୁ ସୋସିଆଲ ମିଡିଆରେ ସୂଚନା ଦିଆଯାଇଛି ଯେ, ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ।

ଗୁରୁବାର, ତା ୧୩.୧୧.୨୦୨୫, ମାର୍ଗଶିର କୃଷ୍ଣ ପକ୍ଷ ନବମୀ ତିଥିରେ ଶ୍ରୀଜିଉମାନଙ୍କର ବନକଲାଗି ନୀତି ସମ୍ପାଦିତ ହେବ। ଏହି ନୀତି ପାଇଁ ଦ୍ୱିତୀୟ ଭୋଗ ମଣ୍ଡପ ଶେଷ ହେବା ପରେ ସର୍ବସାଧାରଣ ଦର୍ଶନକୁ ସାମୟିକ ଭାବେ ବନ୍ଦ କରାଯିବ।

SJTA ଭକ୍ତମାନଙ୍କୁ ଦର୍ଶନର ସମୟ ଅନୁଯାୟୀ ନିଜର ଯାତ୍ରା ଯୋଜନା କରିବାକୁ ପରାମର୍ଶ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୋଜି ଖାଇବାକୁ ଯାଇଥିଲେ ୨ ଭାଇ ୩ ବର୍ଷର ନାତୁଣୀଙ୍କୁ ନେଇ ଫେରିବା ବେଳେ ଦୁର୍ଘଟଣା: ବଡ଼ଭାଇ ମୃତ, ସାନ …

ଗୁଡ଼ାରି, ୨୨।୪ (ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଚନ୍ଦ୍ରପୁର ବ୍ଲକ୍‌ର ବକାଗୁଡ଼ା ନିକଟସ୍ଥ ଘାଟିରେ ଭାରସାମ୍ୟ ହରାଇ ଏକ ମୋଟର ସାଇକେଲ ମଙ୍ଗଳବାର ଅପରାହ୍ନରେ…

ଆରମ୍ଭ ହୋଇଛି ମହାପ୍ରଭୁଙ୍କ ରଥ ନିର୍ମାଣ କାର୍ଯ୍ୟ, ଚଳଚଞ୍ଚଳ ରଥଖଳା…

ପୁରୀ,୨୨ା୪(ଅଜିତ୍‌ କୁମାର ମହାନ୍ତି): ଅକ୍ଷାୟ ତୃତୀୟାରେ ରଥ ନିର୍ମାଣ କାର୍ଯ୍ୟର ଶୁଭ ଅନୁକୂଳ ସହ ମହାପ୍ରଭୁଙ୍କ ବାହାର ଚନ୍ଦନ ଯାତ୍ରାର ଶୁଭାରମ୍ଭ ପରମ୍ପରା ମତେ ସମ୍ପନ୍ନ ହୋଇଛି।…

Business Eminence Awards 2026: ଡିଜିଟାଲ ପ୍ଲାଟ୍‌ଫର୍ମ ରୋଗୀଙ୍କ ଯାତାୟାତ ସମସ୍ୟା ଦୂରକରୁଛି

ଭୁବନେଶ୍ୱରସ୍ଥିତ ଆପୋଲୋ ହସ୍ପିଟାଲର ଚିଫ୍‌ ଅପରେଟିଂ ଅଫିସର ଭାବରେ ଡା. ଆଲୋକ ଶ୍ରୀବାସ୍ତବ ନେତୃତ୍ୱ ନେଉଛନ୍ତି। ଡା. ଶ୍ରୀବାସ୍ତବ ଦିଲ୍ଲୀ ବିଶ୍ୱବିଦ୍ୟାଳୟର ଫ୍ୟାକଲ୍ଟି ଅଫ୍‌ ମ୍ୟାନେଜମେଣ୍ଟ ଷ୍ଟଡିଜ୍‌ରୁ…

ଅଭିବୃଦ୍ଧି ଅଙ୍କ

ଆମେରିକୀୟ ଡଲାର ତୁଳନାରେ ଭାରତୀୟ ମୁଦ୍ରା ୨୧ ଏପ୍ରିଲରେ ୩୨ ପଇସା କମି ୯୩.୪୮ ଟଙ୍କାକୁ ଛୁଇଁଛି। ପଶ୍ଚିମ ଏସିଆ ସଙ୍କଟଜନିତ ଆର୍ଥିକ ଅନିଶ୍ଚିତତା ଲାଗି ରହୁଥିବାରୁ…

୨୫ ଯାଏ କଳବଳ କରିବ ତାତି

ଭୁବନେଶ୍ୱର,୨୨।୪ ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ଲହରୀ ଜାରି ରହିଛି। ସକାଳ ୯ଟା ବେଳକୁ ଖରା ସାଙ୍ଗକୁ ଗୁଳୁଗୁଳି ଅସ୍ତବ୍ୟସ୍ତ କରୁଛି। ତେବେ ଆସନ୍ତା ୪ଦିନ ଅର୍ଥାତ୍‌ ୨୫…

ଗରିବଙ୍କୁ ଦିଆଯିବ ଫ୍ଲାଟ୍‌: ରାଜସ୍ବମନ୍ତ୍ରୀ

ଭୁବନେଶ୍ୱର,୨୨।୪ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ଗରିବ ତଥା ନିମ୍ନମଧ୍ୟବିତ୍ତ ଶ୍ରେଣୀର ଲୋକ ଯେପରି ଜମି ଓ ଘର ଖଣ୍ଡିଏ ପାଇବେ ସେଥିପ୍ରତି ସରକାର ଯତ୍ନବାନ ଅଛନ୍ତି।…

ଯୁଦ୍ଧବିରତି ବୃଦ୍ଧି ଘୋଷଣା କଲେ ଟ୍ରମ୍ପ, ମୁନିର-ଶେହବାଜଙ୍କ ଅନୁରୋଧ ପରେ ନେଲେ ଏହି ନିଷ୍ପତ୍ତି

ଓ୍ବାଶିଂଟନ୍‌,୨୨।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଯୁଦ୍ଧବିରତି ବୃଦ୍ଧି ଘୋଷଣା କରିଛନ୍ତି। ବର୍ତ୍ତମାନର ଯୁଦ୍ଧବିରତି ଶେଷ ହେବାର କିଛି ଘଣ୍ଟା ପୂର୍ବରୁ ପାକିସ୍ତାନର ଅନୁରୋଧରେ…

ଆଜି ରାଜ୍ୟ କ୍ୟାବିନେଟ୍‌: ୯ରୁ ଅଧିକ ପ୍ରସ୍ତାବ ଉପରେ ଲାଗିପାରେ ମୋହର

ଭୁବନେଶ୍ୱର,୨୨ା୪(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ବୁଧବାର ରାଜ୍ୟ ମନ୍ତ୍ରିମଣ୍ଡଳର ୩୯ତମ ବୈଠକ ତଥା ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବାଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri