ବୁଧବାର ୪ ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ

ପୁରୀ,୨୭।୧: ବୁଧବାର ପବିତ୍ର ମାଘ ଶୁକ୍ଲ ଦଶମୀ ତିଥି। ମାଘ ଶୁକ୍ଲ ଦଶମୀ ତିଥି ଅବସରରେ ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏନେଇ ପ୍ରଶାସନ ପକ୍ଷରୁ ବିଧିବ୍ୟବସ୍ଥା ଗ୍ରହଣ କରାଯାଇଛି। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ବୁଧବାର ୪ ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିବ।

ଆପାତତଃ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲିଭ୍‌ ଇନ୍‌ରେ ରହି ଯୁବତୀଙ୍କୁ କରି ଆସୁଥିଲେ ବଳାତ୍କାର, କୌଶଳ କ୍ରମେ ହୋଇଯାଇଥିଲେ ଫେରାର, ଅଭିଯୁକ୍ତଙ୍କୁ ବାନ୍ଧିି…

ଦିଗପହଣ୍ଡି,୧୮।୩(ଅଶେଷ ନାଥ ମିଶ୍ର): ବିବାହର ପ୍ରଲୋଭନ ଦେଖାଇ ଯୁବତୀଙ୍କୁ ବଳାତ୍କାର କରିବା ଅଭିଯୋଗରେ ପାଟପୁର ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

ଅପହରଣ କରି ନେଇ ଯାଇଥିଲେ ତାମିଲନାଡୁ, ୭ ଦିନ ଯାଏ ନାବାଳିକାଙ୍କୁ…ଅଭିଯୁକ୍ତଙ୍କୁ ବାନ୍ଧି…

ପାଇକମାଳ,୧୮।୩ (ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଅପହରଣ କରିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

ଫିଲ୍ମ ଷ୍ଟାଇଲରେ ଗୋଡ଼ାଇ ଗୋଡ଼ାଇ ଧରିଲା ପୋଲିସ, ମହୁଲି ମଦ ସହ ଦୁଇ….

ହାଟଡିହୀ,୧୮।୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ଫିଲ୍ମ ଷ୍ଟାଇଲରେ ଦୁଇ ଚୋରା ମହୁଲି ମଦ ବେପାରୀଙ୍କୁ ବୁଧବାର ରାତି ପ୍ରାୟ ୮ଟା ସମୟରେ ଧରିଛି ।…

କାଲି ନିଖୋଜ, ଆଜି ମିଳିଲା ବୃଦ୍ଧଙ୍କ ମୃତଦେହ; କେନାଲରେ ଗୋଟିଏ ପରେ ଗୋଟିଏ ଅଘଟଣକୁ ନେଇ… 

କୋକସରା,୧୮।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଅନ୍ତର୍ଗତ ଲଡୁଗାଁ ଅଞ୍ଚଳରେ ଏକ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି। ବୁଧବାର ଦିନ ଇନ୍ଦ୍ରାବତୀ ଉଠା ଜଳସେଚନ…

ନିଶା ନିବାରଣ ପାଇଁ ବାହାରିଲେ ଛାତ୍ରୀଛାତ୍ର, ସ୍କୁଲରେ ହେଲା….

ବରଗଡ଼,୧୮।୩(ପ୍ରେମାନନ୍ଦ ଖମାରୀ): ନିଶା ମଣିଷକୁ ବିବେକ ଶୂନ୍ୟ କରି ଦିଏ । ନିଶାସକ୍ତ ବ୍ୟକ୍ତି ନିଜ ପରିବାର ସହିତ ସମାଜର ମଧ୍ୟ ଅନେକ କ୍ଷତି ପହଞ୍ଚାଇଥାଏ ।…

ଜମିପଟ୍ଟା ପ୍ରଦାନ ଦାବି, କୃଷକ ସଭା ପକ୍ଷରୁ ତହସିଲ ଅଫିସ ଆଗରେ ବିକ୍ଷୋଭ

ପୁରୁଷୋତ୍ତମପୁର,୧୮।୩(ସବିତାମିଶ୍ର): ଜମିହୀନଙ୍କୁ ଜମିପଟ୍ଟା ପ୍ରଦାନ ଦାବିରେ ଓଡିଶା କ୍ରୁଷକସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ପି ହରିକ୍ରୁଷ୍ଣରେଡୀଙ୍କ ନେତୃତ୍ବରେ ପୁରୁଷୋତ୍ତମପୁର ତହସିଲ କାର୍ଯ୍ଯାଳୟ ସମ୍ମୁଖରେ ପ୍ରତିବାଦ ସହ…

ଯୋଗାଣ ବିଭାଗର ଚଢ଼ାଉ, ୧୨ ଗ୍ୟାସ ସିଲିଣ୍ଡର ସହିତ ୨୮୩….

ଅତାବିରା,୧୮।୩(ଯୁଧିଷ୍ଠିର ମହାପାତ୍ର ): ମଧ୍ୟପ୍ରାଚ୍ୟରେ ଗୋଟିଏ ପଟେ ଯୁଦ୍ଧ ଲାଗିରହିଥିବା ବେଳେ ଅନ୍ୟପଟରେ ସାରା ଭାରତ ଓ ଓଡ଼ିଶାରେ ମଧ୍ୟ ଗ୍ୟାସ ବା LPG ର ସଙ୍କଟ…

SCB ଅଗ୍ନିକାଣ୍ଡ: ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାନୁଷ୍ଠାନ, ୪ ଅଧିକାରୀ ନିଲମ୍ବିତ

ଭୁବନେଶ୍ୱର,୧୮।୩(ସୁନିତ୍‌ ମିଶ୍ର): କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍‌ପିଟାଲରେ ଗତ ୧୬ ତାରିଖ ଦିନ ହୋଇଥିବା ଭୟାବହ ଅଗ୍ନିକାଣ୍ଡ ଯୋଗୁଁ ଅନେକ ଜୀବନ ନଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri