୯ଟାରୁ ୨ଟା ପର୍ଯ୍ୟନ୍ତ ବନ୍ଦ ରହିବ ମା’ ସମଲେଶ୍ୱରୀଙ୍କ ଦର୍ଶନ

ସମ୍ବଲପୁର,୨୭ା୧(ବି.ଶଙ୍କର): ବହୁ ପ୍ରତିକ୍ଷିତ ପଶ୍ଚିମ ଓଡ଼ିଶାର ଅଧିଷ୍ଠାତ୍ରୀ ଦେବୀ ସମ୍ବଲପୁରର ମା’ ସମଲେଶ୍ୱରୀଙ୍କ ପରିକ୍ରମା ପ୍ରକଳ୍ପର ଶନିବାର ଲୋକାର୍ପିତ ହେବ। ମଧ୍ୟାହ୍ନ ସାଢ଼େ ୧୨ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଭବ୍ୟ ପ୍ରକଳ୍ପର ଉନ୍ମୋଚନ କରିବେ। ଏନେଇ ସକାଳ ୯ଟାରୁ ହୋମ ଯଜ୍ଞ ଆରମ୍ଭ ହେବା ସହ ମା’ଙ୍କୁ ଅରାଧନା କରାଯିବ। ଫଳରେ ୯ଟାରୁ ୨ଟା ପର୍ଯ୍ୟନ୍ତ ଭକ୍ତଙ୍କ ପାଇଁ ଦର୍ଶନ ବନ୍ଦ ରହିଛି।

ଲୋକାର୍ପଣ ପରିପ୍ରେକ୍ଷୀରେ ଚାରି ଦ୍ୱାର ଓ ମନ୍ଦିର ସମ୍ମୁଖରେ ହୋମ ଯଜ୍ଞ ଓ ଚଣ୍ଡୀପାଠ କିଛି ସମୟ ମଧ୍ୟରେ ଆରମ୍ଭ ହୋଇଯିବ। ପଣ୍ଡିତ ମହେନ୍ଦ୍ର ପୂଜାହାରୀଙ୍କ ନେତୃତ୍ୱରେ ୩୦ଜଣ ପଣ୍ଡିତ ଏହି ପୂଜାକାର୍ଯ୍ୟ ସମ୍ପାଦନ କରିବେ। ସନ୍ଧ୍ୟାରେ ମହାନଦୀ ଆଳତି ହେବ। ଏଥିରେ ସମ୍ବଲପୁର ଓ ଛତିଶଗଡ଼ ଚନ୍ଦ୍ରହାସୀନି ପୀଠର ୧୪ଜଣ ପଣ୍ଡିତ ମହାନଦୀ ଆଳତିରେ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୂଷିତ ପାଣି ବ୍ୟବହାର କରି ସେବାଶ୍ରମ ବିଦ୍ୟାଳୟର ଛାତ୍ରୀଛାତ୍ର ଅସୁସ୍ଥ, ମେଡିକାଲ ଟିମ୍‌ ପହଞ୍ଚି…

ବାଙ୍କୀ,୨୬ା୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବ୍ଲକ ଅନ୍ତର୍ଗତ କଦଳୀବାଡ଼ି ପଞ୍ଚାୟତସ୍ଥିତ ସେବାଶ୍ରମ ସରକାରୀ ବିଦ୍ୟାଳୟର ଛାତ୍ରୀଛାତ୍ର ଜଣ୍ଡିସ୍‌ ରୋଗରେ ଆକ୍ରାନ୍ତ ଥିବା ଅଭିଭାବକ ଓ ଗ୍ରାମବାସୀ ଅଭିଯୋଗ କରିଛନ୍ତି।…

ବ୍ରିଜ୍‌ ଉପରେ ହଠାତ୍‌ ଫାଟିଲା ପାନୀଳ ଜଳ ପାଇପ୍‌, ଆଉ ତା’ ପରେ…

ଗୁଣପୁର,୨୬ା୩(ସଂକେତ ପାତ୍ର): ସ୍ଥାନୀୟ ଗୁଣପୁର-ବିକ୍ରମପୁରକୁ ସଂଯୋଗ କରୁଥିବା ବ୍ରିଜ୍‌ ଉପରେ ଥିବା ପାନୀୟଜଳ ପାଇପ୍‌ ଫାଟିଯାଇ ଅଧିକ ସମୟ ଧରି ପାଣି ବହୁଥିବା ଦେଖାଯାଇଛି। ସୂଚନାନୁସାରେ, କେନ୍ଦ୍ର…

ଯୁଦ୍ଧ ଭିତରେ ଚାଇନା ଯିବେ ଟ୍ରମ୍ପ, ତାରିଖ ଘୋଷଣା କଲା ହ୍ବାଇଟ ହାଉସ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମେ ୧୪ ରୁ ୧୫ ମଧ୍ୟରେ ଚାଇନା ଗସ୍ତ କରିବେ ଏବଂ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସହ ସାକ୍ଷାତ…

ହୋଟେଲ, ରେଷ୍ଟୁରାଣ୍ଟରେ ବଡ଼ ଧରଣର ଚଢ଼ାଉ

ନୂଆପଡ଼ା,୨୬ା୩ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ଘରୋଇ ଏଲ୍‌ପିଜି ସିଲିଣ୍ଡରର କୃତ୍ରିମ ଅଭାବ ଦେଖାଦେଇଥିବା ବେଳେ ବିଭିନ୍ନ ହୋଟେଲ ଓ ରେଷ୍ଟୁରାଣ୍ଟରେ ଅବୈଧ ବ୍ୟବହାର କରାଯାଉଥିବା ଅଭିଯୋଗ…

ଚୌକା-ଛକାରେ ଝୁମି ଉଠୁଥିବା ଚିୟରଲିଡର୍ସଙ୍କୁ କେତେ ମିଳେ ଦରମା… ଗୋଟିଏ ମ୍ୟାଚର ପାରିଶ୍ରମିକ ସହ ବିଳାସପୂର୍ଣ୍ଣ ସୁବିଧା ପଛର କାହାଣୀ ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୩: ଆଇପିଏଲର ୧୯ତମ ସିଜିନ ୨୮ ମାର୍ଚ୍ଚରୁ ଆରମ୍ଭ ହେଉଛି। ଫାଇନାଲ ମ୍ୟାଚ ୩୧ ମଇରେ ଖେଳାଯିବ। ପଡ଼ିଆରେ ଖେଳାଳିମାନେ ସେମାନଙ୍କ ବିଡ ଏବଂ ଦୌଡ଼ ପାଇଁ…

ନିଜର ସୁରକ୍ଷା ନେଇ ଆଗେଇ ଆସିଲେ ଛାତ୍ରୀ, ଆତ୍ମରକ୍ଷା ପାଇଁ କଲେ…

ଦିଗପହଣ୍ଡି,୨୬ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମସ୍ଥିତ ରାମଜୀ ଡିଗ୍ରୀ କଲେଜରେ ଗୁରୁବାର ଅଧ୍ୟକ୍ଷ ନିହାର ରଞ୍ଜନ କରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ‘ଛାତ୍ରୀ…

ଆସନ୍ତାକାଲି ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ, ୫ ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ,୨୬ା୩(ଅଜିତ କୁମାର ମହାନ୍ତି):  ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ଭଗବାନ ଆଉ ଭକ୍ତଙ୍କ ମଧ୍ୟରେ ବଢ଼ିବ ଦୂରତା। ୫ ଘଣ୍ଟା ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ। ଚୈତ୍ର…

ହର୍ମୁଜ ବନ୍ଦ ହେଲେ LPG ପାଇଁ ଛଟପଟ ହେବ ସାରା ବିଶ୍ୱ, ଇରାନ ଏହି ରାସ୍ତା ବନ୍ଦ କଲେ କ’ଣ ହେବ? ଜାଣନ୍ତୁ…

ନୂଆଦିଲ୍ଲୀ/ତେହରାନ୍‌,୨୬।୩: ଯେତେବେଳେ ଇରାନ ଆମେରିକା ସହିତ ଚାଲିଥିବା ଯୁଦ୍ଧ ମଧ୍ୟରେ ହର୍ମୁଜ ପ୍ରଣାଳୀ ବନ୍ଦ କରିଦେଲା, ସମଗ୍ର ବିଶ୍ୱ ଚିନ୍ତାରେ ପଡ଼ିଗଲା। ପେଟ୍ରୋଲ ପମ୍ପରେ ଧାଡ଼ି ଲାଗିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri