କାଲି ୪ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ

ପୁରୀ,୧୦।୧: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ବୁଧବାର ଅନୁଷ୍ଠିତ ହେବ। ଅପରାହ୍ନରେ ଏହି ନୀତି ସମ୍ପନ୍ନ ହେବ । ଭକ୍ତମାନେ ଅପରାହ୍ନ ପ୍ରାୟ ୩ରୁ ୪ଘଣ୍ଟା ଧରି ମହାପ୍ରଭୁଙ୍କ ଦର୍ଶନରୁ ବଞ୍ଚିତ ରହିବେ। ଅପରାହ୍ନରେ ଦ୍ୱିତୀୟ ଭୋଗମଣ୍ଡପ ନୀତି ସରିବା ପରେ ମହାପ୍ରଭୁଙ୍କ ବନକଲାଗି ନୀତି ଆରମ୍ଭ ହେବ ।
ଦତ୍ତମହାପାତ୍ର ସେବକମାନେ ଠାକୁରଙ୍କ ଶ୍ରୀମୁଖ ସିଂହାର କରିବା ପାଇଁ ଗର୍ଭଗୃହକୁ ପ୍ରବେଶ କରିବେ । ବନକଲାଗି ପାଇଁ ହିଙ୍ଗୁଳ, ହରିତାଳ, ଶଙ୍ଖ, କେଶର, କର୍ପୂର, କଇଥ ଅଠା, କସ୍ତୁରୀ ଓ କଳା ଇତ୍ୟାଦି ବ୍ୟବହାର କରାଯାଏ । ତେବେ ବୁଧବାର ଠାକୁରଙ୍କ ସେବାପୂଜାର ନୀତି ର୍ନିଘଣ୍ଟକୁ ନେଇ ବନକଲାଗି ସମୟ ଧାର୍ଯ୍ୟ ହେବ ।


Enter your email to get our daily news in your inbox.

All Right Reserved By Dharitri.Com

ନଦୀକୁ ଡେଇଁ କରୁଥିଲେ ରିଲସ, ପାଣିରେ ବୁଡ଼ି ଯୁବକ….

ଭଦ୍ରକ,୨।୪(ସନାତନ ରାଉତ): ରିଲସ କରିବା ହେଲା କାଳ । ଗୁରୁବାର ଭଦ୍ରକ ପୁରୁଣା ବଜାର ଥାନା ସଂଥିଆ ପୋଲ ଉପରୁ ସାଳନ୍ଦୀ ନଦୀକୁ ଡେଇଁ ୨ ଯୁବକ…

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

ଆନ୍ଦୋଳନରେ ସୁଇପର, ଅଳିଆ ଆବର୍ଜନାରେ ପୂରିଛି ସହର

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ): ୧୨ଟି ଓ୍ବାର୍ଡକୁ ନେଇ ଗଠିତ ଗଞ୍ଜାମ ଏନ୍‌ଏସି ବିଭିନ୍ନ ସମସ୍ୟା ଦେଇ ଗତି କରୁଥିବା ବେଳେ ୩ ଦିନରୁ ଊର୍ଦ୍ଧ୍ୱ ହେବ ସଫେଇ କାର୍ଯ୍ୟ…

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

ଖରାଦିନେ ଆବଶ୍ୟକତାଠୁ ଅଧିକ ପାଣି ପିଉଛନ୍ତି କି? ହୋଇପାରେ ଗୁରୁତର ସମସ୍ୟା

ନୂଆଦିଲ୍ଲୀ,୨।୪: ପ୍ରଚୁର ପାଣି ପିଇବା ସ୍ୱାସ୍ଥ୍ୟ ପାଇଁ ଲାଭଦାୟକ । କାରଣ ଏହା ଶରୀରକୁ ହାଇଡ୍ରେଟ୍ ରଖେ, ଚର୍ମର ରଙ୍ଗକୁ ଉନ୍ନତ କରେ ଏବଂ ବିଷାକ୍ତ ପଦାର୍ଥ…

IPL ମଧ୍ୟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କଲେ ଏହି ଷ୍ଟାର ବ୍ୟାଟସ୍‌ମ୍ୟାନ, ୩୭ ବର୍ଷ ବୟସରେ…

ନୂଆଦିଲ୍ଲୀ,୨।୪: କ୍ରିକେଟ ଜଗତ ବର୍ତ୍ତମାନ IPL ୨୦୨୬ ଉପରେ ଧ୍ୟାନ ଦେଇଛି। ଇଣ୍ଡିଆନ ପ୍ରିମିୟର ଲିଗ ୨୮ ମାର୍ଚ୍ଚରୁ ଆରମ୍ଭ ହୋଇଛି ଏବଂ ପ୍ରତିଦିନ ପ୍ରମୁଖ ମ୍ୟାଚ…

ଆଜିଠୁ ପୁଣି କଡ଼ାକଡ଼ି PUCC ଯାଞ୍ଚ: ପ୍ରଦୂଷଣ ପ୍ରମାଣପତ୍ର ନଥିଲେ ୧୦ ହଜାର ଫାଇନ

ଭୁବନେଶ୍ୱର,୨।୪: ଆଜିଠୁ ପୁଣି କଡ଼ାକଡ଼ି ହେବ PUCC ଯାଞ୍ଚ। ପଲ୍ୟୁଶନ ସାର୍ଟିଫିକେଟ ନଥିଲେ ଫାଇନ ଦେବାକୁ ପଡ଼ିବ। PUCC ଯାଞ୍ଚ ପାଇଁ ଦିଆଯାଇଥିବା ଡେଡଲାଇନ ଶେଷ ହୋଇଛି।…

ଭାରତକୁ ବନ୍ଧୁତାର ହାତ ବଢାଇଲା ଏହି ଦେଶ: ପାକିସ୍ତାନ ଛାନିଆ

ନୂଆଦିଲ୍ଲୀ,୨।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆରମ୍ଭ ହୋଇଛି। ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବାର ୩୦ ଦିନରୁ ଅଧିକ ସମୟ ବିତିଗଲାଣି। କୌଣସି ପକ୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri