ମା’ ସମଲେଶ୍ୱରୀଙ୍କ ସାଧାରଣ ଦର୍ଶନ ସମୟରେ ପରିବର୍ତ୍ତନ

ସମ୍ବଲପୁର,୧।୬(ବ୍ୟୁରୋ): ମା’ ସମଲେଶ୍ୱରୀଙ୍କ ମନ୍ଦିରରେ ସାଧାରଣ ଦର୍ଶନ ସମୟରେ ପରିବର୍ତ୍ତନ କରାଯାଇଛି। ପୂଜକମାନଙ୍କ ସହମତିରେ ମନ୍ଦିର ଟ୍ରଷ୍ଟ ବୋର୍ଡ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି। ଗୁରୁବାରଠାରୁ ଏହି ନୂଆ ଦର୍ଶନ ସମୟ ଲାଗୁ କରାଯିବ। ତଦନୁଯାୟୀ ସକାଳ ୬ଟାରୁ ଭକ୍ତମାନେ ମା’ଙ୍କ ଦର୍ଶନ କରିପାରିବେ। ଦିନ ୧୨ଟାରୁ ୧୨ଟା ୩୦ ପର୍ଯ୍ୟନ୍ତ ଅନ୍ନ ଭୋଗ ଲାଗି ହେବ। ତେଣୁ ଏହି ସମୟରେ ସାଧାରଣ ଦର୍ଶନ ବନ୍ଦ ରହିବ। ଦିନ ସାଢ଼େ ୧୨ଟା ପରେ ଭକ୍ତ ପୁଣି ମା’ଙ୍କ ଦର୍ଶନ କରିବେ। ସା ୮ଟାରୁ ସାଢ଼େ ୮ଟା ମଧ୍ୟରେ ମା’ଙ୍କ ସା ଆଳତି ହେବ। ସେହି ସମୟରେ ସାଧାରଣ ଦର୍ଶନ ବନ୍ଦ ରହିବ। ରାତି ୯ଟାରେ ମା’ଙ୍କ ଠାରେ ଅନ୍ନ ଭୋଗ ଲାଗି ହେବ ଓ ପହଡ଼ ପଡ଼ିବ। ଏହା ପରେ ପରଦିନ ସକାଳ ଆଳତି ପର୍ଯ୍ୟନ୍ତ ମା’ଙ୍କ ଦର୍ଶନ ବନ୍ଦ ରହିବ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ଗାଜଲବାଡ଼ି ଘାଟିରେ ୨ ଟ୍ୟାଙ୍କର ଫସିବା ଯୋଗୁ ଯାତାୟାତ ଠପ୍: ରାତିସାରା ଘାଟି ରାସ୍ତାରେ ଅଟକି ରହିଲେ ଶହ ଶହ ଯାତ୍ରୀ

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଓ ବାଲିଗୁଡ଼ାକୁ ସଂଯୋଗ କରୁଥିବା ୫୯ ନମ୍ବର ଗୋପାଳପୁର-ରାଇପୁର ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ଶନିବାର ବିଳମ୍ବିତ…

ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

କର୍ଲାମୁଣ୍ଡା ବ୍ଲକ ପାଇଁ ଗୌରବ: ପ୍ରଥମ ମହିଳା ଭାବେ ପିଏଚ୍‌ଡି ଡିଗ୍ରୀ ହାସଲ କଲେ ସୀମନ୍ତିନୀ ସେଠ

ରିଷିଡ଼ା, ୧୯।୯ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ସୀମନ୍ତିନୀ ସେଠ ସଂସ୍କୃତ ବିଷୟରେ ଗବେଷଣା କରି ପିଏଚ୍‌ଡି (PhD) ଡିଗ୍ରୀ ହାସଲ…

ବେଙ୍ଗାଲୁରୁରେ କେନ୍ଦୁଝର ଯୁବକଙ୍କ ଅକାଳ ମୃତ୍ୟୁ: MP ଅନନ୍ତ ନାୟକଙ୍କ ହସ୍ତକ୍ଷେପ ପରେ ଗାଁକୁ ଫେରିଲା ପାର୍ଥିବ ଶରୀର

ପାଟଣା,୧୯।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ବେଗନା ଗ୍ରାମର ସଞ୍ଜୀବ ସେଠୀଙ୍କ ୩୪ ବର୍ଷୀୟ ପୁଅ ଦୀପେଶ ସେଠୀଙ୍କ ବେଙ୍ଗାଲୁରୁରେ ଅକାଳ ମୃତ୍ୟୁ ଘଟିଛି।…

ପରିବେଶ ସୁରକ୍ଷାରେ ଗଞ୍ଜାମ ଗ୍ରାସିମର ବାଜିମାତ୍: ମିଳିଲା “ପ୍ରଦୂଷଣ ନିୟନ୍ତ୍ରଣ ଉତ୍କର୍ଷତା ପୁରସ୍କାର – ୨୦୨୬”

ଗଞ୍ଜାମ, ୧୯।୯ (ବିଦ୍ୟାଧର ସାହୁ): ଓଡ଼ିଶା ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ଏସପିସିବି)ର ୪୩ତମ ପ୍ରତିଷ୍ଠା ଦିବସ ଅବସରରେ ଶିଳ୍ପ ବର୍ଗରେ ଗଞ୍ଜାମ ସ୍ଥିତ ଗ୍ରାସିମ୍ କମ୍ପାନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?