୧୫ ବର୍ଷରେ ଏମିତି ବଦଳିଗଲେ ‘ତାରେ ଜାମିନ ପର’ ଶିଶୁ କଳାକାର, ଜାଣନ୍ତୁ କ’ଣ କରନ୍ତି ଏବେ

ଫିଲ୍ମର କାହାଣୀ ସହିତ କେତେକ କଳାକାର ମଧ୍ୟ ଆମ ହୃଦୟରେ ଏକ ଭିନ୍ନ ସ୍ଥାନ ସୃଷ୍ଟି କରନ୍ତି । ୨୦୦୭ର ମନସ୍ତାତ୍ତ୍ୱିକ ଫିଲ୍ମ ‘ତାରେ ଜାମିନ ପର’ରେ ଖୁବ୍‌ କମ୍‌ କଥା କହିଥିବା ଶିଶୁ କଳାକାର ଇଶାନ ଆଶ୍ୱସ୍ଥି ତାଙ୍କ ଅଭିନୟ ଦକ୍ଷତା ସହିତ ଦର୍ଶକଙ୍କ ହୃଦୟରେ ଏକ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିଥିଲେ । ତାଙ୍କର ପ୍ରକୃତ ନାମ ହେଉଛି ଦାର୍ଶେଲ ସଫାରି । ଏହି ଫିଲ୍ମ ଶୁଟିଂ ସମୟରେ ଦାର୍ଶେଲଙ୍କୁ ମାତ୍ର ୧୦ ବର୍ଷ ବୟସ ହୋଇଥିଲା । ଆଜି ତାଙ୍କ ଜନ୍ମ ଦିନ ହୋଇଥିବା ବେଳେ ଦାର୍ଶେଲ ୨୫ ବର୍ଷ ବୟସରେ ପାଦ ଦେଇଛନ୍ତି। ଜନ୍ମଦିନ ଅବସରରେ, ଜାଣିବା ଏହି ୧୫ ବର୍ଷରେ ଦାର୍ଶେଲ କେତେ ପରିବର୍ତ୍ତନ ହୋଇଛନ୍ତି ଏବଂ ସେ ଏବେ କ’ଣ କରୁଛନ୍ତି ।
୧୫ ବର୍ଷ ପରେ, ଦାର୍ଶେଲ ସଫାରିଙ୍କ ଲୁକ୍‌ ସମ୍ପୂର୍ଣ୍ଣ ରୂପେ ବଦଳି ଯାଇଛି । ଅନେକ ଥର ଦାର୍ଶେଲ ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟରେ ନିଜର ଫଟୋ ଶେୟାର କରିଛନ୍ତି। ଏହି ଫଟୋଗୁଡ଼ିକ ଦେଖି ପ୍ରଶଂସକମାନଙ୍କ ପାଇଁ ଏହା ଚିହ୍ନିବା କଷ୍ଟକର ହୋଇପଡ଼ୁଛି।

‘ତାରେ ଜାମିନ ପର’ରେ ଶିଶୁ ଭୂମିକାରେ ଅଭିନୟ କରିଥିବା ଦାର୍ଶେଲ ସଫାରି ଅନେକ ସିରିଏଲରେ ଅଭିନୟ କରିଛନ୍ତି। ସେ ଉଭୟ ଛୋଟ ଏବଂ ବଡ଼ ପରଦାରେ ନିଜର ଅଭିନୟ ଯାଦୁ ଦେଖାଇଥିଲେ। ଦାର୍ଶେଲ ‘ବମ୍‌ ବମ୍‌ ବୋଲ’, ‘ଜୋକେକୋମନ’ ଏବଂ ‘ମିଡନାଇଟ୍ସ ଚିଲ୍‌ରେନ୍‌’ ଭଳି ଫିଲ୍ମରେ କାମ କରିଛନ୍ତି । ଏହା ସହିତ ସେ ଅନେକ ମ୍ୟୁଜିକ ଭିଡିଓରେ ମଧ୍ୟ ଅଭିନୟ କରିଛନ୍ତି । ପରେ ସେ ଫିଲ୍ମ ଏବଂ ବଲିଉଡରୁ ଅଦୃଶ୍ୟ ହୋଇଯାଇଥିଲେ। ତାଙ୍କୁ ଶେଷରେ ସୁସ୍ମିତା ସେନ୍‌ଙ୍କ ଝିଅ ରେନି ସେନ୍‌ଙ୍କ ବିପକ୍ଷରେ‘ସୂତାବାଜୀ’ରେ ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri