ମସ୍କୋରେ ବିସ୍ଫୋରଣ: ପୁଟିନ୍‌ ସହଯୋଗୀଙ୍କ ଝିଅ ନିହତ

ମସ୍କୋ, ୨୧ା୮: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ସହଯୋଗୀ ଆଲେକ୍‌ଜାଣ୍ଡର ଡଗିନ୍‌ଙ୍କ ଝିଅ ଏକ କାର୍‌ ବିସ୍ଫୋରଣରେ ପ୍ରାଣ ହରାଇଛନ୍ତି। ୨୯ ବର୍ଷୀୟା ଡାରିଆ ଡଗିନା ଏକ ଏସ୍‌ୟୁଭି କାର୍‌ ଚଳାଉଥିବା ବେଳେ ସେଥିରେ ବୋମା ଖଞ୍ଜାଯାଇଥିବା କୁହାଯାଉଛି। ମସ୍କୋଠାରୁ ୪୦ କି.ମି. ଦୂର ବୋଲ୍‌ଶି ଭିଜୋମି ନିକଟ ରାଜପଥରେ ତାଙ୍କ କାର୍‌ଟି ବିସ୍ଫୋରଣ ହୋଇଥିବା ରୁଷିଆର ଇନ୍‌ଭେଷ୍ଟିଗେଟ୍‌ ଟିମ୍‌ ପକ୍ଷରୁ କୁହାଯାଇଛି। ଏପରିକି ଘଟଣାସ୍ଥଳରେ ମୃତ୍ୟୁ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି।

ୟୁନାଇଟେଡ୍‌ ଓ୍ବାଲର୍‌ଡ ଇଣ୍ଟରନ୍ୟାଶନାଲ ଓ୍ବେବ୍‌ସାଇଟ୍‌ର ସେ ମୁଖ୍ୟ ସମ୍ପାଦକ ହୋଇଥିବା ବେଳେ ଆମେରିକା ଗତ ମାର୍ଚ୍ଚରେ ତାଙ୍କ ଉପରେ କଟକଣା ଲଗାଇଥିଲା। ଏଥିପାଇଁ ଡୋନେସ୍କ ପିପୁଲ୍ସ ରିପବ୍ଲିକ୍‌ର ବିଚ୍ଛିନ୍ନତାବାଦୀ ନେତା ଡେନିସ୍‌ ପୁଶିିଲିନ୍‌ ୟୁକ୍ରେନ୍‌କୁ ଦାୟୀ କରିଛନ୍ତି। ଆତଙ୍କବାଦୀ କାର୍ଯ୍ୟକଳାପ ରୁଷିଆ କରିପାରିବ, ୟୁକ୍ରେନ୍‌ ନୁହେଁ ବୋଲି ୟୁକ୍ରେନ୍‌ ରାଷ୍ଟ୍ରପତିଙ୍କ ପରାମର୍ଶଦାତା ମାଇଖାଇଲୋ ପୋଡୋଲାକ୍‌ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଭାରତ ରୁଷରୁ ତେଲ କିଣିବ ନାହିଁ’, ଆମେରିକା ଦାବିର କଡ଼ା ଜବାବ ଦେଲେ ଏସ ଜୟଶଙ୍କର

କଲମ୍ବୋ,୧୫।୨: ରୁଷିଆରୁ ତେଲ ଆମଦାନୀକୁ ନେଇ ଆମେରିକା ଏବଂ ଭାରତ ମଧ୍ୟରେ ପୁଣି ଥରେ କୂଟନୈତିକ ବାକ୍‌ଯୁଦ୍ଧ ଦେଖିବାକୁ ମିଳିଛି। ଜର୍ମାନୀରେ ଅନୁଷ୍ଠିତ ମ୍ୟୁନିକ୍ ସୁରକ୍ଷା ସମ୍ମିଳନୀରେ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri