ଦଶାହ କାର୍ଯ୍ୟକୁ ଆସି ଭାସିଗଲେ ନଦୀରେ

ଚିତ୍ରକୋଣ୍ଡା,୬ା୩: ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ଅଧୀନ ସିଲେରୁ ନଦୀରେ ଭାସିଯାଇ ଜଣେ ବ୍ୟକ୍ତି ନିଖୋଜ ହୋଇଯାଇଛନ୍ତି। ସେ ହେଲେ ଶୈଳ ଠାକୁର। ଶୁକ୍ରବାର କଳାହାଣ୍ଡି ସାହିର ଜଣେ ପଡ଼ୋଶୀଙ୍କ ଦଶାହ କାର୍ଯ୍ୟରେ ଯୋଗଦେଇ ଶୈଳ ସିଲେରୁ ନଦୀର ଦୋରାଗୁଡ଼ା ଘାଟକୁ ଯାଇଥିଲେ। ଗାଧୋଇବା ଲାଗି ସେ ପାଣି ଭିତରକୁ ଯାଇଥିଲେ। ହେଲେ ସେ ଗଭୀରକୁ ଚାଳିଯାଇ ପାଣିରେ ବୁଡ଼ି ଯାଇଥିଲେ। ପରିବାର ସହ ସ୍ଥାନୀୟ ପଡ଼ୋଶୀ ତାଙ୍କୁ ଖୋଜାଖୋଜି କରିଥିଲେ ମଧ୍ୟ ପାଇ ନ ଥିଲେ। ଖବରପାଇ ଚିତ୍ରକୋଣ୍ଡା ପୋଲିସ ଅଗ୍ନିଶମ ବିଭାଗକୁ ଜଣାଇଥିଲା। ଅଗ୍ନିଶମ ଟିମ୍‌ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାଛଧରା ଜାଲରେ ଲାଗିଲା ନବଜାତ ଶିଶୁର ମୃତଦେହ

କୋକସରା,୧୬।୫(ଡି.ଏନ୍‌.ଏ): କଳାହାଣ୍ଡି ଜିଲା କୁସୁମଖୁଣ୍ଟି ନିକଟସ୍ଥ ଇନ୍ଦ୍ରାବତୀ ବାମ କେନାଲରୁ ଏକ ନବଜାତ ଶିଶୁର ମୃତଦେହ ମିଳିଛି। ସୋମବାର ମଧ୍ୟାହ୍ନରେ କୁସୁମଖୁଣ୍ଟି ଗ୍ରାମର କିଛି ଲୋକ...

ପୁନରୁଦ୍ଧାର ହେବ ୪୨,୬୫୮ ହେକ୍ଟର ଜଳସେଚିତ ଜମି

ଯାଜପୁର ଅଫିସ,୨୬ା୪:ସରକାର ରାଜ୍ୟ ବ୍ୟାପୀ ଶତପ୍ରତିଶତ ଜମିରେ ଜଳସେଚନର ସୁବିଧା ଯୋଗାଇ ଦେବାକୁ ଲକ୍ଷ୍ୟ ରଖିଛନ୍ତି। ଏଥିପାଇଁ ସେଚାଞ୍ଚଳ ଉନ୍ନୟନ କାର୍ଯ୍ୟକ୍ରମ ମାଧ୍ୟମରେ ବିଭିନ୍ନ ଯୋଜନାରେ...

କୋଟିଆରେ ଆନ୍ଧ୍ର ପାଳିଲା ପୁଷ୍ଟି ଦିବସ

ପଟ୍ଟାଙ୍ଗୀ,୨୩ା୯(ଡି.ଏନ୍‌.ଏ.): କୌଣସି ନୀତି ନିୟମ ମାନିବାକୁ ପ୍ରସ୍ତୁତ ନୁହେଁ ଆନ୍ଧ୍ର। କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ଅଧୀନ କୋଟିଆ ପଞ୍ଚାୟତ ଯେ ଓଡ଼ିଶାର ଏହା ସ୍ବୀକାର...

ବେକରେ କଟୁରି ଲଗାଇ ନେଇଗଲେ ଗହଣା, ଟଙ୍କା

ଖୁଣ୍ଟୁଣୀ,୧୯ା୧୦(ଡି.ଏନ୍‌.ଏ.): ଖୁଣ୍ଟୁଣୀ ଥାନା ଖମାରନୂଆଗାଁ ଗ୍ରାମର ଲଛମନ ରାଉତଙ୍କ ଘରେ ରବିବାର ରାତିରେ ଦୁର୍ବୃତ୍ତମାନେ ଘରଲୋକଙ୍କ ବେକରେ କଟୁରି ଲଗାଇ ୬୬ ଗ୍ରାମ ଓଜନର ଗହଣା...

ସମ୍ବଲପୁର ଜିଲାରେ ୨୩ ଛୁଇଁଲା କରୋନା ଆକ୍ରାନ୍ତ ସଂଖ୍ୟା

ସମ୍ବଲପୁର,୧୧ା୬(ବ୍ୟୁରୋ)-ସମ୍ବଲପୁର ଜିଲାରେ ଶୁକ୍ରବାର ଆଉ ୫ କରୋନା ଆକ୍ରାନ୍ତ ଚିହ୍ନ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଏପର୍ଯ୍ୟନ୍ତ ମୋଟ ୨୩ ଜଣ କରୋନା ସଂକ୍ରମିତ ଚିହ୍ନଟ...

ରାସ୍ତା ଦୁର୍ଘଟଣାରେ ମା’ ପୁଅଙ୍କ ମୃତ୍ୟୁ

ଲେଫ୍ରିପଡ଼ା,୧୯।୨(ଡି.ଏନ୍‌.ଏ.) -ସୁନ୍ଦରଗଡ଼ ଜିଲା ଲେଫ୍ରିପଡ଼ା ଥାନା ଅନ୍ତର୍ଗତ ବର୍ତ୍ତନକେଲା ଛକଠାରେ ମଙ୍ଗଳବାର ଅପରାହ୍ନରେ ଦୁର୍ଘଟଣା ଘଟିଛି। ଏକ ପିକ୍‌ଅପ୍‌୍‌ ଭ୍ୟାନ ଗାଡ଼ି ଗୋଟିଏ ବାଇକ୍‌କୁ ଧକ୍କା...

୨୦ ଫୁଟ ତଳକୁ ଖସି ବି ବର୍ତ୍ତିଗଲେ

ବାରିପଦା ଅଫିସ,୩୧।୫- କଥାରେ ଅଛି ରଖେ ହରି ତ ମାରେ କିଏ। ବାରିପଦା ସହରଠାରୁ ପ୍ରାୟ ୯ କି.ମି ଦୂର ଲକ୍ଷ୍ମୀପୋଷି ଅଞ୍ଚଳରେ ଘଟିଥିବା ଏକ...

୮ ଘଣ୍ଟା ବନ୍ଦ ରହିଲା ବରଗଡ଼

ବରଗଡ଼ ଅଫିସ୍‌,୧।୧୧: ବରଗଡ଼ ସହର ଉପକଣ୍ଠ ତୋରା ଗ୍ରାମର ଗୋବିନ୍ଦ କୁମ୍ଭାରଙ୍କ ପୋଲିସ ହେପାଜତରେ ମୃତ୍ୟୁ ଏବଂ କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ମହାଲିଙ୍ଗ ସ୍ଥିତ...

Advertisement
Archives

Model This Week