Posted inଫୁରସତ

କେବଳ ଦଶହରାରେ ଖୋଲିଥାଏ ଏହି ମନ୍ଦିର, ପୂଜା ପାଆନ୍ତି ରାବଣ

କାନପୁର: ପ୍ରତିବର୍ଷ ଦଶହରାରେ ରାବଣ ଦହନର ପରମ୍ପରା ରହିଛି। କାରଣ ଦଶମୀ ତିଥିରେ ରାବଣଙ୍କୁ ବଧ କରାଯାଇଥିଲା। ଏଥିଯୋଗୁ ଏହି ଦିନକୁ ବିଜୟା ଦଶମୀ ଭାବେ ମଧ୍ୟ ପାଳନ କରାଯାଉଛି। ହେଲେ ଜାଣି ଆଶ୍ଚର୍ଯ୍ୟ ହେବେ କିଛି ସ୍ଥାନରେ ରାବଣଙ୍କ ପୂଜା କରାଯାଇଥାଏ। ଏହା ସମ୍ପୂର୍ଣ୍ଣ ଭାବେ ସତ।

ଉତ୍ତରପ୍ରଦେଶର କାନପୁରରେ ଏଭଳି ଏକ ମନ୍ଦିର ରହିଛି ଯେଉଁଠାରେ ରାବଣଙ୍କୁ ପୂଜା କରାଯାଏ। ଏହି ମନ୍ଦିର ଦଶହରାରେ ଖୋଲିଥାଏ। କେବଳ ଏତିକି ନୁହେଁ ରାବଣ ଦହନ ପରେ ମନ୍ଦିରକୁ ବନ୍ଦ କରିଦିଆଯାଇଥାଏ। କାନପୁରର ଶିବାଲା ରୋଡ୍‌ରେ ଥିବା ମନ୍ଦିରର ନାଁ ହେଉଛି ‘ଦଶାନନ ମନ୍ଦିର’। ୧୮୯୦ରେ ଗୁରୁ ପ୍ରସାଦ ଶୁକ୍ଳ ମନ୍ଦିରର ସ୍ଥାପନା କରିଥିଲେ। ରାବଣ ଏକ ମହାନ ବିଦ୍ୱାନ ଥିଲେ, ଏଥିପାଇଁ ରାବଣଙ୍କୁ ପୂଜା କରି ଆଶୀର୍ବାଦ ଭିକ୍ଷା କରୁଥିବା ଲୋକମାନେ କୁହନ୍ତି। ଏପରିକିି ରାବଣଙ୍କ ଆଳତୀ କରିବା ପରେ ସେମାନଙ୍କ ଇଚ୍ଛା ପୂରଣ ହୁଏ ବୋଲି ମଧ୍ୟ ବିଶ୍ୱାସ ରହିଛି।

ଦଶହରା ଦିନ ଶ୍ରଦ୍ଧାଳୁ ରାବଣଙ୍କ ମୂର୍ତ୍ତିକୁ ଫୁଲରେ ସଜାଇଥାନ୍ତି। ପରେ ସେମାନେ ଏକତ୍ରିତ ହୋଇ ଭୋଗରାଗ ଏବଂ ଦୀପଦାନ କରିଥାନ୍ତି। ଏହାଛଡ଼ା ଦେଶର ଅନ୍ୟ କିଛି ମନ୍ଦିରରେ ରାବଣଙ୍କୁ ପୂଜା କରାଯାଇଆସୁଛି। ବିଶେଷଭାବେ ଦକ୍ଷିଣ ଭାରତର ଲୋକ ରାବଣକୁ ବହୁତ ମାନିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

ଏସବୁ କରିବା ବଳାତ୍କାର ଉଦ୍ୟମ: ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ରଦ୍ଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୮ା୨: ନାବାଳିକା ଯୌନ ନିର୍ଯାତନା ମାମଲାରେ ଆଲ୍ଲାହାବାଦ ହାଇକୋର୍ଟଙ୍କ ଏକ ବିବାଦୀୟ ନିଷ୍ପତ୍ତିକୁ ସୁପ୍ରିମକୋର୍ଟ ରଦ୍ଦ କରିଦେଇଛନ୍ତି। ଜଣେ ୧୧ ବର୍ଷର ଶିଶୁ କନ୍ୟାର ସମ୍ବେଦନଶୀଳ ଅଙ୍ଗକୁ…

ବ୍ୟବସାୟୀଙ୍କ ଘରୁ ଚୋରି କରି ଧରାପଡ଼ିଲେ

ଖଡ଼ିଆଳ,୧୮।୨: ନୂଆପଡ଼ା ଜିଲା ୧୧ ନମ୍ବର ୱାର୍ଡ ପୁଟୁପଡ଼ାରେ ରହୁଥିବା ଜଣେ ବ୍ୟବସାୟୀଙ୍କ ଘରୁ ବଡ଼ଧରଣର ଚୋରି ହୋଇଥିଲା। ପୋଲିସ ବୁଧବାର ଉକ୍ତ ଘଟଣାର ପର୍ଦ୍ଦାଫାଶ କରିଛି।…

ବୋଲଗଡ଼ ବିଡିଓଙ୍କୁ ହଟାଇବା ଦାବିରେ ତାତିଲେ ଆନ୍ଦୋଳନକାରୀ; ପୋଲିସ ସହ ଠେଲାପେଲା, କାର୍‌ ଭାଙ୍ଗିଲେ…

ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଉଗ୍ରରୂପ ନେଲା ବ୍ଲକ ସମୁଖ ଆନ୍ଦୋଳନ । ବୋଲଗଡ଼ ବ୍ଲକ ପରିସରରେ ବିଡିଓ ବିବାଦକୁ ନେଇ ଉତ୍ତେଜନା ଦେଖାଯାଉଥିବା ବେଳେ ବିଡିଓଙ୍କ ଗାଡି ଭଙ୍ଗାରୁଜା…

ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇଲେ ସଫେଇ କର୍ମଚାରୀ

ଯାଜପୁରରୋଡ଼,୧୮।୨(ପବିତ୍ର ରଞ୍ଜନ ମହାନ୍ତି): ବ୍ୟାସନଗର ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇ ବୁଧବାର ସଫେଇ କର୍ମଚାରୀମାନେ ଆନ୍ଦୋଳନ କରିଛନ୍ତି। କର୍ମଚାରୀଙ୍କ ଅଭିଯୋଗ ମୁତାବକ ସେମାନେ ୩…

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ବଢ଼ିପାରେ DA!

ନୂଆଦିଲ୍ଲୀ,୧୮।୨: ଚଳିତ ବର୍ଷର ହୋଲି କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ସ୍ୱତନ୍ତ୍ର ହୋଇପାରେ। ହୋଲି ଉତ୍ସବ ପୂର୍ବରୁ ସରକାର ମହଙ୍ଗା ଭତ୍ତା (DA)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri