ଡ୍ୟୁଟି ସାରି ଘରକୁ ଫେରୁଥିବା ବେଳେ ଡାଟା ଏଣ୍ଟ୍ରି ଅପରେଟରଙ୍କୁ ଅପହରଣ: ୮୦ ହଜାର ଟଙ୍କା ନେଇଗଲେ…

ବଲାଙ୍ଗୀର, ୨୬।୫ (ସୁନିଲ କୁମାର ମହାନ୍ତି): ଜଣେ ଡାଟା ଏଣ୍ଟ୍ରି ଅପରେଟରଙ୍କୁ ଅପହରଣ କରି ତାଙ୍କ ଠାରୁ ସ୍କୁଟି ସହ ୮୦ ହଜାର ଟଙ୍କା ଲୁଟିନେଇଥିବା ଅଭିଯୋଗ ହୋଇଛି।

ସୂଚନା ଅନୁସାରେ, ବଲାଙ୍ଗୀର ଜିଲା ପୁଇଁନ୍ତଳା ଥାନା ଅନ୍ତର୍ଗତ ଟାଙ୍କୁଳପଦର ଛକ ନିକଟରେ ୪ ଜଣ ଦୁର୍ବୃତ୍ତ ଏହି ଘଟଣା ଘଟାଇଥିଲେ। ଡ୍ୟୁଟି ସାରି ଘରକୁ ଫେରୁଥିବା ସମୟରେ ଦୁର୍ବୃତ୍ତମାନେ ମାରଣାସ୍ତ୍ର ଦେଖାଇ ଡାଟା ଏଣ୍ଟ୍ରି ଅପରେଟରଙ୍କୁ ଅଟକାଇଥିଲେ। ପରେ ସେମାନେ ତାଙ୍କୁ ଜବରଦସ୍ତି ଅପହରଣ କରି ନେଇ ତାଙ୍କ ଠାରୁ ସ୍କୁଟି ସହ ୮୦  ହଜାର ଟଙ୍କା ଲୁଟିନେଇଥିଲେ।

ତେବେ ଡାଟା ଏଣ୍ଟ୍ରି ଅପରେଟର ଜଣକ କୌଶଳରେ ଦୁର୍ବୃତ୍ତମାନଙ୍କ କବଳରୁ ପଳାଇ ଆସି ପୁଇଁନ୍ତଳା ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗ ପାଇ ପୋଲିସ ୪ ଜଣ ଙ୍କୁ ଗିରଫ କରି  ଘଟଣାର ଅଧିକ ତଦନ୍ତ ଜାରି ରଖିଛି

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

ଭୟଙ୍କର! ଏଭରେଷ୍ଟକୁ ତରଳାଉଛି ମଣିଷ ପରିସ୍ରା? ୩୨ ବର୍ଷର ଭାଙ୍ଗିଲା ରେକର୍ଡ, ଦୁଇ ଗୁଣା ସ୍ପିଡ୍‌ରେ ତରଳୁଛି ବରଫ

ନୂଆଦିଲ୍ଲୀ,୫।୯: ମାଉଣ୍ଟ ଏଭରେଷ୍ଟକୁ ନଷ୍ଟ କରୁଛି ମଣିଷର ପରିସ୍ରା! ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ହିଁ ସବୁଠାରୁ ବଡ଼ ସତ… ଯେଉଁ ଏଭରେଷ୍ଟକୁ ଜିତିବା ପାଇଁ…

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

୩୦ବର୍ଷ ପରେ ବି ମିଳିବ ସରକାରୀ ଚାକିରି! ଜାଣନ୍ତୁ ବ୍ୟାଙ୍କ୍‌-ରେଲେଓ଼୍ବ ଆଉ କେଉଁଠି ମିଳିବ ସୁଯୋଗ

ନୂଆଦିଲ୍ଲୀ,୫।୯:ଅନେକ ସମୟରେ ଲୋକଙ୍କ ମନରେ ଏହି ଭୁଲ ଧାରଣା ଥାଏ ଯେ ସରକାରୀ ଚାକିରି (Government Job) ପାଇଁ ପ୍ରସ୍ତୁତି କେବଳ ୨୧ ରୁ ୨୫ ବର୍ଷ…

ବ୍ଲକସ୍ତରୀୟ ଗୁରୁଦିବସ,ଗୁରୁ ସମ୍ବର୍ଦ୍ଧନା ଉତ୍ସବ: ସୁନ୍ଦର ସମାଜ ଗଠନ ରେ ଶିକ୍ଷକଙ୍କ …

ଦାରିଙ୍ଗବାଡ଼ି, ୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସି ପରିସରରେ ଶନିବାର ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇଯାଇଛି। ଏଥିରେ…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri