ପାଞ୍ଜି, କ୍ୟାଲେଣ୍ଡରରେ ତଥ୍ୟ ନିର୍ଭୁଲ ରହିବ: ଭୁଲ ଛାପିଲେ ହେବ…

ପୁରୀ,୧୦।୨: ପୁରୀ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ମଙ୍ଗଳବାର ପଞ୍ଜିକା ସମୀକରଣ ଦ୍ୱିତୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ଗଣମାଧ୍ୟମକୁ ଏକ୍‌ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି।

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ପାଢୀ କହିଛନ୍ତି, ୨୦୨୬-୨୭ ପାଞ୍ଜି ଏବଂ କ୍ୟାଲେଣ୍ଡରରେ ସମସ୍ତ ତଥ୍ୟ ନିର୍ଭୁଲ ରହିବ। ଏପରିକି ଶ୍ରୀମନ୍ଦିରରେ ପାଳନ ହେବାକୁ ଥିବା ପର୍ବପର୍ବାଣି ମଧ୍ୟ ସଠିକ ରହିବ। ଏନେଇ ୫ଜଣ ପ୍ରକାଶକଙ୍କୁ ନିର୍ଭୁଲ ତଥ୍ୟ ପଞ୍ଜିକା ଏବଂ କ୍ୟାଲେଣ୍ଡର ପ୍ରକାଶନ କରିବାକୁ କୁହାଯାଇଛି।

ମହାବିଷୁବ ସଂକ୍ରାନ୍ତିଠାରୁ ୨୦୨୭ ବାଡ଼ି ନୃସିଂହ ବିଜେ ପର୍ଯ୍ୟନ୍ତ ଯାନିଯାତ୍ରା ପାଞ୍ଜି ଏବଂ କ୍ୟାଲେଣ୍ଡରରେ ପ୍ରସ୍ତୁତ କରିବେ। ଏନେଇ କୋହିନୂର, ରାଧାରମଣ, ଭାଗ୍ୟଦୀପ, ଅରୁଣୋଦୟ, ଜିଏନ୍‌ ତ୍ରିପାଠୀଙ୍କୁ ଅନୁମତି ଦିଅଯାଇଛି। ଅନ୍ୟପକ୍ଷେ ଯେଉଁ ପାଞ୍ଜିରେ ପ୍ରକାଶନ ସଂସ୍ଥା ଭୁଲ ଛାପିବେ ତାଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ପାଢୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିନା ଆନ୍ଦୋଳନରେ କାମ କରୁନି ପ୍ରଶାସନ: ଜାତୀୟ ରାଜପଥ ଅବରୋଧ ପରେ ମରାମତି କାର୍ଯ୍ୟ ଆରମ୍ଭ

କୁଆଁରମୁଣ୍ଡା,୧୧।୮(ମହେନ୍ଦ୍ର କୁମାର ସାହୁ): ଏବେ ବିନା ଆନ୍ଦୋଳନ କିମ୍ବା ଧର୍ମଘଟରେ ଆଉ କୌଣସି କାର୍ଯ୍ୟ ହେଉନାହିଁ। ପ୍ରଶାସନ କେବଳ ପୂର୍ବରୁ ସବୁ ଦେଖି ଚୁପ୍ ବସୁଛି ଏବଂ…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

କାଲି ସୂର୍ଯ୍ୟୋପରାଗ: ବିଶ୍ୱରେ ୭ ସେକେଣ୍ଡ ପାଇଁ ହୋଇଯିବ ଜିରୋ ଗ୍ରାଭିଟି, ଛାଏଁ ଛାଏଁ ଉଡିବ ମଣିଷ?

ଆସନ୍ତାକାଲି ମହାକାଶରେ ଘଟିବାକୁ ଯାଉଛି ଏକ ବିରଳ ଘଟଣା । ସୂର୍ଯ୍ୟ, ଚନ୍ଦ୍ର ଓ ପୃଥିବୀ ଗୋଟିଏ ସରଳରେଖାରେ ରହିବେ । ସୂର୍ଯ୍ୟ ଓ ପୃଥିବୀ ମଧ୍ୟରେ…

ଦିଗପହଣ୍ଡି ପେଟ୍ରୋଲ ପମ୍ପରେ ଠକେଇ ଅଭିଯୋଗ: ତାତିଲେ ଲୋକେ, ପୋଲିସ ହସ୍ତକ୍ଷେପ ପରେ…

ଦିଗପହଣ୍ଡି,୧୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥ ପିତାମ୍ବରପୁର ଗ୍ରାମ ନିକଟରେ ଥିବା ଏକ ପେଟ୍ରୋଲ ପମ୍ପରେ ମଙ୍ଗଳବାର ଜଣେ ଗ୍ରାହକଙ୍କ…

ଭଦ୍ରା ସହ ସୂର୍ଯ୍ୟ ଗ୍ରହଣର ଅଦ୍ଭୁତ ସଂଯୋଗ! ଏହି ୩ ରାଶି ଉପରେ ବଡ଼ ସଙ୍କଟ, ଖାଲି ଖର୍ଚ୍ଚ ହେବ…

ବର୍ଷର ଦ୍ୱିତୀୟ ଏବଂ ଶେଷ ସୂର୍ଯ୍ୟଗ୍ରହଣ ଅଗଷ୍ଟ ୧୨ ତାରିଖରେ ସଂଗଠିତ ହେବାକୁ ଯାଉଛି । ଏହି ସୂର୍ଯ୍ୟଗ୍ରହଣ ଭାରତରେ ଦୃଶ୍ୟମାନ ହେବ ନାହିଁ, ଏବଂ ଏଠାରେ…

ରାସ୍ତା ନା କାଦୁଅ ବିଲ…ଥୁଆମୂଳ ରାମପୁରରେ ବିପର୍ଯ୍ୟସ୍ତ ରାସ୍ତା; ଆମ୍ବୁଲାନ୍ସ ଯିବା ବି କଷ୍ଟକର

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ପାଡେପଦର ଗ୍ରାମପଞ୍ଚାୟତର ଦୁରେଶପଦର ଶିବମନ୍ଦିର ଛକଠାରୁ ଡୁମୁଲି ନାଳ ପର୍ଯ୍ୟନ୍ତ ଯାଇଥିବା ମୁଖ୍ୟ ରାସ୍ତାଟି…

ହାତୀ-ମଣିଷ ସଂଘର୍ଷ ହ୍ରାସ ପାଇଁ ଉଦ୍ୟମ: ୭ଟି ବନଖଣ୍ଡରେ ଚାଲିଛି କଦଳୀ ଚାରା ରୋପଣ

ଭଞ୍ଜନଗର,୧୧।୮(ବାବୁଲା ପ୍ରଧାନ): ଜଙ୍ଗଲରେ ବନ୍ୟପ୍ରାଣୀଙ୍କ ପାଇଁ ପର୍ଯ୍ୟାପ୍ତ ଖାଦ୍ୟ ଉପଲବ୍ଧ ନହେବାରୁ ହାତୀପଲ ସମେତ ବିଭିନ୍ନ ବନ୍ୟପ୍ରାଣୀ ଜଙ୍ଗଲ ଛାଡ଼ି ଜନବସତି ମୁହାଁ ହେଉଛନ୍ତି। ଫଳରେ ଜଙ୍ଗଲ…

ସିମନବାଡ଼ିରେ ଜିଲାସ୍ତରୀୟ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ: ସ୍ୱାଧୀନତା ଦିବସରେ ଫାଇନାଲ୍ ମ୍ୟାଚ୍

ଦାରିଙ୍ଗବାଡ଼ି, ୧୧।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିସ୍ଥିତ ମା’ ପାଟ୍ଟଖଣ୍ଡା ମନ୍ଦିର ନିକଟ ଖେଳ ପଡ଼ିଆରେ ରବିବାରଠାରୁ ଜିଲ୍ଲାସ୍ତରୀୟ ସିମନବାଡ଼ି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri