ତଥ୍ୟ ଲିକ୍‌ ଘଟଣା: ୫ ଅଭିଯୁକ୍ତଙ୍କୁ ରିମାଣ୍ଡରେ ନେଇ ପଚରାଉଚରା କରିବ କ୍ରାଇମବ୍ରାଞ୍ଚ

ବାଲେଶ୍ୱର ଅଫିସ, ୧୮।୯: ବାଲେଶ୍ୱର ଚାନ୍ଦିପୁର ଡିଆରଡିଓରେ ଗୁପ୍ତଚର ମାମଲାରେ ଗିରଫ ହୋଇଥିବା ୫ ଅଭିଯୁକ୍ତଙ୍କୁ ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚ। ପୂର୍ବରୁ ରିମାଣ୍ଡରେ ନେବା ପାଇଁ କୋର୍ଟରେ ଆବେଦନ କରିଥିଲା ବେଳେ ଏହା ଶନିବାର ମଞ୍ଜୁର ହୋଇଛି । କ୍ରାଇମବ୍ରାଞ୍ଚର ସ୍ବତନ୍ତ୍ର ଟିମ୍‌ କଟକ
ମୁଖ୍ୟାଳୟକୁ ଆଣି ପଚରାଉଚରା କରିବ । ସମସ୍ତ ଦିଗକୁ ନେଇ ପୁଣି ପ୍ରଥମରୁ ତଦନ୍ତ କରିବ । କାହାକୁ ତଥ୍ୟ ଦେଉଥିଲେ, କେମିତି ଡାଟା ପଠାଉଥିଲେ, ଏଥିରେ ତାଙ୍କ ସମ୍ପର୍କୀୟଙ୍କ ସମ୍ପୃକ୍ତି ଅଛି କି ନାହିଁ ଏସବୁ ଦିଗ ଉପରେ ସ୍ବତନ୍ତ୍ର ଟିମ ତଦନ୍ତ କରିବ। ଜଣେ ଅତିରିକ୍ତ ଏସ୍‌ପି, ଜଣେ ସାଇବର ଇନ୍ସପେକ୍ଟର, ଆଉ ଜଣେ ଏସ୍‌ଆଇଙ୍କୁ ନେଇ ଗଠନ ହୋଇଛି ଟିମ୍‌ । ତେବେ ଆବଶ୍ୟକ ପଡିଲେ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା ସହଯୋଗ ନିଆଯିବ ବୋଲି କ୍ରାଇମବ୍ରାଞ୍ଚ ଏଡିଜି ସଞ୍ଜୀବ ପଣ୍ଡା କହିଛନ୍ତି । କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା ଏନ୍‌ଆଇଏ ଚାହିଁଲେ ଅଭିଯୁକ୍ତମାନଙ୍କୁ ପଚରାଉଚରା କରିପାରିବେ ।
ସୂଚନାଯୋଗ୍ୟ, ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିରୁ ଗୁପ୍ତ ତଥ୍ୟ ପାକିସ୍ତାନକୁ ପଠାଉଥିବା ଅଭିଯୋଗରେ ୫ ଜଣଙ୍କୁ ଗିରଫ କରଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri