ଡେଟ୍‌ ପାନ୍‌କେକ୍‌

ଆବଶ୍ୟକ ସାମଗ୍ରୀ : ଅଟା- କପ୍‌ର ଏକ ଚତୁର୍ଥାଂଶ, ଖାଇବା ସୋଢ଼ା-୧ ଛୋଟ ଚାମଚ,
ପାଣି-୧ କପ୍‌, ଅଣ୍ଡା କେଶର-୪ଟି, ଚିନି-୧ ବଡ ଚାମଚ, ମଞ୍ଜି ନ ଥିବା ଖଜରା -ଅଧା କପ୍‌, ତେଲ-ଆବଶ୍ୟକ ପରିମାଣ, ଅଳ୍ପ ଗୁଜୁରାତି ଗୁଣ୍ଡ।
ପ୍ରସ୍ତୁତି ପ୍ରଣାଳୀ:
ପ୍ରଥମେ ଏକ ପାତ୍ରରେ ଖାଇବା ସୋଢ଼ା, ଅଟା, ଚିନି ଏବଂ ଅଣ୍ଡା କେଶର ନେଇ ଭଲ ଭାବେ ମିଶାଇ ଦିଅନ୍ତୁ। ଏବେ ସେଥିରେ ଧୀରେ ଧୀରେ ପାଣି ଢାଳି ବହଳିଆ ହେବା ପର୍ଯ୍ୟନ୍ତ ଗୋଳାନ୍ତୁ। ମିଶ୍ରଣକୁ ଅଧ ଘଣ୍ଟା ପର୍ଯ୍ୟନ୍ତ ଘୋଡ଼ାଇ ରଖିଦିଅନ୍ତୁ। ଏବେ ଏକ ପ୍ୟାନ୍‌କୁ ଗରମ କରି ସେଥିରେ ଦୁଇ ଚାମଚ ଲେଖାଏ ମିଶ୍ରଣକୁ ପକାଇ କେକ୍‌ ଆକୃତିର କରନ୍ତୁ। ଏପଟେ ଖଜରାକୁ ଗ୍ରାଇଣ୍ଡ୍‌ କରି ଅଳ୍ପ ତେଲରେ ମିଶାଇ ଦିଅନ୍ତୁ। ଏହାକୁ ଏବେ ନେଇ ପ୍ୟାନ୍‌ରେ ବସିଥିବା କେକ୍‌ ଉପରେ ପକାଇ କିଛି ସମୟ ପାଇଁ ଘୋଡ଼ାଇ ଦିଅନ୍ତୁ। ବାଦାମୀ ରଙ୍ଗ ଆସିବା ପରେ ଚୁଲା ବନ୍ଦ କରିଦିଅନ୍ତୁ। ଏହାକୁ ପ୍ଲେଟ୍‌ରେ କାଢି ଅଳ୍ପ ଗୁଜୁରାତି ଗୁଣ୍ଡ ପକାଇ ପରଷି ଦିଅନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

Crude Oil Price : ହର୍ମୁଜ ବନ୍ଦ, ଇରାନ ଉପରେ ଆମେରିକାର ଆକ୍ରମଣ ଆରମ୍ଭ ଅଶୋଧିତ ତୈଳ ମୂଲ୍ୟ ଉପରେ କ’ଣ ପଡ଼ିଲା ପ୍ରଭାବ? ଜାଣନ୍ତୁ…

ତେହରାନ,୧୨।୭: ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇବା ଯୋଗୁ ଅଶୋଧିତ ତୈଳ ବଜାରରେ ପୁଣି ଥରେ ଅନିଶ୍ଚିତତା ଦେଖାଦେଇଛି। ଇରାନ ଉପରେ ଆମେରିକାର ଆକ୍ରମଣ…

ଟ୍ରେନରୁ ଖସି ଯୁବକ ଗୁରୁତର: ଦେବଦୂତ ସାଜି ଉଦ୍ଧାର କଲେ ସ୍ୱାମୀ-ସ୍ତ୍ରୀ

ଛତ୍ରପୁର ୧୨।୭(ଦିଲ୍ଲୀପି ସାମଲ): ଚଳନ୍ତା ଟ୍ରେନରୁ ଗୋଡ଼ ଖସିଯିବା ଫଳରେ ଜଣେ ଯୁବକ ରେଳ ଧାରଣା କଡ଼କୁ ପଡ଼ି ଗୁରୁତର ଆହତ ହୋଇଛନ୍ତି। ଛତ୍ରପୁର ପୋଡାପଦର ରେଳ…

ଛାତରୁ ଖସି ପଡ଼ିଲେ ଯୁବକ

ଛତ୍ରପୁର, ୧୧।୭ (ଦିଲ୍ଲୀପ ସାମଲ): ନିଜ ଘରର ଛାତ ଉପରେ କାମ କରୁଥିବା ବେଳେ ଛାତରୁ ଖସି ପଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଏହି ଅଭାବନୀୟ…

କୋର୍ଟ ମ୍ୟାରେଜ୍ ହୋଇସାରିଥିବା କହି ପୀଡ଼ିତାଙ୍କୁ ବିଶ୍ୱାସ କରାଇ ଅଦାଲତରୁ ମାମଲା ପ୍ରତ୍ୟାହାର : ପରେ ପୁଣି ପ୍ରତାରଣା

ଦେବଗଡ଼, ୧୨।୭ (ଶଶାଙ୍କ ଶେଖର ଝାଙ୍କର): ଟଙ୍କା ଠକେଇ ଓ ବଳାତ୍କାର ଭଳି ସଙ୍ଗୀନ ଅଭିଯୋଗରେ ରୁଜୁ ହୋଇଥିବା ମାମଲା ଅଦାଲତରୁ ପ୍ରତ୍ୟାହାର କରାଇବା ପରେ ପୀଡ଼ିତାଙ୍କୁ…

ସରିଛି ରବିଧାନ ସଂଗ୍ରହ, ସରିନି ଚାଷୀଙ୍କ ଦୁଃଖ ଏବେ ବି ମଣ୍ଡିରେ ପଡ଼ିଛି ଧାନ ଚାଷୀଙ୍କୁ ମିଳିନି ବିକ୍ରିଧାନର ପ୍ରାପ୍ୟ

ବରଗଡ଼,୧୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ ଚାଷକାର୍ଯ୍ୟ ଜୋର୍‌ ଧରିଛି। ଅନ୍ୟପଟେ ଏପର୍ଯ୍ୟନ୍ତ ଜିଲା ଚାଷୀଙ୍କ ରବିଧାନ କିଣାବିକା ସମସ୍ୟା ଅସମାହିତ ରହିଛି। ଗତମାସ ୩୦ତାରିଖରୁ ଜିଲାରେ…

ଇସ୍ତଫା ଦେବାର ଦିନକ ପରେ ବିଜେଡି ଫେରିଲେ କାଉନ୍‌ସିଲର

ଭୁବନେଶ୍ୱର,୧୨।୭ (ସୁନିତ୍‌ ମିଶ୍ର): ଚୌଦ୍ୱାର ମ୍ୟୁନିସିପାଲଟିର ୧୨ ନମ୍ବର ଓ୍ବାର୍ଡର କାଉନସିଲର୍‌ ସୁବ୍ରତ କୁମାର ସାମଲ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟି ତାଙ୍କ ଇସ୍ତଫା…

ପେପର ବ୍ୟାଗ୍‌: ବର୍ତ୍ତମାନର ଜରୁରୀ ଆବଶ୍ୟକତା

ପ୍ରତିବର୍ଷ ଜୁଲାଇ ୧୨ରେ ସାରା ବିଶ୍ୱରେ ପାଳନ ହୋଇଆସୁଛି ‘ବିଶ୍ୱ ପେପର(କାଗଜ) ବ୍ୟାଗ ଦିବସ’। ଚଳିତ ମାସ ଜୁଲାଇ ୩ରେ ‘ଅନ୍ତର୍ଜାତୀୟ ପ୍ଲାଷ୍ଟିକ ବ୍ୟାଗ ମୁକ୍ତ ଦିବସ’…

ଜଟିଳ ପ୍ରକ୍ରିୟା

ଆଇନଶୂନ୍ୟ ଦେଶଗୁଡ଼ିକର ମନମୁଖି ଶାସନ ପ୍ରତି ଲୋକମାନଙ୍କ ମନରେ ଗଭୀର ଆତଙ୍କ ରହିଥାଏ। ଏଥିରେ ନିଷ୍ଠୁରତାକୁ ଏକ ପ୍ରକ୍ରିୟା ଭାବରେ ଦର୍ଶାଯାଇ ଲୋକଙ୍କୁ ନିର୍ଯାତନା ଦିଆଯାଇଥାଏ। ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri