Posted inଜାତୀୟ

ପାଞ୍ଚ ରାଜ୍ୟର ନିର୍ବାଚନ ପାଇଁ ଘୋଷଣା ହେଲା ତାରିଖ, ନଭେମ୍ବର ୭ରେ ମିଜୋରାମରେ ଭୋଟ, ଡିସେମ୍ବର ୩ରେ ଗଣତି

ନୂଆଦିଲ୍ଲୀ,୯।୧୦: ପାଞ୍ଚଟି ରାଜ୍ୟରେ ୬୭୯ ଟି ବିଧାନସଭା ଆସନ ପାଇଁ ନିର୍ବାଚନ ତାରିଖ ଘୋଷଣା ହୋଇଛି। ଆସନ୍ତା ନଭେମ୍ବରରେ ହେବ ନିର୍ବାଚନ। ମିଜୋରାମରେ ୭ ନଭେମ୍ବର, ଛତିଶଗଡ଼ରେ ଦୁଇଟି ପର୍ଯ୍ୟାୟରେ ଅର୍ଥାତ୍‌ ନଭେମ୍ବର ୭ ଓ ୧୭ରେ ହେବ ନିର୍ବାଚନ। ସେହିପରି ମଧ୍ୟ ପ୍ରଦେଶରେ ୧୭, ରାଜସ୍ଥାନରେ ୨୩ ଓ ତେଲଙ୍ଗାନାରେ ୩୦ନଭେମ୍ବରରେ ଭୋଟ ଗ୍ରହଣ କରାଯିବ। ସମସ୍ତ ନିର୍ବାଚନର ଫଳାଫଳ ଡିସେମ୍ବର ୩ରେ ଘୋଷଣା କରାଯିବ। ମୁଖ୍ୟ ନିର୍ବାଚନ କମିଶନ ଏକ ଖବରଦାତା ସମ୍ମିଳନୀରେ ସୋମବାର ଏହା ଘୋଷଣା କରିଛନ୍ତି। ମିଜୋରାମ ବିଧାନସଭାର କାର୍ଯ୍ୟକାଳ ଚଳିତ ବର୍ଷ ଡିସେମ୍ବର ୧୭ରେ ଶେଷ ହେବ।
ଏଥି ସହିତ ତେଲେଙ୍ଗାନା, ମଧ୍ୟପ୍ରଦେଶ, ଛତିଶଗଡ ଏବଂ ରାଜସ୍ଥାନର ବିଧାନସଭା ଗୁଡିକର କାର୍ଯ୍ୟକାଳ ଆସନ୍ତା ବର୍ଷ ଜାନୁୟାରୀରେ ଶେଷ ହେବ।
ତେଲେଙ୍ଗାନା ଭାରତ ରାଷ୍ଟ୍ର ସମିତି (ବିଆରଏସ) ଦ୍ୱାରା ଶାସିତ। ଯେଉଁଠାରେ ଭାଜପା ମଧ୍ୟପ୍ରଦେଶରେ ଶାସନ କରୁଛି। ଛତିଶଗଡ ଏବଂ ରାଜସ୍ଥାନରେ କଂଗ୍ରେସ କ୍ଷମତାରେ ଅଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

ଇରାନର ବଡ଼ ଦାବି, ମିଶାଇଲ୍ ଆଟାକରେ ଦୁଇଖଣ୍ଡ ହେଲା ଆମେରିକାର AWACS

ନୂଆଦିଲ୍ଲୀ,୨୯।୩: ଇରାନ ରବିବାର ଦିନ ସାଉଦି ଆରବରେ ଥିବା ଏକ ଆମେରିକୀୟ ଏୟାରବେସ୍ ଉପରେ ମିଶାଇଲ୍ ଏବଂ ଡ୍ରୋନ ଆଟାକ୍ କରିଛି । ଏହି ଆକ୍ରମଣରେ ଆମେରିକୀୟ…

ଜେଲ୍‌ ଶୌଚାଳୟରୁ ମିଳିଲା ବିଚାରାଧୀନ କଏଦୀଙ୍କ ମୃତଦେହ, ପରିବାର ଲୋକେ ଅଭିଯୋଗ ଆଣି କହିଲେ…

ପୁରୀ,୨୯ା୩(ଅଜିତ କୁମାର ମହାନ୍ତି): ରାମଚଣ୍ଡୀ ଥାନା ଅର୍ନ୍ତଗତ ବାରଙ୍ଗସ୍ଥିତ ପୁରୀ ଜେଲରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୁରୀ ଜେଲ୍‌ରେ ଥିବା ଜଣେ ବିଚାରାଧୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri