ଯୁକ୍ତ ୨ ପରୀକ୍ଷା ପାଇଁ ତାରିଖ ଘୋଷଣା: ଏହି ଦିନଠୁ ଆରମ୍ଭ…

ଭୁବନେଶ୍ୱର,୩।୧୨: ଯୁକ୍ତ ଦୁଇ ପରୀକ୍ଷା ପାଇଁ ଘୋଷଣା ହେଲା ତାରିଖ। ବୁଧବାର ପରୀକ୍ଷା ତାରିଖ ଘୋଷଣା କରିଛନ୍ତି CHSE ଅଧ୍ୟକ୍ଷ । ଫେବ୍ରୁଆରୀ ୧୮ରୁ ଯୁକ୍ତ ଦୁଇ ପରୀକ୍ଷା ଆରମ୍ଭ ହେବ। ଫେବ୍ରୁଆରୀ ୧୮ରୁ ମାର୍ଚ୍ଚ ୨୧ ଯାଏ ପରୀକ୍ଷା ଚାଲିବ। ମୋଟ ୪ ଲକ୍ଷ ୭ ହଜାର ୩୭ ଜଣ ପରୀକ୍ଷା ଦେବେ। ୧୩୫୦ଟି କେନ୍ଦ୍ରରେ ପରୀକ୍ଷା ହେବ। ଡିସେମ୍ବର ୧୫ ସୁଦ୍ଧା ଆଡମିଟ କାର୍ଡ ପ୍ରଦାନ କରାଯିବ। ୨୧୦ଟି ହବ AI କ୍ୟାମେରା ନଜରରେ ରହିବ।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

କୁଏତ୍‌ର ନିଷ୍ପତ୍ତିରେ ବଢ଼ିଲା ପାକିସ୍ତାନର ଚିନ୍ତା, ଇରାନ ଯୁଦ୍ଧ ସମୟରେ ଏପରି ଘଟିଲା ​​ଯାହା…

କତାର,୮ା୩: ଇରାନରେ ବଢ଼ୁଥିବା ଯୁଦ୍ଧ ଏବେ ବିଶ୍ୱ ଶକ୍ତି ବଜାରକୁ ପ୍ରଭାବିତ କରୁଛି। ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ ଅନେକ ତୈଳ…

ଅନ୍ତର୍ଜାତୀୟ ମହିଳା ଦିବସରେ ଯାତାୟାତ ପାଇଁ ସଂଘର୍ଷ କରୁଛନ୍ତି ମହିଳା

ଦାରିଙ୍ଗବାଡ଼ି,୮ା୩(ଅରୁଣ ସାହୁ): ଆଜି ବିଶ୍ୱ ପାଳୁଛି ମହିଳା ଦିବସ। ଏହି କ୍ରମରେ ଦାରିଙ୍ଗବାଡ଼ିଠାରେ ଏହି ଦିନରେ ଏକାଧିକ ସ୍ଥାନରେ ଏହି ଦିବସ ବଡ଼ ଧୂମ୍‌ଧାମରେ ପାଳନ କରାଯାଉଛି।…

ବଡ଼ ଘୋଷଣା କଲେ ମହମ୍ମଦ ମୋକିମ୍‌, ଏହି ଦିନ ଲଞ୍ଚ କରିବେ ନୂଆ ଦଳ

ଭୁବନେଶ୍ବର,୮ା୩: ଏପ୍ରିଲ୍‌ ୮ରେ ମହମ୍ମଦ ମୋକିମ୍‌ ନୂଆ ଦଳ ଲଞ୍ଚ୍‌ କରିବେ । ନୂଆ ଦଳର ନାଁ ‘ଓଡ଼ିଶା ଜନତା କଂଗ୍ରେସ’ ରହିବ ବୋଲି ଘୋଷଣା କରିଛନ୍ତି…

‘ନାରୀ ଶିକ୍ଷିତ ହେଲେ ଆର୍ଥିକ କ୍ଷେତ୍ରରେ ପ୍ରଗତି ହୋଇପାରିବ’

ଭଞ୍ଜନଗର,୮ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଜାତୀୟ ସେବା ଯୋଜନା ଶାଖା ୧ ଏବଂ ଘୁମୁସର ଗବେଷଣା ପ୍ରତିଷ୍ଠାନ(ଜିଜିପି) ପକ୍ଷରୁ…

ଅନ୍ତର୍ଜାତୀୟ ମହିଳା ଦିବସରେ ମହିଳାଙ୍କୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀ କହିଲେ ଓଡ଼ିଶାର…

ବଲାଙ୍ଗୀର,୮ା୩(ସୁନିଲ କୁମାର ମହାନ୍ତି): ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ରବିବାର ସ୍ଥାନୀୟ ଭୀମଭୋଇ ମେଡିକାଲ କଲେଜ ଅଡିଟୋରିୟମରେ ବଲାଙ୍ଗୀର ଜିଲାସ୍ତରୀୟ ସୁଭଦ୍ରା ଶକ୍ତି ମେଳା ଉଦ୍‌ଘାଟିତ ହୋଇଛି।…

ଅନ୍ତର୍ଜାତୀୟ ମହିଳା ଦିବସରେ ଏକାଠି ହେଲେ ମହିଳା, ନିଜେ ସ୍ବାବଲମ୍ବୀ ହେବା ସହ…

ଦାରିଙ୍ଗବାଡ଼ି,୮ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସାରିଙ୍ଗିଇର୍ପି ଆମ୍ବ ବଗିଚାଠାରେ ରବିବାର ମଧ୍ୟାହ୍ନରେ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି। ଏହି ପ୍ରରିପ୍ରେକ୍ଷୀରେ ନାରୀ ମହାସଂଘର…

ପୁଅର ମୁଣ୍ଡନ ପୂଜା ପାଇଁ ଯାଉଥିଲେ ଘଟିଲା ଭୟଙ୍କର ଦୁର୍ଘଟଣା: ୫ ଜଣଙ୍କ ଅବସ୍ଥା ଗୁରୁତର

ଦିଗପହଣ୍ଡି,୮|୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ପିଲିକାଢ଼ିଅ ଗ୍ରାମ ନିକଟ କେରାଣ୍ଡି ମାଳ ପାହାଡ଼ ବାଙ୍କେଶ୍ୱରୀ ଘାଟି ରାସ୍ତାରେ ରବିବାର…

ଖାତାକୁ ଗଲା ସୁଭଦ୍ରା ଟଙ୍କା, ତୁରନ୍ତ କରିନିଅନ୍ତୁ ଚେକ୍‌

ପୁରୀ,୮ା୩: ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ରବିବାର ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା। ପୁରୀ ତାଳବଣିଆ ସଭାସ୍ଥଳରୁ ଟଙ୍କା ପଠାଇଛନ୍ତି ମୁଖ୍ୟମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri