ଅସ୍ଥିକୁ ଶକ୍ତ କରେ ଖଜୁରି

ଖଜୁରିରେ ଅନେକ ପ୍ରକାର ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ଏକ ସଦ୍ୟତମ ସର୍ଭେରୁ ଜଣାପଡ଼ିଛି ଯେ ଯଦି ଜଣେ ବ୍ୟକ୍ତି ନିୟମିତ ଖଜୁରି ଖାଆନ୍ତି ତେବେ ତାଙ୍କର ଅସ୍ଥି ପୂର୍ବାପେକ୍ଷା ମଜଭୁତ ରହିବ। ଟୋକିଓ ବିଶ୍ୱବିଦ୍ୟାଳୟର ବିଶେଷଜ୍ଞମାନେ ଖଜୁରି ଖାଇବା ଦ୍ୱାରା ଏହାର କି ପ୍ରକାର ପ୍ରଭାବ ଅସ୍ଥି ଉପରେ ପଡୁଛି ତାହା ଉପରେ ଏକ ସର୍ଭେ କରିଥିଲେ। ବିଶେଷଭାବରେ ଅସ୍ଥିଜନିତ ସମସ୍ୟାର ସମ୍ମୁଖୀନ ହୋଇଥିବା କେତେକ ବ୍ୟକ୍ତିଙ୍କୁ ଏହାର ପରିସରଭୁକ୍ତ କରାଯାଇଥିଲା। କେବଳ ସେତିକି ନୁହେଁ, ସେମାନଙ୍କୁ ନିୟମିତ ଖାଦ୍ୟ ସହ ଖଜୁରି ଖାଇବାକୁ ଉକ୍ତ ବିଶ୍ୱବିଦ୍ୟାଳୟର ବିଶେଷଜ୍ଞମାନେ ପରାମର୍ଶ ଦେଇଥିଲେ। ଅନ୍ୟପକ୍ଷରେ ନିୟମିତ ସମୟ ଅନ୍ତରାଳରେ ଏହାର ପ୍ରଭାବ ଅସ୍ଥି ଉପରେ କିପରି ପଡୁଛି ତାହାକୁ ସେମାନେ ତନ୍ନ ତନ୍ନ କରି ତର୍ଜମା କରି ଏକଥା ଜାଣିପାରିଥିଲେ। ଖଜୁରି ଖାଇଲେ ତାହା ଗ୍ୟାଷ୍ଟ୍ରିକଜନିତ ସମସ୍ୟା କେତେକାଂଶରେ ଦୂର କରିଥାଏ। ଏହାବ୍ୟତୀତ କୋଷ୍ଠକାଠିନ୍ୟ ସମସ୍ୟାରୁ ମଧ୍ୟ ଉପମଶମ ମିଳିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା ମରାମତି ନାଁରେ ବଡ଼ ଧରଣର ପ୍ରହସନ: କୁମାରକାନୀ-ବାଗଡ଼ିଆଣି ରାସ୍ତାରୁ ପିଚୁ ଉଭାନ

ଥୁଆମୂଳ ରାମପୁର, ୧୬।୫ (ଦୁର୍ଗା କୀର୍ତ୍ତି ): ସରକାରୀ ଅର୍ଥକୁ କିଭଳି ହରିଲୁଟ କରାଯାଏ, ତାହାର ଏକ ନଗ୍ନ ନମୁନା ଦେଖିବାକୁ ମିଳିଛି କଳାହାଣ୍ଡି ଜିଲା ଥୁଆମୂଳ…

ଆମ ବ୍ୟବସ୍ଥା ଓ ସାଧାରଣ ଜନତା

କେନ୍ଦୁଝରର ଜିତୁ ମୁଣ୍ଡା ଏବେ ସାରା ଭାରତ ଓ ବିଶ୍ୱରେ ଚର୍ଚ୍ଚିତ ହୋଇଛନ୍ତି। ନିଜ ମୃତ ଭଉଣୀଙ୍କ ନାମରେ ବ୍ୟାଙ୍କରେ ଥିବା ଟଙ୍କାକୁ ଉଠେଇବାକୁ ଯାଇ ବାରମ୍ବାର…

ପିଇବା ପାଣିର ବଜାରୀକରଣ

ବିଗତ ସତୁରି ଅଶୀ ଦଶକର କଥା। ବିନା ଦ୍ୱନ୍ଦ୍ୱରେ କୂଅ ଓ ନଳକୂଅରୁ ସିଧା ସଳଖ ଆମେ ପାଣି ପିଇ ଦେଉଥିଲୁ। ଏ କଥା ଏବେ ଭାବିଲା…

ଯୁକ୍ତିଯୁକ୍ତ ଦୃଷ୍ଟିକୋଣ

ଭାରତର ସଦ୍ୟତମ ବାବୁ ଅଦଳବଦଳ ପ୍ରକୃତରେ ବଦଳି କିମ୍ବା ନିଯୁକ୍ତି ବିଷୟକୁ ନୁହେଁ, ବରଂ ନୂଆଦିଲ୍ଲୀର ଶାସକୀୟ ଦୃଷ୍ଟିକୋଣର ଏକ ଗଭୀର ପରିବର୍ତ୍ତନକୁ ସୂଚିତ କରୁଛି। ସୂତ୍ରରୁ…

‘୨୦୨୯ ଲୋକ ସଭା ନିର୍ବାଚନରେ ରାହୁଲ ଗାନ୍ଧୀ ହେବେ INDIA ମେଣ୍ଟର ପ୍ରଧାନମନ୍ତ୍ରୀ ପ୍ରାର୍ଥୀ’: ବଡ଼ ଦାବି କଲେ…

ନୂଆଦିଲ୍ଲୀ, ୧୬।୫: ଲୋକ ସଭା ନିର୍ବାଚନ ୨୦୨୯ ପାଇଁ ଏବେ ବି ସମୟ ବାକି ଅଛି। ତେବେ କଂଗ୍ରେସ ମଧ୍ୟରେ ଏବେଠାରୁ ହିଁ ପ୍ରଧାନମନ୍ତ୍ରୀ ପ୍ରାର୍ଥୀଙ୍କୁ ନେଇ…

ଦଳ ଅଳିଆ ଡବାରେ ଚାଇନାର ଉପହାର ଫିଙ୍ଗିଦେଲେ ଟ୍ରମ୍ପ, ଏୟାରପୋର୍ଟରେ ଘଟିଲା…

ଓ୍‌ବାଶିଂଟନ୍‌,୧୬।୫: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ତିନି ଦିନିଆ ଚାଇନା ଗସ୍ତ ଶେଷ ହୋଇଛି। ଡୋନାଲ୍ଡ ଟ୍ରମ୍ପ ନିଜ ଦେଶକୁ ଫେରିବା ପାଇଁ ଏୟାରଫୋର୍ସ ୱାନ ଯୋଗେ…

୬୦ ବର୍ଷ ବୟସ ପରେ ମାସିକ ୩୦୦୦ ଟଙ୍କା ପେନସନ ପାଇବେ ଚାଷୀ, ବୃଦ୍ଧାବସ୍ଥା ବେଳେ ସୁରକ୍ଷା ଯୋଗାଇବ ଏହି ଯୋଜନା

ନୂଆଦିଲ୍ଲୀ,୧୬।୫: ଚାଷକାର୍ଯ୍ୟରେ ପରିଶ୍ରମ ତ ବହୁତ ରହିଛି, କିନ୍ତୁ ବୟସ ବଢ଼ିବା ସହିତ ଶରୀର ପୂର୍ବ ଭଳି ସାଥ ଦିଏ ନାହିଁ। ଏହି କଥାକୁ ଦୃଷ୍ଟିରେ ରଖି…

ଘରପୋଡ଼ି କ୍ଷତିଗ୍ରସ୍ତଙ୍କୁ ଭେଟିଲେ ସ୍ବାସ୍ଥ୍ୟମନ୍ତ୍ରୀ, ବସ୍ତ୍ର, ଆବଶ୍ୟକୀୟ ସାମଗ୍ରୀ ସହ ଦେଲେ…

ବଲାଙ୍ଗୀର, ୧୬।୫ (ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ଜିଲା ପୁଇଁତଲା ବ୍ଲକର ବୁଢ଼ୀସିଣ୍ଡୋଲ ଗାଁର ଡାଙ୍ଗଗୋଠ ଠାରେ ଗୁରୁବାର ସନ୍ଧ୍ୟାରେ ଅଗ୍ନିକାଣ୍ଡ ଘଟି ତିନିଜଣ ବ୍ୟକ୍ତିଙ୍କ ଘର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri