Posted inଜାତୀୟ

ଦତ୍ତାତ୍ରେୟ ନୂଆ ସରକାର୍ଯ୍ୟବାହ ନିର୍ବାଚିତ

ବେଙ୍ଗାଲୁରୁ,୨୦।୩: ଦୀର୍ଘ ୧୨ ବର୍ଷ ପରେ ଆର୍‌ଏସ୍‌ଏସ୍‌ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ଅଖିଳ ଭାରତୀୟ ପ୍ରତିନିଧି ସଭା ପକ୍ଷରୁ ଦତ୍ତାତ୍ରେୟ ହୋସାବୋଲେଙ୍କୁ ନୂଆ ସରକାର୍ଯ୍ୟବାହ ଭାବେ ନିର୍ବାଚିତ କରାଯାଇଛି। ବେଙ୍ଗାଲୁରୁ ପ୍ରତିନିଧି ସଭାରେ ଦତ୍ତାତ୍ରେୟଙ୍କ ସର୍ବସମ୍ମତିକ୍ରମେ ନିର୍ବାଚିତ କରାଯାଇଛି। ୬୬ ବର୍ଷ ବୟସ୍କ ଦତ୍ତାତ୍ରେୟ କର୍ନାଟକର ସିମୋଗା ଜିଲାର ବାସିନ୍ଦା। ପୂର୍ବରୁ ଏହି ପଦରେ ସୁରେଶ ଭୟାଜୀ ଜୋଶି କାର୍ଯ୍ୟ କରୁଥିଲେ। ସେ ଲଗାତାର ଗତ ୪ଟି କାର୍ଯ୍ୟକାଳ ନିର୍ବାଚିତ ହୋଇ ଆସୁଥିଲେ। ଏହି ପଦବୀର କାର୍ଯ୍ୟକାଳ ୩ ବର୍ଷ। ଜୋଶୀ ୨୦୦୯ଠାରୁ ଏହି ପଦବୀରେ କାର୍ଯ୍ୟ କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ୟର ଚିନ୍ତାଧାରା ଗ୍ରହଣ କରିବା ଅର୍ଥ ନୁହେଁ ଯେ ଅଶାଳୀନ ଭାଷାକୁ ସହ୍ୟ କରାଯିବ…

ଗାନ୍ଧିନଗର, ୭।୮ : ସୁପ୍ରିମକୋର୍ଟର ଜଷ୍ଟିସ ଡି.ଓ୍ବାଇ. ଚନ୍ଦ୍ରଚୂଡ଼ ଗୁଜରାଟ ଗାନ୍ଧିନଗରରେ କହିଛନ୍ତି ଯେ ଅନ୍ୟର ମତ ଅବା ଚିନ୍ତାଧାରାକୁ ଗ୍ରହଣ କରିବା ଏବଂ ସହନଶୀଳ...

ଯେଉଁଠି ରାତିରେ କଳା ରଙ୍ଗ ହୋଇଯାଏ ବାଲି

ଗୁଜରାଟର ଦୁମାସ୍‌ ସମୁଦ୍ରତଟ ଆଜି ବି ଲୋକଙ୍କ ମନରେ ଭୟ ସଞ୍ଚାର କରି ରଖିଛି। ଜନଶ୍ରୁତି ଅନୁସାରେ, ଏଠାରେ ପାପ ଶକ୍ତିଙ୍କ ପ୍ରଭାବ ରହିଥିବା ଜଣାଯାଏ।...

ଭାରତୀୟ ଛାତ୍ରୀଛାତ୍ରଙ୍କୁ ପାକିସ୍ତାନରେ ଡାକ୍ତରୀ ପାଠ ପଢ଼ିବାକୁ ମନାକଲା ଏନ୍‌ଏମ୍‌ସି

ନୂଆଦିଲ୍ଲୀ,୧।୫ : ପାକିସ୍ତାନର ମେଡିକାଲ କଲେଜଗୁଡ଼ିକରେ ନାମ ନ ଲେଖାଇବାକୁ ନ୍ୟାଶନାଲ ମେଡିକାଲ କମିଶନ(ଏନ୍‌ଏମ୍‌ସି) ଭାରତୀୟ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଇଛି। ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ(ୟୁଜିସି) ଏବଂ...

ଟ୍ରମ୍ପଙ୍କ ସ୍ବାଗତ ପାଇଁ ପ୍ରସ୍ତୁତ ଭାରତ

ନୂଆଦିଲ୍ଲୀ,୨୪।୨: ବିଶ୍ୱର ଶକ୍ତିଶାଳୀ ଦେଶର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କ ସହଧର୍ମିଣୀ ମେଲାନିଆ ଟ୍ରମ୍ପ ଓ ଝିଅ ଜ୍ୱାଇଁଙ୍କ ସହ ଭାରତ ଆସୁଛନ୍ତି। ତାଙ୍କୁ ସ୍ବାଗତ...

ଲ୍ୟୁଟ୍‌ନାଣ୍ଟ ଜେନେରାଲ ମନୋଜ ପାଣ୍ଡେ ହେବେ ଦେଶର ସେନାମୁଖ୍ୟ

ନୂଆଦିଲ୍ଲୀ,୧୮।୪: ଲ୍ୟୁଟ୍‌ନାଣ୍ଟ ଜେନେରାଲ ମନୋଜ ପାଣ୍ଡେ ଦେଶର ନୂଆ ସେନା ମୁଖ୍ୟ ହେବେ। କେନ୍ଦ୍ର ସରକାର ତାଙ୍କ ନିଯୁକ୍ତିକୁ ନେଇ ମଞ୍ଜୁରୀ ପ୍ରଦାନ କରିଛନ୍ତି। ସରକାର...

ସିଏଏକୁ ସମର୍ଥନ ଦେବା ମହଙ୍ଗା ପଡ଼ିଲା: ଦଳରୁ ନିଲମ୍ବିତ ହେଲେ ବିଧାୟିକା

ଭୋପାଳ, ୨୯।୧୨: ସଂଶୋଧିତ ନାଗରିକତ୍ୱ ଆଇନ (ସିଏଏ) ଓ ଜାତୀୟ ନାଗରିକ ପଞ୍ଜୀକରଣ (ଏନ୍‌ଆରସି)କୁ ବହୁଜନ ସମାଜ ପାର୍ଟି (ବିଏସ୍‌ପି) ଦୃଢ଼ ବିରୋଧ କରୁଛି। କିନ୍ତୁ...

ରାମସେତୁ ନିର୍ମାଣର ରହସ୍ୟ ଜଣାପଡ଼ିବ

ନୂଆଦିଲ୍ଲୀ,୧୪।୧: ରାମସେତୁର ନିର୍ମାଣର ରହସ୍ୟ ସମ୍ପର୍କରେ ଏବେ ଜଣାପଡ଼ିବ। ଏହା କେବେ ନିର୍ମିତ ହୋଇଥିଲା ଏବଂ ଏହା ସହିତ ଜଡ଼ିତ ରହିଥିବା ଅନ୍ୟ ତଥ୍ୟ ସମ୍ପର୍କରେ...

ହେଲିକପ୍ଟର ଦାନ କଲେ

ଅହମଦାବାଦ,୫।୨: ନିକଟରେ ପଦ୍ମଶ୍ରୀ ପୁରସ୍କାରରେ ସମ୍ମାନିତ ହୋଇଥିବା ହରିକୃଷ୍ଣ ହୀରା କମ୍ପାନୀର ମାଲିକ ସାବଜି ଢୋଲକିଆ ୫୦ କୋଟି ଟଙ୍କାର ଏକ ନୂଆ ହେଲିକପ୍ଟର ସାମାଜିକ...

Advertisement
Archives

Model This Week