ଧରିତ୍ରୀ ପ୍ରଭାବ: ଲକ୍ଷ୍ମୀପୁର ଗ୍ରାମରେ ଜଳିଲା ଷ୍ଟ୍ରିଟ୍ ଲାଇଟ୍

ଗଞ୍ଜାମ, ୩୦।୮ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ ଅନ୍ତର୍ଗତ ଲକ୍ଷ୍ମୀପୁର ଗ୍ରାମରେ ଦୀର୍ଘଦିନ ଧରି ଷ୍ଟ୍ରିଟ୍ ଲାଇଟ୍ ଜଳୁ ନ ଥିବା ନେଇ ଦୁଇଦିନ ତଳେ ‘ଧରିତ୍ରୀ’ରେ ଖବର ପ୍ରକାଶ ପାଇଥିଲା। ଖବର ପ୍ରକାଶ ପାଇବାର ମାତ୍ର ଗୋଟିଏ ଦିନ ପରେ ଗ୍ରାମରେ ଷ୍ଟ୍ରିଟ୍ ଲାଇଟ୍ ଜଳୁଥିବା ଦେଖିବାକୁ ମିଳିଛି।

ଷ୍ଟ୍ରିଟ୍ ଲାଇଟ୍ ଜଳିବା ପରେ ସମଗ୍ର ଗ୍ରାମବାସୀ ‘ଧରିତ୍ରୀ’କୁ ସାଧୁବାଦ ଜଣାଇଛନ୍ତି। ପ୍ରକାଶ ଥାଉକି, ଦୁଇଶହରୁ ଊର୍ଦ୍ଧ୍ୱ ପରିବାର ବସବାସ କରୁଥିବା ଏହି ଗ୍ରାମରେ ଭଲ ରାସ୍ତାଟିଏ ନଥିବା ବେଳେ ଦୀର୍ଘଦିନ ଧରି ଷ୍ଟ୍ରିଟ୍ ଲାଇଟ୍ ଜଳୁନଥିବା ନେଇ ଗ୍ରାମବାସୀ ଅଭିଯୋଗ କରିଆସୁଥିଲେ।

ଷ୍ଟ୍ରିଟ୍ ଲାଇଟ୍ ଜଳୁ ନ ଥିବାରୁ ସନ୍ଧ୍ୟା ହେଲେ ସମଗ୍ର ଗାଁ ଅନ୍ଧାରରେ ରହୁଥିଲା। ଘନ ଅନ୍ଧାର ମଧ୍ୟରେ ସ୍କୁଲ୍ ଛାତ୍ରୀଛାତ୍ରୀମାନେ ବିପଦପୂର୍ଣ୍ଣ ଭାବେ ଯାତାୟାତ କରୁଥିଲେ। ଏନେଇ ‘ଧରିତ୍ରୀ’ରେ ଖବର ପ୍ରକାଶ ପରେ ସମ୍ପୃକ୍ତ କର୍ତ୍ତୃପକ୍ଷ ତତ୍ପରତା ପ୍ରକାଶ କରି ଷ୍ଟ୍ରିଟ୍ ଲାଇଟ୍ ଚାଲୁ କରିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଖୁସି ପ୍ରକାଶ ପାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଲହୁଣୀପଡ଼ା ଥାନା ଏଏସ୍‌ଆଇ ଓ ସହଯୋଗୀ

ସୁନ୍ଦରଗଡ଼, ୩୦।୮ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନାର ଏଏସ୍‌ଆଇ ମଦନ ମୋହନ ପ୍ରଧାନ ଏବଂ ତାଙ୍କ ସହଯୋଗୀ ମନଦୀପ କୁମାର ଦାସମୋଦକ (ଘରୋଇ…

ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ, ସ୍ତ୍ରୀଙ୍କୁ ଭରଣପୋଷଣ ଟଙ୍କା ନଦେଲେ କଟିବ ଦରମା

ଭୁବନେଶ୍ବର,୩୦ା୮: ସ୍ତ୍ରୀ କିମ୍ୱା ସନ୍ତାନସନ୍ତତିଙ୍କୁ ଭରଣପୋଷଣ ସହାୟତା କିମ୍ୱା ଛାଡ଼ପତ୍ର ସମ୍ପର୍କିତ ପୋଷଣ ଖର୍ଚ୍ଚ ଠିକ୍ ଭାବରେ ଦେଉ ନଥିବା ସରକାରୀ କର୍ମଚାରୀଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଡ଼ା…

ପାକିସ୍ତାନ ସହିତ ହାତ ମିଳାଇବା ପ୍ରଶ୍ନର ଉତ୍ତରରେ ଭାରତୀୟ ମୁଖ୍ୟ ପ୍ରଶିକ୍ଷକ ଦେଲେ ଏମିତି ବିବୃତ୍ତି…

ନୂଆଦିଲ୍ଲୀ,୩୦।୮: ମହିଳା ଏସିଆ କପ ୨୦୨୬ ଚାଲିଛି। UAE ଦ୍ୱାରା ଆୟୋଜିତ, ସମ୍ପୂର୍ଣ୍ଣ ଟୁର୍ଣ୍ଣାମେଣ୍ଟ ଦୁବାଇରେ ଖେଳାଯାଉଛି। ଭାରତୀୟ ଦଳ ଅଗଷ୍ଟ ୩୦ରେ ଦୁବାଇ ଆନ୍ତର୍ଜାତୀୟ କ୍ରିକେଟ…

ଖେମୁଣ୍ଡି କଲେଜରେ ମହିଳାଙ୍କ ଆର୍ଥିକ ଅଭିବୃଦ୍ଧି …

ଦିଗପହଣ୍ଡି,୩୦|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଶକ୍ତିଶ୍ରୀ ମହିଳା ସଶକ୍ତିକରଣ ସେଲ୍ ପକ୍ଷରୁ ମହିଳାଙ୍କ ଆର୍ଥିକ ଅଭିବୃଦ୍ଧି ଓ ବ୍ୟାଙ୍କ ସମ୍ପର୍କିତ…

କନ୍ୟା ସନ୍ତାନ ଜନ୍ମଦେଲେ ୧୬ ବର୍ଷୀୟା ନାବାଳିକା: ପୋଲିସର ମାମଲା ରୁଜୁ

କେନ୍ଦୁଝର, ହାଟଡିହୀ,୩୦।୮(ନରେଶ ଚନ୍ଦ୍ର ପଟ୍ଟନାୟକ/ ଶୁଭକାନ୍ତ ନାୟକ/ନିରାକାର ପରିଡା ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକା କନ୍ୟା ସନ୍ତାନକୁ ଜନ୍ମ…

ଧର୍ମଶାଳାରେ ଚାଞ୍ଚଲ୍ୟ, କେଲୁଅ ନଦୀରେ ଭାସୁଛି ମୃତଦେହ

ଧର୍ମଶାଳା,୩୦ା୮(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ଦେଓଦା ପଞ୍ଚାୟତ ବାସୁଦେବପୁର ଶନି ମନ୍ଦିର ନିକଟ କେଲୁଅ ନଦୀରେ ଏକ ଅଜଣା ଶବ ଭାସୁଥିବା…

ନେପାଳ ବନ୍ୟା: ବଢୁଛି ଜଳସ୍ତର, ସତର୍କ କରାଇଲେ ସରକାର

କାଠମାଣ୍ଡୁ,୩୦।୮: ବୁଧବାର ହୋଇଥିବା ଭୟଙ୍କର ବନ୍ୟା ପରେ ନେପାଳର ପରିସ୍ଥିତି ଗମ୍ଭୀର ରହିଛି। ମଧ୍ୟ ନେପାଳରେ ହଠାତ ବନ୍ୟାରେ ମୃତ୍ୟୁ ସଂଖ୍ୟା ୭୩୪ ରେ ପହଞ୍ଚିଛି, ଯେତେବେଳେ…

ଅଧରାତିରେ ଘର ଉପରକୁ ମାଡ଼ିଗଲା ଟ୍ରକ୍, ପରିବାର ଲୋକେ…

ପଦ୍ମପୁର,୩୦ା୮(ପ୍ରଦୀପ୍ତ ଦାଶ): ପଦ୍ମପୁର-ପାଟଣାଗଡ଼ ରାସ୍ତାର ରଜାପଡ଼ାଠାରେ ଏକ ବଡ଼ ଅଘଟଣ ଘଟିଯାଇଛି । ରବିବାର ରାତି ପ୍ରାୟ ୧ଟା ସମୟରେ ଏକ ମାଲବୋଝେଇ ଟ୍ରକ ଭାରସାମ୍ୟ ହରାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri