ଶାଶୁଙ୍କ ହତ୍ୟା ପାଇଁ ବିଷ ମଗାଇଥିଲେ ବୋହୂ, ଅଡିଓ ରେକର୍ଡ ଭାଇରାଲ

ଜୁନାଗଡ଼,୨୨।୧୦(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅଞ୍ଚଳରେ ଜଣେ ବୋହୂ ତାଙ୍କ ଶାଶୁଙ୍କୁ ବିଷ ଦେଇ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଔଷଧ ଦୋକାନୀ ଏବଂ ମହିଳାଙ୍କ ମଧ୍ୟରେ ବିଷ ବାବଦାରେ ହୋଇଥିବା ଫୋନ କଲ୍‌ର ଅଡିଓ ଭାଇରାଲ ହେବା ପରେ ସାମ୍ନାକୁ ଆସିଛି ସୁପରିକଳ୍ପିତ ଏହି ହତ୍ୟାକାଣ୍ଡ।

ଅଡିଓ ରେକର୍ଡରେ ମହିଳା ଜଣକ ତାଙ୍କ ଶାଶୁଙ୍କୁ ହତ୍ୟା କରିବା ପାଇ ଔଷଧ ଦୋକାନୀଙ୍କୁ ବିଷ ଅଛିକି ବୋଲି ପଚାରିଥିଲେ। ତେବେ ଦୋକାନୀ ଜଣକ କହିଥିଲେ, ସକାଳେ କଥା ହେବା। ଆଣ୍ଟି ଡୋଜ ମେଡିସିନ ଦେବି। ପରେ ମହିଳା କହିଥିଲେ ଏ ବିଷୟରେ ସ୍ବାମୀଙ୍କୁ କିଛି କହିବ ନାହିଁ। ପରବର୍ତ୍ତୀ ସମୟରେ ବୃଦ୍ଧାଙ୍କୁ ମୃତ୍ୟୁ ହୋଇଥିବା ଜଣାପଡିଛି। ବୃଦ୍ଧାଙ୍କ ମୃତ୍ୟୁ ଘଟଣାରେ ମହିଳା ଓ ଦୋକାନୀଙ୍କ ଉପରେ ସନ୍ଦେହ କରାଯାଉଛି। ଅନ୍ୟପକ୍ଷେ ଘଟଣାର ତଦନ୍ତ କରିବାକୁ ସ୍ଥାନୀୟ ଲୋକେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ସର୍ବସାଧାରଣରେ ଅପମାନ ପାଇଲା ପାକିସ୍ତାନ, ଟିମ ଇଣ୍ଡିଆ କଲା ଏମିତି କାମ

ନୂଆଦିଲ୍ଲୀ,୧୪।୯: ଭାରତୀୟ ଦଳ ଶ୍ରୀଲଙ୍କାକୁ ପରାସ୍ତ କରି ମହିଳା ଏସିଆ କପ ୨୦୨୬ର ଟାଇଟଲ ଜିତିଛି। ଫାଇନାଲ ମ୍ୟାଚରେ ଭାରତୀୟ ଦଳ ୭୨ ରନରେ ବିଜୟୀ ହୋଇଥିଲା,…

ମାଡ଼ ମାରି ଭାଉଜଙ୍କ ହାତ ଭାଙ୍ଗିଦେଲେ ଦିଅର, ଆଉ ତା’ପରେ…

ଦିଗପହଣ୍ଡି,୧୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଣ୍ଡଦେଉଳି ଗ୍ରାମର ବନିତା ପ୍ରଧାନଙ୍କୁ ରବିବାର ତାଙ୍କ ଦିଅର ପଦ୍ମ ଲୋଚନ ପ୍ରଧାନ ଆକ୍ରମଣ କରି ବାମ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ବାଲ୍ୟବନ୍ଧୁ, BJP ବିଧାୟକଙ୍କୁ ନେଇ ଆଣିଲେ ବଡ଼ ଅଭିଯୋଗ! ଛାନିଆ ହୋଇଗଲେ….

ମୁମ୍ବାଇ,୧୩।୯: ମହାରାଷ୍ଟ୍ରର ଭାୟନ୍ଦରରେ ଜମି ବିବାଦକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାଲ୍ୟବନ୍ଧୁ ଅସଗରଅଲି ଭୋରା ତାଙ୍କୁ ଭେଟିଛନ୍ତି । ୮ ସେପ୍ଟେମ୍ବରରେ ୮୧ ବର୍ଷୀୟ ଭୋରା…

ପଶ୍ଚିମବଙ୍ଗରେ ବନ୍ଦ ହେଲା ୨୫୨ ମଦ୍ରାସା

କୋଲକାତା,୧୩ା୯: ପଶ୍ଚିମବଙ୍ଗ ସରକାର ରାଜ୍ୟରେ ଚାଲୁଥିବା ଇସ୍‌ଲାମୀୟ ଶିକ୍ଷାନୁଷ୍ଠାନଗୁଡ଼ିକର ସମୀକ୍ଷା କରିବା ପରେ ୨୫୨ ମଦ୍ରାସାକୁ ବନ୍ଦ କରିବା ପାଇଁ ନୋଟିସ ଜାରି କରିଛନ୍ତି। ଯାଞ୍ଚ ପ୍ରକ୍ରିୟାର…

ବ୍ୟବସାୟିକ ଜାହାଜ ଉପରେ ଆକ୍ରମଣ: ଭାରତୀୟ ନାବିକ ନିଖୋଜ

ନୂଆଦିଲ୍ଲୀ,୧୩ା୯: ଓମାନ ଉପକୂଳରେ ବ୍ୟବସାୟିକ ଜାହାଜ ଏମ୍‌ଟି ଏଲ୍‌ ଗାଇଆ ଉପରେ ଆକ୍ରମଣ ହେବାରୁ ଜଣେ ଭାରତୀୟ ନାବିକ ନିଖୋଜ ହୋଇଥିବା ବହିର୍ବ୍ୟାପାର ମନ୍ତ୍ରଣାଳୟ ରବିବାର ସ୍ପଷ୍ଟ…

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ତାତିଲେ ମହିଳା, ଭାଙ୍ଗିଲେ ମଦ ଭାଟି

ମୋହନ,୧୩।୯(ମନ୍ମଥ ମିଶ୍ର): ଗାଁରେ ଚାଲିଥିଲା ମଦ ଭାଟି। ଏନେଇ ଗାଁରେ ଅଶାନ୍ତ ପରିବେଶ ସୃଷ୍ଟି ହେବା ଯୁବପିଢୀ ପଥଭ୍ରଷ୍ଟ ହେଉଥିଲେ। ବାରମ୍ବାର ଅଭିଯୋଗ ପରେ ବି କାହାର…

ସନତ ସଭାପତି, ଉମାକାନ୍ତ ସାଧାରଣ ସମ୍ପାଦକ ନିର୍ବାଚିତ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ହାବିଲଦାର, କନେଷ୍ଟବଲ ଆସୋସିଏଶନ ନିର୍ବାଚନ ଫଳାଫଳ ରବିବାର ଘୋଷଣା ହୋଇଛି। ଏଥିରେ ସଭାପତି ସନତ କୁମାର ହୋତା ସଭାପତି ନିର୍ବାଚିତ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?