ଢେଙ୍କାନାଳରେ ଅଭାବନୀୟ ଘଟଣା; ଶ୍ବଶୁରଙ୍କ ଉପରେ ଗରମ ତେଲ ଢାଳିଦେଲେ ବୋହୂ

ପରଜଙ୍ଗ,୧୯।୫(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମୁଣ୍ଡେଇଲୋ ପଞ୍ଚାୟତ ନାଉପାଳ ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଶ୍ବଶୁରଙ୍କ ଉପରେ ଗରମ ତେଲ ଢାଳିଦେଲେ ବୋହୂ । ଫଳରେ ଶ୍ବଶୁର ଗୁରୁତର ଆହତ ହୋଇ ପରଜଙ୍ଗ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି ହୋଇଛନ୍ତି ।

ସୂଚନା ମୁତାବକ କୌଣସି ଏକ କଥାକୁ ନେଇ ଘରେ ଥିବା ବିଧବା ବହୁ କୁସ୍ମିତା ଭୂତିଆ ଗରମ ପାଣି ସହ ରିଫାଇନ ତେଲ ମିଶାଇ ଗ୍ୟାସ ରେ ଗରମ କରି ଶ୍ବଶୁର ଶ୍ରୀକାନ୍ତ ଭୂତିଆ (୮୦)ଙ୍କ ଉପରେ ଢାଳି ଦେଇଥିଲେ । ଫଳରେ ସେ ଗୁରୁତର ହୋଇପଡିଥିଲେ, ତାଙ୍କ ଦେହ ସାରା ଜଳିଯାଇଥିଲା । ପୋଡଶୀଙ୍କ ଠାରୁ ଖବର ପାଇ ୧୧୨ ଗାଡ଼ି ଯାଇ ବୃଦ୍ଧଙ୍କୁ ଉଦ୍ଧାର କରି ପରଜଙ୍ଗ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ । ତେବେ ଖବରପାଇ ପରଜଙ୍ଗ ଥାନା ଏଏସଆଇ ଜୋସେଫ୍ ପଟ୍ଟନାୟକ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି । ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୨୨ ବର୍ଷ ପରେ ଜେଲ୍‌ରୁ ମୁକୁଳିଲେ ଆଜୀବନ କଏଦୀ ଅର୍ଜୁନ ଜାନି

କୋରାପୁଟ,୫ା୮(ଅମିତାଭ ବେହେରା): ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିଷ୍ପତ୍ତି କ୍ରମେ ୨୦୦୪ରେ ଏକ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଦୀର୍ଘ ୨୨ ବର୍ଷର କାରାଦଣ୍ଡ ଭୋଗିବା ପରେ ନବରଙ୍ଗପୁର…

ଭାଜପା ଏମପିଙ୍କୁ ବଡ଼ ପରାମର୍ଶ ଦେଲେ ମୋଦି, ବର୍ତ୍ତମାନ ଉପରେ ଫୋକସ୍…

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ରାଜ୍ୟ ସଭାକୁ ନିର୍ବାଚିତ ହୋଇଥିବା ଭାରତୀୟ ଜନତା ପାର୍ଟି (ଭାଜପା)ର ୩୭ ଜଣ ନୂଆ ଏମପିଙ୍କ ବୈଠକ କରିଥିଲେ । ଏହି…

ଘର କବାଟ ଖୋଲୁଖୋଲୁ ଚୋଟ ମାରିଲା ବିଷଧର ସାପ, ଟଳିପଡ଼ିଲେ ବୃଦ୍ଧା

ଦିଗପହଣ୍ଡି,୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରାପଦର ପଞ୍ଚାୟତ ଭୁଡୁକି ଗ୍ରାମର ଏ.ବାଉରୀ ପାତ୍ରଙ୍କ ସ୍ତ୍ରୀ ଏ.ସାଇଆମ୍ମା ପାତ୍ର(୭୦) ନାମ୍ନୀ ବୃଦ୍ଧା ବୁଧବାର ଅପରାହ୍ନରେ…

ତାତିଲେ ଚାଷୀ, ୧୦ରେ ଜେଲଭରୋ ଆନ୍ଦୋଳନ: ଚାଷ, ଚାଷୀ ସମସ୍ୟା ଅସମାହିତ

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ସର୍ବାଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। କିନ୍ତୁ ଏଠାରେ ଚାଷ ଓ…

ତାବରସାହି ଜଙ୍ଗଲରୁ ୨୫ ଲକ୍ଷର ଗଞ୍ଜେଇ ଜବତ, ଗୋଡ଼ାଇ ଗୋଡ଼ାଇ ବାନ୍ଧିଲା ପୋଲିସ

ମୋହନା,୫ା୮(ମନ୍ମଥ ମିଶ୍ର): ଗଜପତି ଜିଲା ରା.ଉଦୟଗିରି ଥାନା ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲାର ପର୍ଦ୍ଦାଫାଶ କରିଛି । ୨୫୧ କିଲୋଗ୍ରାମ ୨୦୦ ଗ୍ରାମ…

ଯୋଗ୍ୟ ଶିକ୍ଷାନୁଷ୍ଠାନକୁ ଅନୁଦାନ ପ୍ରଦାନ ଦିଆଯାଉ, ଭଞ୍ଜନଗର ବିଧାୟକଙ୍କୁ ଦାବିପତ୍ର

ଭଞ୍ଜନଗର,୫ା୮(ବାବୁଲା ପ୍ରଧାନ): ଓଡିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି, ଭଞ୍ଜନଗର ବ୍ଲକ ତରଫରୁ ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଓ ଭଞ୍ଜନଗର ବିଧାୟକ…

ବନ୍ୟା କ୍ଷୟକ୍ଷତି ଆକଳନ କଲେ ମନ୍ତ୍ରୀ, ପ୍ରଭାବିତ ଅଞ୍ଚଳରେ ହେବ…

କେନ୍ଦୁଝର,୫ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ପଞ୍ଚାୟତିରାଜ ଓ ପାନୀୟ ଜଳ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାରାୟଣ ନାଏକ ବୁଧବାର କେନ୍ଦୁଝର ସର୍କିଟ ହାଉସ୍‌ଠାରେ ବନ୍ୟା ଦ୍ୱାରା ହୋଇଥିବା…

ବ୍ଲକଗ୍ରାଣ୍ଟ ଶିକ୍ଷକଙ୍କ ଧାରଣା

କୃଷ୍ଣପ୍ରସାଦ, ୫।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ଦୀର୍ଘଦିନ ଧରି ବିଭିନ୍ନ ଦାବି ନେଇ ବ୍ଲକଗ୍ରାଣ୍ଟ ଶିକ୍ଷକମାନେ ରାଜରାସ୍ତାକୁ ଓହ୍ଲାଇ ଆସୁଛନ୍ତି। ପୂର୍ବରୁ ବିଧାନସଭା ସମ୍ମୁଖରେ ଶିକ୍ଷୟିତ୍ରୀମାନେ ମାଣବସା ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri