ବୋହୂ ଶ୍ୱଶୁର ରହୁଥିବା ଘରେ ଲଗାଇଲେ ନିଆଁ, ସ୍ବାମୀ କଲେ ଭିଡିଓ ଶୁଟିଂ, ଦେଖନ୍ତୁ ଭାଇରାଲ ଭିଡିଓ…

ମୁମ୍ବାଇ,୨।୧୧ : ସୋସିଆଲ ମିଡିଆରେ ଏକ ଆଶ୍ଚର୍ଯ୍ୟଜନକ ଭିଡିଓ ସାମ୍ନାକୁ ଆସିଛି ଯେଉଁଥିରେ ଜଣେ ମହିଳା ଜାଣିଶୁଣି ଘରେ ନିଆଁ ଲଗାଇବାକୁ ଚେଷ୍ଟା କରୁଥିବା ଦେଖିବାକୁ ମିଳୁଛି। ଏହି ଘଟଣାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଏହା ଦେଖିବାକୁ ମିଳୁଛି ମହିଳା ଜଣକ କୋଠରୀ ଭିତରେ ଶୋଇଥିବା ବୃଦ୍ଧଙ୍କ ଉପରେ କିଛି ଜାଳି ପିଙ୍ଗୁଛନ୍ତି। ଜଣେ ବ୍ୟକ୍ତି ମହିଳାଙ୍କ ଏହି ଲଜ୍ଜାଜନକ କାର୍ଯ୍ୟକୁ ରେକର୍ଡ କରୁଛନ୍ତି। ତେବେ ଭଲ କଥାଟି ହେଲା, ନିଆଁ ପୁରା ଘରକୁ ବ୍ୟାପିବା ପୂର୍ବରୁ ଲିଭାଯାଇଥିଲା।

ଭିଡିଓରେ ପୁରୁଷ ଜଣକ କହୁଥିବାର ଶୁଣିବାକୁ ମିଳୁଛି, ମୋ ବାପାଙ୍କୁ ଜାଣିଶୁଣି ଜାଳି ଦିଆଯାଉଛି। ଭାଇରାଲ ଭିଡିଓରେ ମହିଳା ଜଣକ କାଗଜ ଜାଳି କୋଠରୀରେ ଶୋଇଥିବା ଜଣେ ବୃଦ୍ଧଙ୍କ ଉପରକୁ ଫିଙ୍ଗିଥିବାର ନଜର ଆସିଛନ୍ତି। ହଠାତ ନିଆଁ ଦେଖି ଗଭୀର ନିଦ୍ରାରେ ଶୋଇଥିବା ବୃଦ୍ଧ ଜାଗ୍ରତ ହେଉଛନ୍ତି। ଭିଡିଓ ରେକର୍ଡିଂ କରୁଥିବା ବ୍ୟକ୍ତି ପିତାଙ୍କୁ ବଞ୍ଚାଇଥିବାର ନଜର ଆସିଛନ୍ତି। ତେବେ ଯେଉଁଠାରେ ବୃଦ୍ଧମାନେ ଶୋଇଥିଲେ, ସେଠାରେ ନିଆଁ ବ୍ୟାପି ନ ଥିଲା ଏବଂ ଜଳୁଥିବା ସାମଗ୍ରୀକୁ ବ୍ୟକ୍ତି ଜଣକ ଟାଣି ତଳେ ପକାଇ ଦେଇଥିବାର ଦେଖା ଯାଉଛି।

ଯଦି ବେଡଶିଟ କିମ୍ବା କମ୍ବଳରେ ନିଆଁ ଲାଗିଥାନ୍ତା, ତେବେ ବୃଦ୍ଧ ଜଣକ ଜୀବନ୍ତ ଦଗ୍ଧ ହୋଇଥାନ୍ତେ। ଭିଡିଓରେ ବୃଦ୍ଧଅସୁସ୍ଥ ଥିବା ଦେଖିବାକୁ ମିଳୁଛି। ଏହି ଭିଡିଓରେ ଦେଖାଯାଇଥିବା ମହିଳାଙ୍କୁ ସୋସିଆଲ ମିଡିଆ ୟୁଜରମାନେ ସମାଲୋଚନା କରୁଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

‘ନିର୍ବାଚନ ଅଟକାଇବା ପାଇଁ କରାଯାଇଛି ହତ୍ୟା’, ୟୁନୁସ ସରକାରଙ୍କ ଉପରେ ଗୁରୁତର ଅଭିଯୋଗ ଆଣିଲେ ହାଦିଙ୍କ ଭାଇ

ଢାକା,୨୪।୧୨: ଛାତ୍ର ନେତା ସରିଫ ଓସମାନ ହାଦିଙ୍କ ହତ୍ୟା ପରେ ବାଂଲାଦେଶରେ ରାଜନୈତିକ ଉତ୍ତେଜନା ବୃଦ୍ଧି ପାଇଛି। ଢାକାରେ ହାଦିଙ୍କ ମୁଣ୍ଡରେ ଗୁଳି ମାଡ଼ ହୋଇଥିଲା,...

ଚାନ୍ଦବାଲି ଲଜ୍ଜା: ଆକ୍ସନ ମୋଡ୍‌ରେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୧୨: ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରି ଲଟା ବୁଦାକୁ ଫିଙ୍ଗି...

ରତ୍ନଭଣ୍ଡାରକୁ ନେଇ ବଡ଼ ବୟାନ ଦେଲେ ଆଇନ ମନ୍ତ୍ରୀ: ୫ରୁ ୬ ମାସ ଭିତରେ…

ଭୁବନେଶ୍ୱର,୨୪।୧୨: ରତ୍ନଭଣ୍ଡାର ଗଣତିମଣତିକୁ ନେଇ ବଡ଼ ବୟାନ ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ। ସେ କହିଛନ୍ତି, ଖୁବଶୀଘ୍ର ରତ୍ନଭଣ୍ଡାର ଗଣତି ମଣତି ପ୍ରକ୍ରିୟା ଆରମ୍ଭ...

ଧାନକିଣାରେ ଅବ୍ୟବସ୍ଥା: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ମିଳିତ କୃଷକ ମଞ୍ଚର ଧାରଣା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ଧାନକିଣା ଅବ୍ୟବସ୍ଥା ପ୍ରତିବାଦରେ ମିଳିତ କୃଷକ ମଞ୍ଚ ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାର ଚାଷୀ ସଙ୍ଗଠନ ମିଳିତ ଭାବେ ଧାରଣାରେ ବସିଛନ୍ତି...

ଦୁର୍ନୀତି ନିବାରଣ ଅଧିକାରୀ କହି ରାଜ ପରିବାରରୁ ଲୁଟିନେଲେ ଦୁର୍ବୃତ୍ତ: ଡିଜିଟାଲ ଭିଡ଼ିଓ ରେକର୍ଡରକୁ ବି…

ଦାରିଙ୍ଗବାଡି, ୨୪।୧୨ (ଅରୁଣ ସାହୁ): ଆମେ ଦୁର୍ନୀତି ବିଭାଗରୁ ଆସିଛୁ ଆପଣଙ୍କ ପୁଅ ବହୁତ ଦୁର୍ନୀତି କରିଛନ୍ତି। ତୁମ ଘରେ ରହିଥିବା ସୁନା ଅଳଙ୍କାର ଓ...

ଆଜିଠୁ ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସା ୭ଟାରେ ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା ପୂର୍ବରୁ...

ଠାକରେ ବ୍ରଦର୍ସଙ୍କୁ ଏକାଠି କଲା ବିଏମସି ନିର୍ବାଚନ, ଶିବସେନା, ୟୁବିଟି ଏବଂ ଏମଏନଏସ ଘୋଷଣା କଲା ମେଣ୍ଟ

ମୁମ୍ବାଇ,୨୪।୧୨: ବାଲାସାହେବ ଠାକରେଙ୍କ ଶିବସେନା ମହାରାଷ୍ଟ୍ରରେ ପୁଣି ଥରେ ଶକ୍ତିଶାଳୀ ହେଉଥିବା ଦେଖାଯାଉଛି। ତାଙ୍କ ପୁଅ ଉଦ୍ଧବ ଠାକରେ ଏବଂ ଭଣଜା ରାଜ ଠାକରେ, ଯେଉଁମାନେ...

୨୦ ବର୍ଷ ପରେ ଏକାଠି ହେବେ ବାଲ ଠାକରେ-ଉଦ୍ଧବ ଠାକରେ, କହିଲେ ମହାରାଷ୍ଟ୍ରକୁ ନେଇ ଆମର ଚିନ୍ତାଧାରା ଗୋଟିଏ

ମୁମ୍ବାଇ,୨୪।୧୨: ବୃହନମୁମ୍ବାଇ ନଗର ନିଗମ ନିର୍ବାଚନକୁ ନେଇ ରାଜନୈତିକ କାର୍ଯ୍ୟକଳାପ ଜୋରଦାର। ରାଜନୈତିକ ଦଳଗୁଡ଼ିକ ନିର୍ବାଚନ ପାଇଁ ପ୍ରସ୍ତୁତି, ଭୋଟର ସମର୍ଥନ ସଂଗ୍ରହ ପାଇଁ ଦାବି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri