Posted inଫୁରସତ

ଶ୍ୱଶୁର ଶୋଇଥିବାବେଳେ ନିଆଁ ଲଗାଇଦେଲେ ବୋହୂ: ଭିଡିଓ ଦେଖିଲେ ହୋଇଯିବେ ଆଶ୍ଚର୍ଯ୍ୟ

ସାଧାରଣତଃ ପ୍ରତ୍ୟେକ ମଣିଷ ପାଇଁ ନିଜ ପରିବାର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ। କିନ୍ତୁ ଯଦି କୌଣସି କାରଣରୁ ସେହି ପରିବାର ଭାଙ୍ଗିଯାଏ ତେବେ ସର୍ବନାଶ ହେଲା ବୋଲି ଜାଣିବେ। ସୋସିଆଲ ମିଡିଆରେ ଏକ ଭିଡିଓ ନିକଟରେ ଭାଇରାଲ ହେଉଛି। ଏହି ଭିଡିଓରେ ଜଣେ ବୋହୂ ତାଙ୍କ ଶ୍ୱଶୁରଙ୍କ ଉପରେ ଏତେ ରାଗିଗଲେ ଯେ ସେ ଘରେ ନିଆଁ ଲଗାଇ ଦେଇଛନ୍ତି। କେବଳ ଏତିକି ନୁହେଁ, ବୋହୂ ନିଆଁ ଲଗାଇ ଶ୍ୱଶୁରଙ୍କୁ ହତ୍ୟା କରିବାକୁ ଚାହୁଁଛନ୍ତି। ଏହି ଭିଡିଓ ସାମ୍ନାକୁ ଆସିବା ପରେ ସମସ୍ତେ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି।
କୁହାଯାଉଛି ଯେ, ବୋହୂ ନିଜ ପିଲାକୁ ଖାଇବାକୁ ଦେବାକୁ ଚାହୁଁଥିଲେ କିନ୍ତୁ ଶ୍ୱଶୁର ନାତିଙ୍କୁ ଶୁଆଇବାକୁ ଚାହୁଁଥିଲେ। ମହିଳା ଏଥିରେ ରାଗିଯାଇ ଶ୍ୱଶୁରଙ୍କୁ ନିଆଁ ଲଗାଇବାକୁ ଚେଷ୍ଟା କରିଥିଲେ। ଏସବୁ ଦେଖି ମହିଳାଙ୍କ ସ୍ବାମୀ ତାଙ୍କୁ ଗାଳି ଦେଇଥିଲେ। ଏପରିକି ସେ ପୂରା ଘଟଣାର ଏକ ଭିଡିଓ ପ୍ରସ୍ତୁତ କରିଛନ୍ତି। ଏହି ଭିଡିଓ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ @ShoneeKapoor ନାମକ ଜଣେ ୟୁଜର୍ସଙ୍କ ଦ୍ୱାରା ଶେୟାର କରାଯାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ଦୁଇ ଲକ୍ଷରୁ ଅଧିକ ଲୋକ ଏହି ଭିଡିଓ ଦେଖିଛନ୍ତି। ଏଥିସହିତ ଅନେକ ଲୋକ ଏହା ଉପରେ ନିଜର ମତାମତ ମଧ୍ୟ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

BJPରେ ସ୍ମୃତି ଇରାନୀଙ୍କୁ ବଡ଼ ଦାୟିତ୍ୱ: ସଂଗଠନକୁ ଫେରି କହିଲେ ଏହି ବଡ଼ କଥା, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନ ସୋମବାର ତାଙ୍କ ନୂଆ ଟିମର ଘୋଷଣା କରିଛନ୍ତି। ଏହି ଟିମରେ ଦଳକୁ ଆହୁରି…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଲିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡି ରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ…

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ…

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

ଡବ୍ଲ୍ୟୁସିଏଲ୍‌ ପାଇଁ ବଡ଼ ଘୋଷଣା, ସିଜନ-୩ରେ ଖେଳିବେ ଏହି ଷ୍ଟାର ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୧୭ା: ଅକ୍ଟୋବର ୩ରୁ ଆରମ୍ଭ ହେବଓ୍ବାଲର୍‌ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ(ଡବ୍ଲ୍ୟୁସିଏଲ୍‌)। ଏଥିରେ ଯୁବରାଜ ସିଂ, ଡ୍ବେନ ବ୍ରାଭୋ ଓ ଏବି ଡି’ଭିଲର୍ସଙ୍କ ଭଳି ପୂର୍ବତନ ଷ୍ଟାର ଖେଳାଳିଙ୍କ…

ରାହୁ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ: ମେଷ ସମେତ ୪ ରାଶିଙ୍କ ଉପରେ ମାଡ଼ି ଆସୁଛି ଭୟଙ୍କର ସଙ୍କଟ! ସତର୍କ ନ ରହିଲେ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ରାଶି ପରିବର୍ତ୍ତନ ସହିତ ସେମାନଙ୍କର ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ବେଶ ପ୍ରଭାବଶାଳୀ ବୋଲି ମନେ କରାଯାଏ। ମଙ୍ଗଳଙ୍କୁ ସାହସ, ଶକ୍ତି, ଆତ୍ମବିଶ୍ୱାସ ଏବଂ…

ପଲିଥିନ୍ ତଳେ ଜୀବନ କଟୁଛି ଜୀବନ: ଜିଲା ପ୍ରଶାସନର ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା, ୧୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ପରମେଶ୍ୱର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri