ଭାଇଙ୍କ ସହ ମିଶି ଶାଶୁଙ୍କୁ ତଣ୍ଟିଚିପି ମାରିଲା ବୋହୂ

ରେଢ଼ାଖୋଲ,୩।୫: ସମ୍ବଲପୁର ଜିଲା ରେଢ଼ାଖୋଲ ଥାନା କୁଟାସିଙ୍ଗା ଗାଁରେ ଶନବାର ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ବୋହୂ  ଭାଇଙ୍କ ସହ ମିଶି ଶାଶୁଙ୍କୁ ତଣ୍ଟିଚିପି ତଣ୍ଟିଚିପି ହତ୍ୟା କରିଥିବା ଅଭିଯୋଗ ହୋଇଛି। ପାରିବାରିକ କଳହରୁ ବୋହୂ ଏଭଳି କାଣ୍ଡ ଭିଆଇଥିବା ସନ୍ଦେହ କରାଯାଉଛି।

ମିଳିଥିବା ସୂଚନା ମୁତାବକ, ମହିଳାଙ୍କ ଶ୍ବଶୁର ଓ ସ୍ବାମୀ ବାହାରେ ରୁହନ୍ତି। ଏହାର ସୁଯୋଗ ନେଇ ଶାଶୁ-ବୋହୂଙ୍କ ମଧ୍ୟରେ ପ୍ରଥମେ ଝଗଡ଼ା ହୋଇଥିଲା। ଏଥିରେ ବୋହୂ ରାଗିଯାଇ ଭାଇଙ୍କ ସହ ମିଶି ଶାଶୁଙ୍କ ତଣ୍ଡି ଚିପି ହତ୍ୟା କରିଥିବା ଜଣାପଡିଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଏହି ଘଟଣା ଜିଲାରେ ଚାଞ୍ଚଲ୍ୟ ସୃଷ୍ଟି କରିଛି


Enter your email to get our daily news in your inbox.

All Right Reserved By Dharitri.Com

ବ୍ରେକ୍ ଫେଲ୍ ଯୋଗୁଁ ମର୍ମନ୍ତୁଦ ଦୁର୍ଘଟଣା, ୨ ଡ୍ରାଇଭରଙ୍କ ମୃତ୍ୟୁ

ସୁନ୍ଦରଗଡ଼: କୋଇଡାରେ ସଡ଼କ ଦୁର୍ଘଟଣା । ମୁହାଁମୁହିଁ ଧକ୍କା ହେଲା ଦୁଇ ଟ୍ରକ । ଭୟଙ୍କର ଦୁର୍ଘଟଣାରେ ୨ ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିବା ସୂଚନା ରହିଛି...

କଂସଙ୍କ ମଥୁରା ଭ୍ରମଣ, ନନ୍ଦ ଦରବାର ଉଦ୍‌ଘାଟିତ

ମଥୁରାନଗରୀ/ଗୋପପୁର,୨୭।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ଶୁକ୍ରବାର ଥିଲା ତୃତୀୟ ଦିବସ। ଅନ୍ୟଦିନ ଭଳି କଂସ ମହାରାଜ ନିଜ ପାତ୍ରମନ୍ତ୍ରୀଙ୍କ ସହିତ ରାଜମହଲରୁ...

ଜାହାଜକୁ ଆରେଷ୍ଟ କର: ବଡ଼ ରାୟ ଦେଲେ ହାଇକୋର୍ଟ

କଟକ,୨୭।୧୨(କାର୍ତ୍ତିକ ସାହୁ):ପାରାଦୀପ ବନ୍ଦରରେ ଅଟକିଥିବା ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ ଏମ୍‌.ଏସ୍‌. ରମଣଙ୍କୁ ନେଇ ଗଠିତ ଅବକାଶକାଳୀନ ଖଣ୍ଡପୀଠ...

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri