ଆଫଗାନ ରାଷ୍ଟ୍ରଦୂତଙ୍କ ଝିଅଙ୍କୁ ଅପହରଣ

କାବୁଲ, ୧୭।୭: ପାକିସ୍ତାନରେ ଆଫଗାନିସ୍ତାନର ରାଷ୍ଟ୍ରଦୂତ ନାଜିବୁଲ୍ଲା ଅଲିଖିଲ୍‌ଙ୍କ ଝିଅଙ୍କୁ ଶୁକ୍ରବାର ଇସ୍‌ଲାମାବାଦରୁ ଅପହରଣ କରାଯାଇ ନିର୍ଯାତନା ଦିଆଯାଇଥିବା ଅଭିଯୋଗ ହୋଇଛି। ଏ ନେଇ ଆଫଗାନିସ୍ତାନ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ସିଲ୍‌ସିଲା ଅଲିଖିଲ୍‌ (୨୬) ଜିନ୍ନା ସୁପର ମାର୍କେଟରୁ ଘରକୁ ଫେରୁଥିବାବେଳେ ତାଙ୍କୁ ଅପହରଣ କରାଯାଇଥିଲା। ଅପହରଣକାରୀଙ୍କ ଠାରୁ ମୁକୁଳିବା ପରେ ସିଲ୍‌ସିଲାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏଭଳି ଅମାନବିୟ କାର୍ଯ୍ୟକୁ ଆଫଗାନ୍‌ ସରକାର ନିନ୍ଦା କରିଛନ୍ତି। ଏଥି ସହିତ ପାକିସ୍ତାନରେ ଥିବା ଆଫଗାନ କୂଟନୀତିଜ୍ଞ ଓ ସେମାନଙ୍କ ପରିବାର ସଦସ୍ୟଙ୍କ ସୁରକ୍ଷା ନେଇ ଚିନ୍ତାବ୍ୟକ୍ତ କରିଛନ୍ତି।

ଅନ୍ତର୍ଜାତୀୟ ଚୁକ୍ତି ଓ ପ୍ରତିବଦ୍ଧତାକୁ ସମ୍ମାନ ଦେଇ କୂଟନୀତିଜ୍ଞ ଏବଂ ସେମାନଙ୍କ ପରିବାର ସଦସ୍ୟଙ୍କ ସୁରକ୍ଷା ସୁନିଶ୍ଚିତ କରିବା ଲାଗି ପାକିସ୍ତାନ ସରକାରଙ୍କୁ ତୁରନ୍ତ ଆବଶ୍ୟକୀୟ ପଦକ୍ଷେପ ନେବାକୁ ଆଫଗାନିସ୍ତାନ ଆହ୍ବାନ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କ iPhone ଧରିଥିଲା କୁନି ପୁଅ, ବୋଟିଂ ସମୟରେ କରିଦେଲା ଏମିତି କାଣ୍ଡ, ୟୁଜର୍ସ ଦେଖି…

ପିଲାମାନଙ୍କ ଦୁଷ୍ଟାମୀର ଭିଡିଓ ପ୍ରତିଦିନ ସୋସିଆଲ ମିଡିଆରେ ଭାଇରାଲ ହୁଏ, କିନ୍ତୁ ଏଥର ଜଣେ କୁନି ପିଲା ଏମିତି କାରନାମା କରିଛି ଯାହା ୟୁଜର୍ସଙ୍କୁ ଚକିତ କରିଦେଇଛି।…

G7 ବୈଠକରେ ଟ୍ରମ୍ପ କାହିଁକି କହିଲେ I’m the Boss? ଜବାବ ଦେଇ କହିଲେ…

ଓ୍ବାଶିଂଟନ,୨୦।୬: ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ସମୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଉପସ୍ଥିତ ନେତାମାନଙ୍କୁ କହିଥିଲେ, “ମୁଁ ହେଉଛି ବସ୍।” ଏହା ଭାଇରାଲ ହେବା…

ହର୍ମୁଜ ପାଇଁ ଇରାନର ନୂତନ ନିୟମ: ବିନା ଅନୁମତିରେ କରିପାରିବ ନାହିଁ ଜାହାଜ ଚଳାଚଳ – ବିଶ୍ୱ ବାଣିଜ୍ୟ ଉପରେ କ’ଣ ପଡ଼ିବ ପ୍ରଭାବ? ଜାଣନ୍ତୁ…

ତେହରାନ,୨୦।୬: ଆମେରିକା ଏବଂ ଇରାନ ମଧ୍ୟରେ ହୋଇଥିବା ସମ୍ପ୍ରତିକ ଚୁକ୍ତିନାମା ପରେ, ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ ବାଣିଜ୍ୟ ପଥ ମଧ୍ୟରୁ ଗୋଟିଏ ହର୍ମୁଜ ପ୍ରଣାଳୀରେ କାର୍ଯ୍ୟକଳାପ…

ପ୍ରଧାନମନ୍ତ୍ରୀଙ୍କୁ ନିଜ ଗାଁ ବୁଲାଇବେ ରାଷ୍ଟ୍ରପତି

ବାରିପଦା,୨୦ା୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବାବେଳେ ଶନିବାର ପୂର୍ବାହ୍ନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଶାଶୁଘର ଗାଁ ମୟୂରଭଞ୍ଜର ପାହାଡ଼ପୁରରେ ପହଞ୍ଚିଛନ୍ତି। ପ୍ରଧାନମନ୍ତ୍ରୀ ରାଷ୍ଟ୍ରପତିଙ୍କ ଶାଶୁଘର…

ବିଶ୍ୱର ସବୁଠାରୁ ଚମତ୍କାର ନେତା କିଏ? ଟ୍ରମ୍ପ ଦେଲେ ଏମିତି ଉତ୍ତର ପାକିସ୍ତାନକୁ ଲାଗିବ ଜୋରଦାର ଝଟକା!

ଓ୍ବାଶିଂଟନ,୨୦।୬: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କୁ ପ୍ରଶଂସା କରିଛନ୍ତି। ଟ୍ରମ୍ପ ଉଭୟ ନେତାଙ୍କୁ ସେ ସବୁଠାରୁ…

NEET Re-Exam: NEET ଛାତ୍ରଙ୍କ ପରୀକ୍ଷା କେନ୍ଦ୍ର ଆବୁଧାବି ଜାଣିବା ପରେ କାନ୍ଦି କାନ୍ଦି ବେହାଲ ହେଲେଣି ପରୀକ୍ଷାର୍ଥୀ, ସରକାରଙ୍କୁ ଟାର୍ଗେଟ କଲେ ରାହୁଲ

ନୂଆଦିଲ୍ଲୀ,୨୦।୬: ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ନାଗପୁରର ଜଣେ ଛାତ୍ରଙ୍କୁ NEET ପୁନଃପରୀକ୍ଷା ପାଇଁ ଆବୁଧାବିରେ ଏକ ପରୀକ୍ଷା କେନ୍ଦ୍ର ଦେଇଛି। ଛାତ୍ର ଜଣକ କହିଛନ୍ତି ଯେ…

୫ ବର୍ଷରେ ୫୦୦ରୁ ଅଧିକ ସାପ ଉଦ୍ଧାର କଲେଣି ଲୋକନାଥ, ସ୍ଥାନୀୟ ଅଞ୍ଚଳବାସୀଙ୍କ ପ୍ରଶଂସା

ଅମରପାଲି,୨୦।୬(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ କେନଝିରିଆପାଲି ପଞ୍ଚାୟତ ଅନ୍ତର୍ଗତ ପୁଲେଶ୍ୱର ଗ୍ରାମର ଲୋକନାଥ ଜଗଦଲା (୩୩) ବର୍ତ୍ତମାନ ଅଞ୍ଚଳରେ ଜଣେ ପରିଚିତ ସାପ ଉଦ୍ଧାରକାରୀ…

ପାଷ୍ଟିକୁଡି ଜମି ଉଚ୍ଛେଦ: ପ୍ରଶାସନ-ସ୍ଥାୟୀ ବାସିନ୍ଦା ମୁହାଁମୁହିଁ, ବିଧାୟକ କହିଲେ…

କେସିଙ୍ଗା,୨୦।୬ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ଦେଇ ଜାତୀୟ ରାଜପଥ-୨୬ ଭବାନୀପାଟଣା ଅଭିମୁଖେ ଯାଇଛି। ଏହି ପାଷ୍ଟିକୁଡ଼ି ଗ୍ରାମର ଚାରିଛକ ଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri