ପୁଟିନଙ୍କ ଅତି ନିକଟତମ ଅଲେକଜ୍ୟାଣ୍ଡର ଦୁଗିନଙ୍କୁ ହତ୍ୟା ଉଦ୍ୟମ, କାର ବିସ୍ଫୋରଣରେ ଝିଅ ମୃତ

ମସ୍କୋ,୨୧ ।୮: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମର ପୁଟିନର ଅତି ନିକଟତମ ଆଲେକଜ୍ୟାଣ୍ଡର ଦୁଗିନଙ୍କ ଝିଅଙ୍କୁ ହତ୍ୟା କରାଯାଇଛି । ଏକ କାର ବିସ୍ଫୋରଣରେ ଆଲେକଜ୍ୟାଣ୍ଡରଙ୍କ ଝିଅ ଦରୟା ଦୁଗିନଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । କାରକୁ ବିସ୍ଫୋରଣରେ ଉଡାଇ ଦିଆଯାଇଛିଇ । ମିଳିଥିବା ସୂଚନା ଅନୁଯାୟୀ, ଆଲେକଜ୍ୟାଣ୍ଡର ଥିଲେ ଟାର୍ଗେଟରେ । ଏହି ବିସ୍ଫୋରଣ ମସ୍କୋ ନିକଟରେ ହୋଇଛି । କୁହାଯାଉଛି କି ଯେଉଁ କାରରେ ଆଲେକଜାଣ୍ଡର ଯିବାର ଥିଲା ହେଲେ ହଠାତ ଆଲେକଜ୍ୟାଣ୍ଡର ସେହି କାରରେ ନ ଯିବାକୁ ନିଷ୍ପତ୍ତି ନେଇଥିଲେ । ଏହାପରେ ତାଙ୍କ ଝିଅ ଦରିୟା ଦୁଗିନ ସେହି କାରରେ ବସି ଯାଇଥିଲେ ।
କୁହାଯାଏ ଆଲେକଜ୍ୟାଣ୍ଡର ଦୁଗିନ ରୁଷିଆ ରାଷ୍ଟ୍ରପତିଙ୍କ ଅତି ନିକଟତମ । ସେ ପୁଟିନଙ୍କ ବ୍ରେନ ଭାବେ ବେଶ ଜଣାଶୁଣା । କୁହାଯାଉଛି କି ଆଲେକଜ୍ୟାଣ୍ଡରଙ୍କୁ ହତ୍ୟା କରାଯିବାକୁ ଯୋଜନା କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ମହାର ବୃଦ୍ଧି ପାଇଁ ଇରାନ ସରକାରଙ୍କ ନୂଆ ଫର୍ମୁଲା

ତେହେରାନ,୨୨ ।୭: ଗତ କିଛି ବର୍ଷ ହେବ ଇରାନରେ ଜନ୍ମହାର କମ୍ ଏକ ସମସ୍ୟା ହୋଇ ମୁଣ୍ଡ ଟେକିଛି । ବିଶ୍ୱର କିଛି ଦେଶ ତୁଳନାରେ...

ଫିଲିପାଇନ୍ସରେ ତାଣ୍ଡବ ରଚିଲା ‘ଫନଫୋନ’: ୧୬ ମୃତ

ମନିଲା,୨୬।୧୨: ଖ୍ରୀଷ୍ଟମାସକୁ ଫିକା କରିଦେଲା ଘୂର୍ଣ୍ଣିଝଡ଼ ‘ଫନଫୋନ’। ଡିସେମ୍ବର ୨୫ରେ ଫିଲିପାଇନ୍ସରେ ଆସିଥିବା ଏହି ଘୂର୍ଣ୍ଣଝଡ଼ରେ ବ୍ୟାପକ କ୍ଷୟକ୍ଷତି ହୋଇଥିବା ସୂଚନା ମିଳିଛି। ଏପର୍ଯ୍ୟନ୍ତ ଏଥିରେ...

ୟୁକ୍ରେନ ସଙ୍କଟ: ସଂଯମତା ପାଇଁ ଭାରତର ନିବେଦନ

ନୂଆଦିଲ୍ଲୀ,୨୨ ।୨: ରୁଷିଆ-ୟୁକ୍ରେନ୍ ମଧ୍ୟରେ ବୃଦ୍ଧି ପାଉଥିବା ଯୁଦ୍ଧ ଆଶଙ୍କା ମଧ୍ୟରେ ମଙ୍ଗଳବାର ଭାରତୀୟ ସମୟ ସକାଳ ପ୍ରାୟ ୭ଟା ୩୦ରେ ଆୟୋଜିତ ହୋଇଛି ମିଳିତ...

ଲଦାଖ ପ୍ରସଙ୍ଗରେ ଚାଇନାର ବିରୋଧ

ବେଜିଂ/ନୂଆଦିଲ୍ଲୀ,୭ା୮(ପି.ଟି.): ଜମ୍ମୁ-କଶ୍ମୀରରୁ ଲଦାଖକୁ ଅଲଗା କରି ସ୍ବତନ୍ତ୍ର କେନ୍ଦ୍ରଶାସିତ ଅଞ୍ଚଳରେ ପରିଣତ କରିବା ପାଇଁ ଭାରତର ନିଷ୍ପତ୍ତିକୁ ନେଇ ମଙ୍ଗଳବାର ଆପତ୍ତି ଉଠାଇଛି ଚାଇନା। ଏହା...

ମୋଦିଙ୍କ ନାଁ ନେବାରୁ ପାକିସ୍ତାନ ନେତାଙ୍କୁ ଲାଗିଲା କରେଣ୍ଟ

ଇସ୍‌ଲାମାବାଦ.୩୦।୮: ଏବେ ଭାରତ ନାଁ ନେଉ ନେଉ ପାକିସ୍ତାନକୁ ଲାଗିଲାଣି କରେଣ୍ଟ। ଶୁକ୍ରବାର ପାକିସ୍ତାନର ରେଲ ମନ୍ତ୍ରୀ ଶେଖ୍‌ ରସିଦ୍‌ ଅହମ୍ମଦ ଏକ ଜନସଭାକୁ ସମ୍ବୋଧନ...

ଆତଙ୍କବାଦ ପ୍ରାୟୋଜିତ ଦେଶ ତାଲିକାରେ କ୍ୟୁବାର ନାମ ସାମିଲ

ୱାଶିଂଟନ,୧୨ ।୧: ଆମେରିକା ପୁଣିଥରେ କ୍ୟୁବାକୁ ଆତଙ୍କବାଦ ପ୍ରାୟୋଜିତ ଦେଶ ତାଲିକାରେ ସାମିଲ କରିଛି । ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ୱ୍ରମ୍ପଙ୍କ କାର୍ଯ୍ୟକାଳ ଶେଷ ହେବାର...

ଜୀବିତ ଅଛନ୍ତି ଟୋଲୋ ନ୍ୟୁଜର ଖବରଦାତା

କାବୁଲ,୨୬ ।୮: ଆଫଗାନିସ୍ତାନରେ ତାଲିବାନ କାୟା ବିସ୍ତାର କରିବା ପରେ ସେଠାରେ ଏବେ କେବଳ ଭୟ ହିଁ ଭୟ । ଏହାରି ଭିତରେ ଏକ ଖବର...

ଚଢ଼ାଉରୁ ବର୍ତ୍ତିବା ପାଇଁ ‘କିଲ୍‌ ସ୍ବିଚ୍‌’

ସାନ୍‌ ଫ୍ରାନ୍ସିସ୍‌କୋ/ନୂଆଦିଲ୍ଲୀ, ୧୨ା୭ : ବିଭିନ୍ନ ଦେଶରେ କ୍ୟାବ୍‌ ସର୍ଭିସ୍‌ ଦେଉଥିବା କମ୍ପାନୀ ଉବର ବିରୋଧରେ ସାଂଘାତିକ ତଥ୍ୟ ସାମ୍‌ନାକୁ ଆସିଛି। ଇଣ୍ଟରନ୍ୟାଶନାଲ କନ୍‌ସୋର୍ସିୟମ୍‌ ଅଫ୍‌...

Advertisement
Archives

Model This Week