BA ପାସ୍‌ କଲେ ଝିଅଙ୍କୁ ମିଳିବ ୧ ଲକ୍ଷ ୧ ଟଙ୍କା: ବଜେଟ୍‌ରେ ମୁଖ୍ୟମନ୍ତ୍ରୀ କଲେ ଘୋଷଣା

ଭୁବନେଶ୍ୱର,୨୦।୨: ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ ୨୦୨୬-୨୭ ଆଥିକ ବର୍ଷ ପାଇଁ ବଜେଟ୍‌ ଉପସ୍ଥାପନ କରିଛନ୍ତି । ବଜେଟ୍‌ରେ ମୁଖ୍ୟମନ୍ତ୍ରୀ କନ୍ୟା ସୁମଙ୍ଗଳ ଯୋଜନା ଘୋଷଣା କରିଛନ୍ତି। ଆର୍ଥିକ ଦୁର୍ବଳ ଝିଅଙ୍କୁ ବିଏ ତଥା ସ୍ନାତକ ପାଇଁ ଏହି ଯୋଜନା କାର୍ଯ୍ୟ କରିବ। ଗରିବ ଝିଅଙ୍କ ନାଁରେ ୨୦ ହଜାର ଟଙ୍କାର ସଞ୍ଚୟ ଉପକରଣ ସୃଷ୍ଟି ହେବ। ସ୍ନାତକ ସମାପ୍ତ ପରେ ୧ ଲକ୍ଷ ୧ ଟଙ୍କା ପ୍ରଦାନ କରାଯିବ।

ଶ୍ରୀମନ୍ଦିର ପାଇଁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ‘ସମର୍ପଣ’ ନାଁରେ…

ସେହିପରି ସୁଭଦ୍ରା ଯୋଜନା ପାଇଁ ୧୦ ହଜାର ୧୪୫ କୋଟି ଟଙ୍କା ଘୋଷଣା କରାଯାଇଛି। ଏହାଦ୍ୱାରା ୧ କୋଟିରୁ ଊଦ୍ଧର୍‌ବ ମହିଳା ଉପକୃତ ହେବେ। ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ପାଇଁ ୧୨ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

ଏଣିକି ନିଜ ଲଢ଼େଇ ନିଜର

ଦିଗପହଣ୍ଡି,୨୦ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଛାତ୍ରୀ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇଛି। ଅଧ୍ୟାପିକା ଅଞ୍ଜଳୀ ମଣ୍ଡଳଙ୍କ ସଂଯୋଜନାରେ ଅନୁଷ୍ଠିତ ଉଦଘାଟନୀ…

ମାଟି ଅତଡ଼ା ଖସି ଶ୍ରମିକଙ୍କ ମୃତ୍ୟୁ: ଜଳ ସିଞ୍ଚନ ପ୍ରକଳ୍ପ କାର୍ଯ୍ୟରେ ଅଘଟଣ

ଆନନ୍ଦପୁର,୨୦ା୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ବୁଢ଼ୀକୁଦ ଗଁା ନିକଟରେ ଚାଲିଥିବା ଜମିକୁ ଜଳ ସିଞ୍ଚନ ପ୍ରକଳ୍ପ କର୍ଯ୍ୟରେ ଶୁକ୍ରବାର ଅଘଟଣ ଘଟିଛି। ୧୫…

ସୁଭଦ୍ରା ଯୋଜନାକୁ ନେଇ ସରକାରଙ୍କ ବଡ଼ ଘୋଷଣା, ମହିଳାଙ୍କୁ ମିଳିବ…

ଭୁବନେଶ୍ୱର,୨୦।୨: ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ମାଝୀ ଚଳିତ ବର୍ଷ ପାଇଁ ୩ ଲକ୍ଷ ୧୦ ହଜାର କୋଟି ଟଙ୍କାର ବଜେଟ ଆଗତ କରିଛନ୍ତି । ଏହି…

‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବାଦ୍‌ ପଡ଼ିଥିବା ୬ ଲକ୍ଷ ଯୋଗ୍ୟଙ୍କୁ ମିଳିବ ଭତ୍ତା, ଆଉ କାହାକୁ… 

ଭୁବନେଶ୍ୱର,୨୦।୨: ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ଏଥିରେ ‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ…

ଫର୍ମଫିଲପରେ ତ୍ରୁଟି : ଓଡ଼ିଆ ବଦଳରେ ହିନ୍ଦୀ ଥିବାରୁ ଯୁକ୍ତ ୨ ପରୀକ୍ଷାରୁ ବଞ୍ଚିତ…

ନନ୍ଦପୁର,୨୦ା୨(ତୁଷାର କାନ୍ତ ମହାନ୍ତି): ଯୁକ୍ତଦୁଇ ପରୀକ୍ଷା ପାଇଁ ଫର୍ମଫିଲପ ବେଳେ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ତ୍ରୁଟି ଯୋଗୁ କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ଅଧୀନ ପାଡୁଆ ରାଧାକୃଷ୍ଣ ଉଚ୍ଚ…

ରାଜ୍ୟରେ ଛେଚିବ ପ୍ରବଳ ବର୍ଷା! ଲଘୁଚାପକୁ ନେଇ ଆସିଲା ବଡ଼ ଖବର…

ଭୁବନେଶ୍ୱର,୨୦।୨: ଆସନ୍ତା ୪୮ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା। ବିଷୁବୀୟ ଭାରତ ମହାସାଗର ଓ ସଲଂଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା…

ସ୍ବାସ୍ଥ୍ୟ ପାଇଁ ୨୩ ହଜାର କୋଟି

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri