Posted inଜାତୀୟ

କର୍ତ୍ତବ୍ୟ ପଥରେ ପତାକା ଉତ୍ତୋଳନ କଲେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ

ନୂଆଦିଲ୍ଲୀ,୨୬।୧: ସାଧାରଣତନ୍ତ୍ର ଦିବସ ପରେଡ୍‌ର ଗ୍ରାଣ୍ଡ ଇଭେଣ୍ଟ ଆରମ୍ଭ ହୋଇଛି। ଏହାପୂର୍ବରୁ ରାଷ୍ଟ୍ରପତି ଦୌପଦୀ ମୁର୍ମୁ କର୍ତ୍ତବ୍ୟ ପଥରେ ତ୍ରିରଙ୍ଗା ଉତ୍ତୋଳନ କରିଛନ୍ତି। ଚଳିତ ବର୍ଷ ସାଧାରଣତନ୍ତ୍ର ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ମୁଖ୍ୟ ଅତିଥି ଫ୍ରାନ୍ସର ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନ ମଧ୍ୟ ଉପସ୍ଥିତ ଅଛନ୍ତି।
ନୂଆଦିଲ୍ଲୀ କର୍ତ୍ତବ୍ୟ ପଥରେ ଭାରତୀୟ ସେନା ଶୌର୍ଯ୍ୟ, ସାମର୍ଥ ଏବଂ ବୀରତ୍ୱ ପ୍ରଦର୍ଶନ କରିବେ। ଏହି ଅବସରରେ ପରେଡର ଅଭିବାଦନ ଗ୍ରହଣ କରୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସାଧାରଣତନ୍ତ୍ର ଦିବସ ପାଇଁ କଡ଼ା ସୁରକ୍ଷା ବଳୟରେ ରାଜଧାନୀ ଦିଲ୍ଲୀ। ୮ହଜାରରୁ ଅଧିକ ଫୋର୍ସ ମୁତୟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ଆରମ୍ଭ ୬ ହଜାରରୁ ହେଲେ ଏବେ ୧୩ ପ୍ଲଟ୍‌, ଲକ୍‌ରରେ କୋଟି କୋଟି ଟଙ୍କା ; ଆଇଟିଡିଏ ନିର୍ବାହୀ ଯନ୍ତ୍ରୀଙ୍କ ସମ୍ପତ୍ତି ଦେଖି…

ଭୁବନେଶ୍ୱର/ବାଲିଗୁଡ଼ା,୬।୬(ତ୍ରିନାଥ ମହାନ୍ତି/ ସଞ୍ଜୟ କୁମାର ପାଣିଗ୍ରାହୀ): ଚାକିିରି ଆରମ୍ଭ କରିଥିଲେ ୬ ହଜାର ଟଙ୍କାରେ। ହେଲେ ସେ କିଛି ଦିନ ପରେ ଆୟଠାରୁ ଢେର ପରିମାଣର ଅଧିକ…

ସାଇବର ଜାଲିଆତି ସିଣ୍ଡିକେଟ୍‌ର ବଡ଼ ପର୍ଦ୍ଦାଫାଶ

ନୂଆଦିଲ୍ଲୀ,୬ା୬: କେନ୍ଦ୍ରୀୟ ଦିଲ୍ଲୀ ପୋଲିସ ମାସେବ୍ୟାପୀ ଚଢ଼ାଉ କରି ୭ଟି ଆନ୍ତଃରାଜ୍ୟ ସାଇବର ଜାଲିଆତି ସିଣଣ୍ଡିକେଟ୍‌ର ପର୍ଦ୍ଦାଫାଶ କରିବା ସହ ୧୪ ଜଣଙ୍କୁ ଗିରଫ କରିଛି। ଜଣେ…

ପେଟ୍ରୋଲ ପମ୍ପ ଛାଡ଼ନ୍ତୁ, ଘର ଆଗରେ ଲଗାନ୍ତୁ EV ଚାର୍ଜିଂ ଷ୍ଟେଶନ; କେଇଦିନରେ ବଦଳିଯିବ ଆପଣଙ୍କ ଭାଗ୍ୟ!

ନୂଆଦିଲ୍ଲୀ,୬।୫: ଦିନ ଥିଲା ଯେତେବେଳେ ପେଟ୍ରୋଲ ପମ୍ପର ମାଲିକ ହେବା ପ୍ରତ୍ୟେକ ବ୍ୟବସାୟୀଙ୍କ ପାଇଁ ଏକ ବଡ଼ ସ୍ବପ୍ନ ଥିଲା। କିନ୍ତୁ ବଦଳୁଥିବା ସମୟ ସହିତ ଏହି…

କାଳବୈଶାଖୀରେ ଭାଙ୍ଗିଲା ଘର କାନ୍ଥ, ବାସହରା ହୋଇପଡ଼ିଛନ୍ତି ବୈବସତଙ୍କ ପରିବାର

ରିଷିଡ଼ା,୬ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ବୈବସତ ରଣା ପିତା ସତ୍ୟ ରଣାଙ୍କ ପରିବାର ଆବାସ ଯୋଜନାରୁ ବଞ୍ଚିତ ହୋଇ ଦୟନୀୟ ଭାବେ…

ମାଡ଼ି ଆସିଲା କାଳବୈଶାଖୀ: କେଇ ମିନିଟରରେ ଛାରଖାର ହୋଇଗଲା ଜନତା ମଇଦାନ

ଭୁବନେଶ୍ବର,୬।୬: ରାଜଧାନୀ ଭୁବନେଶ୍ବରରେ ମାଡ଼ି ଆସିଲା କାଳବୈଶାଖୀ। କେଇ ମିନିଟର ଝଡତୋଫାନ ବର୍ଷାରେ ଛାରଖାର ହୋଇଗଲା ଜନତା ମଇଦାନ। ଜନତା ମଇଦାନରେ ଅନ୍ତର୍ଜାତୀୟ ଟ୍ରେଡ ଫେୟାର ପାଇଁ…

କାହିଁକି ପାକିସ୍ତାନରେ ବାରମ୍ବାର କମୁଛି ପେଟ୍ରୋଲ ଦର? ପୁଣି ୪ ଟଙ୍କା ଶସ୍ତା ହେଲା ପେଟ୍ରୋଲ, ଡିଜେଲ ଦର ଅପରିବର୍ତ୍ତିତ

ଇସଲାମାବାଦ,୬।୬: ଇରାନ-ଆମେରିକା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀ ସଙ୍କଟ ମଧ୍ୟରେ, ପାକିସ୍ତାନ ସରକାର ପେଟ୍ରୋଲର ମୂଲ୍ୟ ଲିଟର ପିଛା ୪ ଟଙ୍କା ହ୍ରାସ କରି ଜନସାଧାରଣଙ୍କୁ କିଛି…

୮ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ! IMDର ପୂର୍ବାନୁମାନ

ଭୁବନେଶ୍ୱର,୬।୬: ୮ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ! ପ୍ରବଳ ଗରମ ଓ ଗୁଳୁଗୁଳିରୁ ଶୀଘ୍ର ମିଳିପାରେ ମୁକ୍ତି। ଆଗାମୀ ୬ରୁ ୮ ଦିନ ମଧ୍ୟରେ ଓଡ଼ିଶା…

ବ୍ରିଜ ଉପରୁ ୪୦ ଫୁଟ ତଳକୁ ଡେଇଁ ଆତ୍ମହତ୍ୟା କଲେ ବ୍ୟକ୍ତି

ପାଟଣା,୬ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ମୁଖ୍ୟାଳୟ ବୈତରଣୀ ନଦୀ ବ୍ରିଜ୍‌ ଉପରୁ ୪୦ଫୁଟ ତଳକୁ ଶନିବାର ୨ଟା ବେଳେ ଡେଇଁ ଜଣେ ୫୫ ବର୍ଷୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri