Posted inଖେଳ

ଗେଣ୍ଡା ଫୁଲ୍‌ ଗୀତ ଗାଇବା ଅଭ୍ୟାସ କରୁଛନ୍ତି ଏହି କ୍ରିକେଟର

କରୋନା ଭାଇରସ୍‌ ଯୋଗୁ ଗତ ଦୁଇ ମାସ ହେବ କୌଣସି ମ୍ୟାଚ୍‌ ଆୟୋଜନ କରାଯାଇ ନାହିଁ। ଫଳରେ ଖେଳାଳିମାନେ ଲକ୍‌ଡାଉନ୍‌ରେ ନିଜ ପରିବାର ସହ ସମୟ ବିତାଉଛନ୍ତି। ଏହି ସମୟରେ ଅଷ୍ଟ୍ରେଲିଆ କ୍ରିକେଟର୍‌ ଡେଭିଡ୍‌ ଓ୍ବାର୍ଣ୍ଣର ସୋସିଆଲ ମିଡିଆରେ ବେଶ୍‌ ଆକ୍ଟିଭ୍‌ ଅଛନ୍ତି। ସେ ଟିକ୍‌ଟକ୍‌ରେ ପ୍ରତିଦିନ ମଜାଦାର୍‌ ଭିଡିଓ ଶେୟାର କରୁଛନ୍ତି। ନିକଟରେ ସେ ବଙ୍ଗଳାର ଲୋକପ୍ରିୟ ଗେଣ୍ଡାଫୁଲ ଗୀତ ଗାଉଥିବା ଭିଡିଓ ଇନ୍‌ଷ୍ଟ୍ରଗାମରେ ଶେୟାର କରିଛନ୍ତି। ହାତରେ ମୋବାଇଲ୍‌ କାନରେ ଇୟରଫୋନ୍‌ ଦେଇ ଗେଣ୍ଡାଫୁଲ୍‌ ଗୀତକୁ ଶୁଣି ଗାଇବାକୁ ଚେଷ୍ଟା କରୁଛନ୍ତି। ତାଙ୍କୁ ଦେଇ ହସି ହସି ଗଡିଛନ୍ତି ତାଙ୍କ ଦୁଇ ଝିଅ। ପୂର୍ବରୁ ମଧ୍ୟ ଓ୍ବାର୍ଣ୍ଣରଙ୍କୁ ବିଭିନ୍ନଜ ବଲିଉଡ୍‌ ଗୀତରେ ଡ୍ୟାନ୍ସ କରୁଥିବାର ଦେଖାଯାଇଥିଲା।

https://www.instagram.com/p/CB9rCOEJLCZ/?utm_source=ig_web_copy_link


Enter your email to get our daily news in your inbox.

All Right Reserved By Dharitri.Com

ରାତିଅଧରେ ଫାର୍ମ ହାଉସକୁ ଡାକିନେଇ ଗ୍ରାମ୍ୟକମିଟି ସଭ୍ୟଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ: ମରିଗଲା ଭାବି…

ଦିଗପହଣ୍ଡି,୪|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମର ଗ୍ରାମ୍ୟକମିଟିର ପ୍ରମୁଖ ସଭ୍ୟ ବନମାଳୀ ବିଷୋୟୀଙ୍କ ପୁଅ ପ୍ରେମା ଓରଫ ପ୍ରେମାନନ୍ଦ…

ପାକିସ୍ତାନର ବୟାନବାଜି: ‘ବଞ୍ଚିବା ପାଇଁ ଭାରତର ସାହାରା ନେବାକୁ ପଡୁଛି’, ଜାଣନ୍ତୁ କିଏ କହିଲେ ଏମିତି ଯାହା ହେଉଛି ଭାଇରାଲ

ଇସଲାମାବାଦ,୪।୯: ମୋହସିନ ନକଭି ପାକିସ୍ତାନ କ୍ରିକେଟ ବୋର୍ଡର ଅଧ୍ୟକ୍ଷ ହେବା ପରଠାରୁ, ପାକିସ୍ତାନ କ୍ରିକେଟ ନିମ୍ନଗାମୀ ହୋଇ ପଡ଼ିଛି, ରାସ୍ତାରେ ଗମ୍ଭୀର ଅଭିଯୋଗର ସମ୍ମୁଖୀନ ହେଉଛି। ଦଳ…

୧ ଅକ୍ଟୋବରରୁ SBIର ନୂଆ ନିୟମ: ସାଲାରି ଆକାଉଣ୍ଟଧାରୀଙ୍କ ପାଇଁ ଲାଗିବ ଚାର୍ଜ, ଜାଣନ୍ତୁ କେତେ…

ନୂଆଦିଲ୍ଲୀ,୪।୯: ଦେଶର ସବୁଠାରୁ ବଡ଼ ସରକାରୀ ବ୍ୟାଙ୍କ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ (SBI) ନିଜ ସାଲାରି ପ୍ୟାକେଜ ଆକାଉଣ୍ଟ ହୋଲ୍ଡରଙ୍କ ପାଇଁ ATM ଟ୍ରାଞ୍ଜାକ୍ସନ ନିୟମରେ…

ମଣିଷ ଭଳି ଭାବିବ AI! OpenAI ଲଞ୍ଚ କଲା GPT-6 Astra

ନୂଆଦିଲ୍ଲୀ,୪।୯: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ କ୍ଷେତ୍ରରେ ଆଉ ଏକ ବଡ଼ ପଦକ୍ଷେପ ନେଇଛି OpenAI । କମ୍ପାନୀ ନିଜର ନୂଆ AI ମଡେଲ୍ GPT-6 Astraର ରୋଲ୍‌ଆଉଟ୍ ଆରମ୍ଭ…

Vaibhav Sooryavanshi ଖେଳିବେ ନା ନାହିଁ? ନିଷ୍ପତ୍ତି ଗୌତମ ଗମ୍ଭୀରଙ୍କ ଉପରେ ନିର୍ଭର କରେ

ନୂଆଦିଲ୍ଲୀ,୪।୯: ଦକ୍ଷିଣ ଜୋନ ଏବଂ ପୂର୍ବ ଜୋନ ମଧ୍ୟରେ ଦୁଲୀପ ଟ୍ରଫି ଫାଇନାଲ ସେପ୍ଟେମ୍ବର 6 ରୁ ଚେନ୍ନାଇରେ ଖେଳାଯିବାର କାର୍ଯ୍ୟକ୍ରମ ରହିଛି। ଏହି ମ୍ୟାଚରେ Vaibhav…

ମେଲୋନିଙ୍କୁ ଖାସ୍‌ ମେସେଜ୍‌ ପଠାଇଲେ ମୋଦି, କହିଲେ ଡିୟର…ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୪।୯: ଇଟାଲୀର ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି ଏକ ନୂଆ ରାଜନୈତିକ ରେକର୍ଡ ସୃଷ୍ଟି କରିଛନ୍ତି। ଏହି ଉପଲବ୍ଧି ପାଇଁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେଲୋନିଙ୍କୁ ଅଭିନନ୍ଦନ…

ସିଏମ୍‌ କିଷାନ ମେଳାରେ ଚାଷୀଙ୍କ ବିକ୍ଷୋଭ: ଅତିଥି ଭାଷଣ ଦେବାବେଳେ…

ନୟାଗଡ଼,୪ା୯(ଲୋକନାଥ ମିଶ୍ର): ନୟାଗଡ଼ ବ୍ଲକରେ ଶୁକ୍ରବାର ଅନୁଷ୍ଠିତ ସିଏମ୍‌ କିଷାନ ମେଳାରେ ଚାଷୀମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଖଣ୍ଡପଡ଼ା ବିଧାୟକ ଦୁଷ୍ମନ୍ତ ସ୍ବାଇଁ, ଜିଲା ମୁଖ୍ୟ କୃଷି…

ଜନ୍ମାଷ୍ଟମୀରେ ଗ୍ରହଙ୍କ ମହାସଂଯୋଗ: ଆଜିଠୁ ଆରମ୍ଭ ହେଲା କର୍କଟ ସମେତ ୪ ରାଶିଙ୍କ ଭଲ ଦିନ, ମାଲାମାଲ ହେବା ସହ…

ଧାର୍ମିକ ଦୃଷ୍ଟିରୁ ଜନ୍ମାଷ୍ଟମୀ ଦିନଟି ବେଶ ଗୁରୁତ୍ୱପୂର୍ଣ୍ଣ। ତେବେ ୨୦୨୬ର ଜନ୍ମାଷ୍ଟମୀ ଜ୍ୟୋତିଷ ଦୃଷ୍ଟିରୁ ମଧ୍ୟ ବିଶେଷ ବୋଲି କୁହାଯାଉଛି। ଜ୍ୟୋତିଷ ଅନୁସାରେ, ସେପ୍ଟେମ୍ବର ୪ ତାରିଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri