ସମାଲୋଚନା କଲେ ଓ୍ବାର୍ନର: ଜବାବ ରଖିଲା ଏୟାର ଇଣ୍ଡିଆ

ନୂଆଦିଲ୍ଲୀ,୨୩ା୩: ଅଷ୍ଟ୍ରେଲିଆର ପୂର୍ବତନ କ୍ରିକେଟର ଡେଭିଡ ଓ୍ବାର୍ନର ଶନିବାର ଏୟାର ଇଣ୍ଡିଆକୁ ସୋସିଆଲ ମିଡିଆ ଜରିଆରେ ସମାଲୋଚନା କରିଛନ୍ତି। ପାଇଲଟ ନ ଥିବା ବିମାନରେ ଆମକୁ ବସାଇ ଦିଆଯାଇଥିଲା। ଘଣ୍ଟା ଘଣ୍ଟା ଧରି ଆମେ ବିମାନରେ ଅପେକ୍ଷା କରି ରହିଥିଲୁ। ବିମାନ ଉଡାଇବା ପାଇଁ ପାଇଲଟ ନ ଥିବା ଜାଣିବା ପରେ ବି ତୁମେ କାହିଁକି ଯାତ୍ରୀଙ୍କୁ ବିମାନରେ ବସାଇବ ବୋଲି ଓ୍ବାର୍ନର ଏକ୍ସ’ରେ ପୋଷ୍ଟ କରିଥିଲେ।

ଏହାର ଉତ୍ତରରେ ଏୟାର ଇଣ୍ଡିଆ ପକ୍ଷରୁ କୁହାଯାଇଛି ଯେ, ପ୍ରତିକୂଳ ପାଣିପାଗ ଯୋଗୁ ଅନେକ ବିମାନର ରୁଟ୍‌ରେ ପରିବର୍ତ୍ତନ କରାଯାଇଥିଲା। ଏହି କାରଣରୁ ସମସ୍ତ ଏୟାରଲାଇନ୍ସରେ ବିଳମ୍ବ ହୋଇଥିଲା। ଫଳରେ ଉଡାଣ ଆରମ୍ଭ କରିବାରେ ବିଳମ୍ବ ହୋଇଥିଲା। ଆପଣଙ୍କ ଧୈର୍ଯ୍ୟକୁ ଆମେ ପ୍ରଶଂସା କରୁଛୁ ବୋଲି ଏୟାର ଇଣ୍ଡିଆ ପକ୍ଷରୁ ଜବାବ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଛାତ୍ରଙ୍କ ଅଜାଣତରେ ଶିକ୍ଷା ଋଣ ଅଭିଯୋଗ

ଭବାନୀପାଟଣା,୩୦୪(ଉତ୍ତମ କୁମାର ଦାଶ): ତଫସିଲଭୁକ୍ତ ଜାତି(ଏସ୍‌ସି) ଏବଂ ତଫସିଲଭୁକ୍ତ ଜନଜାତି(ଏସ୍‌ଟି) ଛାତ୍ରୀଛାତ୍ରଙ୍କୁ ଉଚ୍ଚଶିକ୍ଷା ପାଇଁ ସରକାର ଆର୍ଥିକ ସହାୟତା ଦେଉଛନ୍ତି। ଏହାଦ୍ବାରା ସେମାନେ ପାଠପଢ଼ା ପ୍ରତି...

ଗଞ୍ଜାମ ହେବ ଯକ୍ଷ୍ମାରୋଗୀ ମୁକ୍ତ, ଅନ୍ୟ ଜିଲା ପାଇଁ ପାଲଟିବ ଉଦାହରଣ

ଭଞ୍ଜନଗର,୩୦ା୪(ବାବୁଲା ପ୍ରଧାନ): ଯକ୍ଷ୍ମା ରୋଗ ଏକ ସଂକ୍ରମଣ ରୋଗ। ଏହା ଜଣକଠାରୁ ଅନ୍ୟ ଜଣକୁ ବ୍ୟାପିଥାଏ। ଶରୀରରେ ରୋଗ ପ୍ରତିରୋଧକ ଶକ୍ତି କମିଲେ ମୁଖ୍ୟତଃ ଏହି...

Gold prices drop Today: ଅକ୍ଷୟ ତୃତୀୟାରେ କମିଗଲା ସୁନା ଦର! ଜାଣନ୍ତୁ ମେକିଂ ଚାର୍ଜ ଓ GST ମିଶାଇ ଦେବାକୁ ପଡିବ କେତେ ଟଙ୍କା?

ଭୁବନେଶ୍ୱର, ୩୦।୪: ଅକ୍ଷୟ ତୃତୀୟା ଅବସରରେ ଭାରତରେ ସୁନାର ଦରରେ ସାମାନ୍ୟ ହ୍ରାସ ଦେଖାଯାଇଛି। ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନାର ମୂଲ୍ୟ ପ୍ରାୟ...

ପୁରୁଷୋତ୍ତମପୁରରେ ଅଖିମୁଠି ଅନୁକୂଳ: ହଳିଆ ଗୀତରେ ପ୍ରକମ୍ପିତ ହେଲା କ୍ଷେତ

ପୁରୁଷୋତ୍ତମପୁର,୩୦ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସ୍ବପ୍ନେଶ୍ବର କୃଷକ ସଂଘ ପକ୍ଷରୁ ପବିତ୍ର ଅକ୍ଷୟ ତୃତୀୟା ଉତ୍ସବ ବୁଧବାର ଅନୁଷ୍ଠିତ ହୋଇଥିବା ବେଳେ ଚଷା ପୁଅର...

ଆଖିମୁଠି ଅନୁକୂଳ କଲେ କଂଗ୍ରେସ ଜିଲା ସଭାପତି

କେନ୍ଦୁଝର,୩୦।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କୃଷି ଓ କୃଷକର ମହାନ ପର୍ବ ଅକ୍ଷୟ ତୃତୀୟା ସାରା ଦେଶରେ ମହା ଆଡମ୍ବର ସହକାରେ ଚାଷୀମାନେ ପାଳନ କରୁଛନ୍ତି। କେନ୍ଦୁଝର...

ଏହି ମୁସ୍‌ଲିମ ଦେଶରେ ଛାଡ଼ପତ୍ର ପରେ ଖୁସି ମନାନ୍ତି ମହିଳା, ରହିଛି ନିଜସ୍ବ ବଜାର

ବିଶ୍ୱରେ ଏପରି ଅନେକ ଦେଶ ଅଛି, ଯେଉଁଠାରେ ଘଟୁଥିବା ଅନନ୍ୟ ଘଟଣା ପାଇଁ ଜଣାଶୁଣା। ଏପରି କିଛି କଥା ଏହି ଦେଶ ବିଷୟରେ ଜାଣି ଲୋକମାନେ...

Pahalgam Attackରେ ପାକିସ୍ତାନ ସହ ଏମାନଙ୍କର ଅଛି ବଡ଼ କନେକ୍ସନ, ଭାରତ ହାତରେ ଲାଗିଲା ସାଂଘାତିକ ପ୍ରମାଣ

ଶ୍ରୀନଗର, ୩୦।୪: ଜମ୍ମୁ ଓ କଶ୍ମୀରର ପହଲଗାମରେ ଏପ୍ରିଲ ୨୨ ତାରିଖରେ ଘଟିଥିବା ଭୟଙ୍କର ଆତଙ୍କବାଦୀ ଆକ୍ରମଣରେ ୨୬ ଜଣଙ୍କର ମୃତ୍ୟୁ ଘଟିଛି। ତେବେ ଏହି...

ଭାରତରେ ଥିବା ପାକ୍‌ ନାଗରିକଙ୍କୁ ମିଳିଲା ଆଶ୍ୱସ୍ତି, କରିପାରିବେ ପୁନଃ ଭିଜା ଆବେଦନ

ନୂଆଦିଲ୍ଲୀ,୩୦ା୪: ଭାରତରେ ରହିଯାଇଥିବା ପାକ୍‌ ନାଗରିକଙ୍କ ପାଇଁ ଖୁସି ଖବର। ପାକ୍‌ ନାଗରିକମାନେ ମେ’ ୧୦ରୁ ଜୁଲାଇ ୧୦ ଭିତରେ ପୁନଃ ଭିଜା ଆବେଦନ କରିପାରିବେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri