ପୁରୁଣା ଟିମ୍‌କୁ ଫେରିଲେ ଓ୍ବାର୍ନର: ଜାଣନ୍ତୁ କେତେରେ ହେଲେ ବିକ୍ରି…

ବେଙ୍ଗାଲୁରୁ,୧୨।୨: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ୧୫ତମ ସଂସ୍କରଣ ଲାଗି ମେଗା ନିଲାମ ପ୍ରକ୍ରିୟା ଜାରି ରହିଛି। ଏଥିରେ ଅଷ୍ଟ୍ରେଲିୟ ଖେଳାଳିଙ୍କ ପାଇଁ ବହୁତ ଚାହିଦା ରହିଥିବା ବେଳେ ଚଳିତ ଥର ୪୭ ଖେଳାଳି ସେମାନଙ୍କ ନାମ ପଞ୍ଜିକରଣ କରିଥିଲେ। ସେଥିରୁ ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌ ଡେଭିଡ୍‌ ଓ୍ବାର୍ନରଙ୍କୁ ଶୀର୍ଷ ବେସ୍‌ ପ୍ରାଇସ୍‌ ବର୍ଗ(୨ କୋଟି ଟଙ୍କାରେ ସ୍ଥାନ ମିଳିଛି। ତେବେ ଚଳିତ ଥର ଓ୍ବାର୍ନରଙ୍କୁ ଦିଲ୍ଲୀ କ୍ୟାପିଟାଲ୍ସ ୬ କୋଟି ୨୫ ଲକ୍ଷ ଟଙ୍କାରେ କିଣିଛି।

୩୫ ବର୍ଷୀୟ ଓ୍ବାର୍ନର ଏଯାବତ ଆଇପିଏଲ୍‌ରେ କେବଳ ଦୁଇଟି ଟିମ୍‌ ପାଇଁ ଖେଳିଛନ୍ତି। ପ୍ରଥମେ ଦିଲ୍ଲୀ ଟିମ୍‌ର ସେ ଅଂଶ ଥିବା ବେଳେ ଏବେ ସେ ପୁରୁଣା ଦଳକୁ ଫେରିଛନ୍ତି। ସେହିଭଳି ସେ ସନରାଇଜର୍ସ ହାଇଦ୍ରାବାଦ ସହ ଜଡିତ ଥିଲେ। ତାଙ୍କ ଅଧିନାୟକତ୍ୱରେ ଦଳ ଟାଇଟଲ ମଧ୍ୟ ଜିତିଥିଲା।

ଏଯାବତ ଓ୍ବାର୍ନର ୧୫୦ ଆଇପିଏଲ୍‌ ମ୍ୟାଚ୍‌ ଖେଳିଥିବା ବେଳେ ସେ ୫୪୪୯ ରନ୍‌ ସ୍କୋର କରିଛନ୍ତି। ସେଥିରେ ୪ ଶତକ ଏବଂ ୫୦ ଅର୍ଦ୍ଧଶତକ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟ କୋଚ୍‌ ପଦବୀରୁ ଅବ୍ୟାହତି ନେଲେ ବାହାଦୁର ସିଂ

ନୂଆଦିଲ୍ଲୀ, ୮ା୭ (ପି.ଟି.)-ଭାରତୀୟ ଆଥଲେଟିକ୍ସ କୋଚ୍‌ ପଦବୀରୁ ବାହାଦୁୁର ସିଂ ଅବ୍ୟାହତି ନେଇଛନ୍ତି। ସେ ଦୀର୍ଘ ୨୫ବର୍ଷ ଧରି ଏହି ପଦବୀରେ ଥିଲେ। ଭାରତରେ କୌଣସି...

ଇଂଲଣ୍ଡ ବିଶ୍ୱକପ୍‌ ଦଳରେ ଆର୍ଚର

ଲଣ୍ଡନ,୨୧ା୫- ପାକିସ୍ତାନ ବିପକ୍ଷ ଦିନିକିଆ ସିରିଜ୍‌ରେ ଷ୍ଟାଣ୍ଡ ବାଇ ଭାବେ ରଖାଯାଇଥିବା ଜୋର୍ଫା ଆର୍ଚରଙ୍କୁ ବିଶ୍ୱକପ୍‌ ଲାଗି ମଙ୍ଗଳବାର ଘୋଷିତ ଇଂଲଣ୍ଡ ଦଳରେ ସ୍ଥାନ ମିଳିଛି।...

ଜାତୀୟ ମହିଳା ରେସ୍‌ଲିଂ କ୍ୟାମ୍ପ ଅକ୍ଟୋବର ୧୦ରୁ

ନୂଆଦିଲ୍ଲୀ, ୩୦ା୯ (ପି.ଟି.)-ଜାତୀୟ ମହିଳା ରେସ୍‌ଲିଂ କ୍ୟାମ୍ପ ଅକ୍ଟୋବର ୧୦ରୁ ଲକ୍ଷ୍ନୌସ୍ଥିତ ସାଇ ସେଣ୍ଟରରେ ଆରମ୍ଭ ହେବ। ଏଥିରେ ଯେଉଁମାନ ଅଂଶଗ୍ରହଣ ନ କରିବେ ଜାତୀୟ...

ସୂର୍ଯ୍ୟକୁମାର ଯାଦବଙ୍କୁ ମିଳିଲା ବଡ଼ ଉପହାର

ନୂଆଦିଲ୍ଲୀ,୧୯।୩: ଇଂଲଣ୍ଡ ବିପକ୍ଷ ତିନି ମ୍ୟାଚ ବିଶିଷ୍ଟ ଏକଦିବସୀୟ ସିରିଜ ପାଇଁ ଶୁକ୍ରାବାର ଭାରତୀୟ କ୍ରିକେଟ ଦଳ ଘୋଷଣା କରାଯାଇଛି। ବିସିସିଆଇ ଟୁଇଟ୍‌ ଯୋଗେ ୧୮...

ରବି ଶାସ୍ତ୍ରୀ-ବିରାଟ କୋହଲିଙ୍କୁ ଏହି କ୍ଷେତ୍ରରେ ସର୍ବାଧିକ ଧ୍ୟାନ ଦେବାର ଆବଶ୍ୟକତା ରହିଛି: ଭିଭିଏସ୍‌ ଲକ୍ଷ୍ମଣ

ନୂଆଦିଲ୍ଲୀ,୩୧।୭: ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜ ପୂର୍ବରୁ ପୂର୍ବତନ ଭାରତୀୟ କ୍ରିକେଟର ଭିଭିଏସ୍‌ ଲକ୍ଷ୍ମଣ ଦଳକୁ ଏକ ଗୁରୁତ୍ୱପୂର୍ଣ୍ଣ ପରାମର୍ଶ ଦେଇଛନ୍ତି। ଷ୍ଟାର ସ୍ପୋଟ୍ସର ଶୋ’...

ଆଜି ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପ୍ରଥମ ଦିନିକିଆ: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ମ୍ୟାଚ୍‌

ପୋର୍ଟ ଅଫ୍‌ ସ୍ପେନ୍‌,୨୨ା୭: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ପ୍ରଥମ ମ୍ୟାଚ୍‌ ଆଜି ପୋର୍ଟ ଅଫ୍‌ ସ୍ପେନ୍‌ରେ ଖେଳାଯିବ।...

କାନ୍‌ପୁରରେ ଜନ୍ମ, ଇଂଲଣ୍ଡ ପାଇଁ ଖେଳିଥିଲେ କ୍ରିକେଟ; ପାକିସ୍ତାନ ହାରିବା ପରେ ହୋଟେଲ୍‌ ରୁମ୍‌ରୁ ମିଳିଥିଲା ଉଲଗ୍ନ ମୃତଦେହ

ନୂଆଦିଲ୍ଲୀ,୧୮।୩: କ୍ରିକେଟ ଇତିହାସରେ ଏଭଳି କିଛି ଘଟଣା ଘଟିଛି ଯାହା ଏବେ ବି ଅନେକଙ୍କୁ ଚକିତ କରେ। ୨୦୦୭ ମସିହା ଆଜିର ଦିନ(ମାର୍ଚ୍ଚ ୧୮)ରେ କ୍ରିକେଟ...

ଭାରତକୁ ପ୍ରଥମ ଟେଷ୍ଟ ବିଜୟର ସ୍ବାଦ ଚଖାଇଥିଲେ ଏହି କିମ୍ବଦନ୍ତୀ କ୍ରିକେଟର

କିମ୍ବଦନ୍ତୀ ଭାରତୀୟ କ୍ରିକେଟର ବିଜୟ ହଜାରେଙ୍କର ଆଜି ୧୦୬ତମ ଜନ୍ମ ଦିବସ। ସେ ମାର୍ଚ୍ଚ ୧୧, ୧୯୧୫ରେ ଜନ୍ମଗ୍ରହଣ କରିଥିଲେ। ୧୯୫୨ରେ ବିଜୟ ହଜାରେଙ୍କ ନେତୃତ୍ୱରେ...

Advertisement
Archives

Model This Week