Posted inଜାତୀୟ

ଦାଉଦ କହିଥିଲେ ସେଥିପାଇଁ ମୋଦି-ଯୋଗୀଙ୍କୁ ଜୀବନରେ ମାରିବାକୁ ଧମକ ଦେଇଥିଲି: ସ୍ବୀକାର କଲେ ଅଭିଯୁକ୍ତ…

ମୁମ୍ବାଇ,୨୧।୧୧ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ପ୍ରତି ବିପଦ ଥିବା ଘଟଣାରେ ଏକ ବିପଜ୍ଜନକ ପର୍ଦ୍ଦାଫାଶ ହୋଇଛି।  ଧରାପଡିଥିବା କାମ୍ରାନ ନାମକ ଅଭିଯୁକ୍ତ ଦାବି କରିଛନ୍ତି ଏହି କାମ ତାଙ୍କୁ ବିଦେଶରେ ବସିଥିବା କୁଖ୍ୟାତ ଡନ ଦାଉଦ ଇବ୍ରାହିମ ପ୍ରଦାନ କରିଛନ୍ତି। ବର୍ତ୍ତମାନ, ଆଇପିସିର ଧାରା ୫୦୫ (୨) ଅନୁଯାୟୀ ଏହି ମାମଲାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି।

ସୋମବାର ବିଳମ୍ବିତ ରାତିରେ ଜଣେ ବ୍ୟକ୍ତି ମୁମ୍ବାଇର ପୋଲିସ କଣ୍ଟ୍ରୋଲ ରୁମକୁ ଫୋନ କରି ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଜୀବନରେ ମାରିବାକୁ ଧମକ ଦେଇଥିଲେ। କେବଳ ଏତିକି ନୁହେଁ, ଅଭିଯୁକ୍ତ ମୁମ୍ବାଇ ମହାନଗରରେ ସରକାରୀ ପରିଚାଳିତ ସାର୍‌ ଜେଜେ ହସ୍ପିଟାଲକୁ ବିସ୍ଫୋରଣ କରି ଉଡାଇ ଦେବାକୁ ଧମକ ଦେଇଥିଲେ। କଲ ଅନୁସନ୍ଧାନ କରି ଅଭିଯୁକ୍ତକୁ ଗିରଫ କରାଯାଇଥିଲା। ପଚରାଉଚରା ସମୟରେ ସେ ଏଭଳି କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଏନ୍‌ଇଇଟି ବାତିଲ

ମେଡିକାଲ, ଇଞ୍ଜିନିୟରିଂ ଭଳି ଅତି ପ୍ରତିଦ୍ୱନ୍ଦ୍ୱିତାମୂଳକ ପ୍ରବେଶିକା ପରୀକ୍ଷାରେ ବାରମ୍ବାର ଅନିୟମିତତା ଦେଖାଦେବା ଦେଶର ଶିକ୍ଷା ବ୍ୟବସ୍ଥା ଓ ପରିଚାଳନା ସହିତ ଶିକ୍ଷା ମନ୍ତ୍ରଣାଳୟର ଅପାରଗତାକୁ ବାରମ୍ବାର…

ସୁନା-ରୁପାକୁ ନେଇ କେନ୍ଦ୍ର ସରକାର କଲେ ବଡ଼ ଘୋଷଣା: ମୋଦିଙ୍କ ଅପିଲ ପରେ…

ନୂଆଦିଲ୍ଲୀ,୧୩।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ନାଗରିକମାନଙ୍କୁ ଅତି କମରେ ଗୋଟିଏ ବର୍ଷ ପାଇଁ ସୁନା କିଣିବାରୁ ନିବୃତ୍ତ ରହିବାକୁ ନିବେଦନ କରିଛନ୍ତି। ଏହି ସମୟରେ ଏକ…

ସୌମ୍ୟ ହତ୍ୟା ମାମଲାରେ ଚାଞ୍ଚଲ୍ୟକର ଖୁଲାସା: ଘଟଣା ଦିନ ନେଇଥିଲେ…

ଭୁବନେଶ୍ୱର,୧୩।୫(ତ୍ରିନାଥ ମହାନ୍ତି):ଯୁବତୀଙ୍କୁ ଅସଦାଚରଣ ଓ ବଳାତ୍କାର ଉଦ୍ୟମ କରିଥିବା ଜିଆର୍‌ପି କନ୍‌ଷ୍ଟେବଲ୍‌ ସୌମ୍ୟରଞ୍ଜନ ସ୍ବାଇଁଙ୍କ ହତ୍ୟା ମାମଲାରେ କ୍ରାଇମ୍‌ବ୍ରାଞ୍ଚର ତଦନ୍ତକୁ ୩ଦିନ ପୂରିଲାଣି। ରବିବାର ରାତିରେ ଉପରଠାଉରିଆ…

ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣା ପ୍ରଶ୍ନ ଶୁଣି ଏମିତି ପ୍ରତିକ୍ରିୟା ଦେଲେ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର,୧୩ା୫(ସୁନିତ୍‌ ମିଶ୍ର):ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌ହେବା ଘଟଣାକୁ ନେଇ ଦେଶବ୍ୟାପୀ ଛାତ୍ରୀଛାତ୍ରମାନେ ଜୋର୍‌ଦାର ପ୍ରତିବାଦ ଆରମ୍ଭ କରିଛନ୍ତି। ଏହାଦ୍ୱାରା ଦେଶର ୨୨ ଲକ୍ଷରୁ ଊର୍ଦ୍ଧ୍ୱ ପରୀକ୍ଷାର୍ଥୀଙ୍କ ପରିଶ୍ରମ ଏବଂ…

ମୁଲାୟମ ସିଂହ ଯାଦବଙ୍କ ସାନ ପୁଅର ଅକାଳ ମୃତ୍ୟୁ: ହଠାତ୍‌ ଘଟିଲା…

ଲକ୍ଷ୍ନୌ,୧୩।୫: ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ତଥା ଅପର୍ଣ୍ଣା ଯାଦବଙ୍କ ସ୍ବାମୀ ପ୍ରତୀକ ଯାଦବଙ୍କ ଦେହାନ୍ତ ହୋଇଛି। ସେ ଲକ୍ଷ୍ନୌର ଏକ ହସ୍ପିଟାଲରେ ଶେଷନିଶ୍ୱାସ ତ୍ୟାଗ…

ବିକ୍ରି ପରିମାଣ ନେଇ ଚାଷୀ ଅସନ୍ତୋଷ: ଲଖମରା ମଣ୍ଡିକୁ ଆସିଛି ୧୨୪ ପ୍ୟାକେଟ୍‌ ଧାନ

ପଦ୍ମପୁର,୧୩ା୫(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡରେ ସୋମବାରଠାରୁ ରବିଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଉପଖଣ୍ଡର ମୋଟ ୫୯ଟି କେନ୍ଦ୍ରରେ ଧାନ ସଂଗ୍ରହ କରାଯିବ ।…

ବାରକୋଟରେ ଚାଞ୍ଚଲ୍ୟ: ଲଜରୁ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ସାଥିରେ ରହୁଥିବା ଯୁବକ ଫେରାର

ଦେବଗଡ଼, ୧୨।୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟସ୍ଥିତ ଏକ ଲଜରୁ ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ମହିଳା ଜଣକ ହେଲେ ବାରକୋଟ…

ଦିନରେ ଲୁଚୁଛି, ରାତିରେ ବୁଲୁଛି: ରତନେଇ ପାହାଡ଼ ଖୋଲରେ ଡେରା ପକାଇଛି କଲରାପତରିଆ,ଡ୍ରୋନ୍ କ୍ୟାମେରାରେ…

ଦିଗପହଣ୍ଡି,୧୨। ୫(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ଫରେଷ୍ଟ ରେଞ୍ଜ ଅଧିନ ରତନେଇ ରେଖାଙ୍କିତ ସଂରକ୍ଷିତ ଜଙ୍ଗଲ ଜକର ଫରେଷ୍ଟ ବିଟ୍ର ଜକର ଗ୍ରାମ ନିକଟ ମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri