Posted inଜାତୀୟ

ପ୍ରଧାନମନ୍ତ୍ରୀ ମୋଦି, ମୁଖ୍ୟମନ୍ତ୍ରୀ ଯୋଗୀଙ୍କୁ ହତ୍ୟା ଧମକ ଦେଲେ ଦାଉଦ ଗ୍ୟାଙ୍ଗ

ନୂଆଦିଲ୍ଲୀ,୨୧।୧୧: ଅଣ୍ଡରୱାର୍ଲଡ ଡନ ଦାଉଡ ଇବ୍ରାହିମ ସହିତ ଜଡିତ ଥିବା ଜଣେ ବ୍ୟକ୍ତିଙ୍କୁ ଗିରଫ କରାଯାଇଛି। ଏହି ବ୍ୟକ୍ତି ମୁମ୍ବାଇ ପୋଲିସ କଣ୍ଟ୍ରୋଲ ରୁମକୁ ଏକ ଧମକପୂର୍ଣ୍ଣ କଲ କରିଥିଲେ, ପରେ ପୋଲିସ ଅଭିଯୁକ୍ତକୁ ଖୋଜି ତାଙ୍କୁ ଗିରଫ କରିଥିଲା। ଗିରଫ ବ୍ୟକ୍ତି ଦାବି କରିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ହତ୍ୟା ଷଡଯନ୍ତ୍ର କରିବାକୁ ଦାଉଦ ଗ୍ୟାଙ୍ଗ ତାଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ହିନ୍ଦୁସ୍ତାନ ଟାଇମ୍ସର ରିପୋର୍ଟ ଅନୁଯାୟୀ ପୋଲିସ କହିଛି ଯେ ଏହି କଲ କରିଥିବା ଅଭିଯୁକ୍ତ ଜେଜେ ହସ୍ପିଟାଲକୁ ମଧ୍ୟ ଟାର୍ଗେଟ କରିବେ ବୋଲି ଧମକ ଦେଇଛନ୍ତି। ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇର ଜେଜେ ହସ୍ପିଟାଲ ଅନ୍ୟତମ। ଆଇପିସିର ଧାରା ୫୦୫ (୨) ଅନୁଯାୟୀ ଅଭିଯୁକ୍ତଙ୍କ ବିରୋଧରେ ଏକ ମାମଲା ରୁଜୁ ହୋଇଛି, ଯାହା ବିଭିନ୍ନ ଧାର୍ମିକ, ଜାତି, ଭାଷାଭିତ୍ତିକ କିମ୍ବା ଆଞ୍ଚଳିକ ଗୋଷ୍ଠୀ କିମ୍ବା ଜାତି ମଧ୍ୟରେ ଶତ୍ରୁତା, ଘୃଣା କିମ୍ବା ଅନୈତିକତାକୁ ପ୍ରୋତ୍ସାହନ ଦେବା ପାଇଁ ଲାଗୁ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାତୃଭାଷା ଦିବସ ସମ୍ପର୍କରେ ଶପଥ ପାଠ

ଦିଗପହଣ୍ଡି,୨୧|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି  ସରସ୍ଵତୀ ଶିଶୁବିଦ୍ୟାମନ୍ଦିର ପରିସରରେ ଶନିବାର  ଆନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ ହୋଇଯାଇଛି। ଏଥି ଉପଲକ୍ଷେ ଆୟୋଜିତ ସଭାରେ ବିଦ୍ୟାମନ୍ଦିର…

ଜୈବ୍ୟ ବିବିଧତା ଦକ୍ଷତା ବୃଦ୍ଧି କାର୍ଯ୍ୟକ୍ରମ: ଜୀବଜନ୍ତୁ ବଞ୍ଚିଲେ ଆମେ ବଞ୍ଚିବା

 ଗଞ୍ଜାମ,୨୧।୨(ବିଦ୍ୟାଧର ସାହୁ ): ଜୈବ୍ୟ ବିବିଧତା ବୋର୍ଡ ଭୁବନେଶ୍ୱର ନିର୍ଦ୍ଦେଶକ୍ରମେ  ବ୍ରହ୍ମପୁର ବନଖଣ୍ଡ ବିଭାଗ ପକ୍ଷରୁ ଜୈବ୍ୟ ବିବିଧତା ଦକ୍ଷତା ବୃଦ୍ଧି କାର୍ଯ୍ୟକ୍ରମ ଶନିବାର ବ୍ଲକ କନଫରେନ୍ସ…

‘ଋଷିକୁଲ୍ୟା ନଦୀର ସୁରକ୍ଷା ହେଉ’

ଧରାକୋଟ,୨୧ା୨(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଋଷିକୁଲ୍ୟା କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ନଦୀ ସୁରକ୍ଷା ଅଭିଯାନ ଆରମ୍ଭ ହୋଇଛି। ଗଞ୍ଜାମ ଜିଲାର ସୋରଡା ବ୍ଲକ ଅଧୀନ ଗାଜଲବାଡ଼ି ପଞ୍ଚାୟତ ପିପଳପଙ୍କାରେ…

ମୁଁ କହିଥିଲି ମୁଁ ଗଲେ ମୋ ପୁଅକୁ ତଳକୁ ଓହ୍ଲାଇବ: ଏମିତି କହିଥିଲେ …

ଭୁବନେଶ୍ୱର,୨୧।୨: କିସ୍‌ ଛାତ୍ର ମୃତ୍ୟୁ ଘଟଣାରେ ତଦନ୍ତ ଦାବିକଲେ ଉକ୍ତ ଛାତ୍ରଙ୍କ ବାପା। ପୁଅର ମତ୍ୟୁକୁ ନେଇ ସନ୍ଦେହ ପ୍ରକାଶ କଲେ ବାପା। ସେ କହିଛନ୍ତି, ୩…

ଦେଖନ୍ତୁ ଛତିଥରା ଭିଡିଓ, ରାସ୍ତାରେ ଲୁଚିଥିଲା ମୃତ୍ୟୁ! କେହିକିଛି ବୁଝିବା ପୂର୍ବରୁ…

ସାଣ୍ଟିଆଗୋ,୨୧।୨: ଚିଲିର ରାଜଧାନୀ ସାଣ୍ଟିଆଗୋରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣାର ଏକ ଭିଡିଓ ସୋସିଆଲ ମିଡିଆ ପ୍ଲାଟଫର୍ମରେ ଦ୍ରୁତ ଗତିରେ ଭାଇରାଲ ହେଉଛି। ଭିଡିଓରେ ଦେଖାଯାଉଛି ଯେ…

‘AI ଆସିଲେବି ମଣିଷର ସ୍ଥାନ ନେଇପାରିବନି ମେଶିନ’, ସିସ୍କୋ ଅଧିକାରୀ କହିଲେ କେମିତି ପରିବର୍ତ୍ତନ ହେବ ନିଯୁକ୍ତି ସୁଯୋଗ

ନୂଆଦିଲ୍ଲୀ,୨୧।୨: କର୍ପୋରେଟ ଜଗତ ଏବଂ ସାଧାରଣ ଲୋକଙ୍କ ମଧ୍ୟରେ କୃତ୍ରିମ ବୁଦ୍ଧିମତ୍ତା (AI)ର ଦ୍ରୁତ ବର୍ଦ୍ଧିତ ବ୍ୟବହାର ମଧ୍ୟରେ, ମେଶିନଗୁଡ଼ିକ ମଣିଷକୁ ବଦଳାଇବେ ବୋଲି ବଢୁଥିବା ଭୟ…

ବିଦ୍ୟୁତ୍‌ ଟିକସ ବୃଦ୍ଧି ବାତିଲ, ସ୍ମାର୍ଟ ମିଟର ଲଗାଇବା ବନ୍ଦ ନେଇ ସିପିଆଇଏମ୍‌ର ବିକ୍ଷୋଭ

ଛତ୍ରପୁର,୨୧ା୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାପରିଷଦ ଭବନର ଋଷିକୁଲ୍ୟା ସମ୍ମିଳନୀ କକ୍ଷରେ ବିଭିନ୍ନ ବିଷୟକୁ ନେଇ ଓଇଆରସି ପକ୍ଷରୁ ଏକ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଟିପିଏସଓଡିଏଲ…

ଚୁରମାର ହେଲା ୟୁନିର୍ଭସିଟି ପ୍ରତିଷ୍ଠା ସ୍ୱପ୍ନ! ଜମି ବିକିଦେଲେ ଖାନ ସାର୍‌! ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୧।୨:ନିକଟରେ ସୋସିଆଲ ମିଡିଆରେ ଖବର ପ୍ରକାଶ ପାଇଥିଲା ଯେ ଖାନ ସାର୍‌ କୋଏଲୱାରରେ ଏକ ବଡ଼ ଜମି କିଣି ସେଠାରେ ଏକ ବିଶ୍ୱବିଦ୍ୟାଳୟ ନିର୍ମାଣ କରିବାକୁ ଯୋଜନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri