Odisha Elections 2024
Posted inଜାତୀୟ

ପ୍ରଧାନମନ୍ତ୍ରୀ ମୋଦି, ମୁଖ୍ୟମନ୍ତ୍ରୀ ଯୋଗୀଙ୍କୁ ହତ୍ୟା ଧମକ ଦେଲେ ଦାଉଦ ଗ୍ୟାଙ୍ଗ

ନୂଆଦିଲ୍ଲୀ,୨୧।୧୧: ଅଣ୍ଡରୱାର୍ଲଡ ଡନ ଦାଉଡ ଇବ୍ରାହିମ ସହିତ ଜଡିତ ଥିବା ଜଣେ ବ୍ୟକ୍ତିଙ୍କୁ ଗିରଫ କରାଯାଇଛି। ଏହି ବ୍ୟକ୍ତି ମୁମ୍ବାଇ ପୋଲିସ କଣ୍ଟ୍ରୋଲ ରୁମକୁ ଏକ ଧମକପୂର୍ଣ୍ଣ କଲ କରିଥିଲେ, ପରେ ପୋଲିସ ଅଭିଯୁକ୍ତକୁ ଖୋଜି ତାଙ୍କୁ ଗିରଫ କରିଥିଲା। ଗିରଫ ବ୍ୟକ୍ତି ଦାବି କରିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ହତ୍ୟା ଷଡଯନ୍ତ୍ର କରିବାକୁ ଦାଉଦ ଗ୍ୟାଙ୍ଗ ତାଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ହିନ୍ଦୁସ୍ତାନ ଟାଇମ୍ସର ରିପୋର୍ଟ ଅନୁଯାୟୀ ପୋଲିସ କହିଛି ଯେ ଏହି କଲ କରିଥିବା ଅଭିଯୁକ୍ତ ଜେଜେ ହସ୍ପିଟାଲକୁ ମଧ୍ୟ ଟାର୍ଗେଟ କରିବେ ବୋଲି ଧମକ ଦେଇଛନ୍ତି। ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇର ଜେଜେ ହସ୍ପିଟାଲ ଅନ୍ୟତମ। ଆଇପିସିର ଧାରା ୫୦୫ (୨) ଅନୁଯାୟୀ ଅଭିଯୁକ୍ତଙ୍କ ବିରୋଧରେ ଏକ ମାମଲା ରୁଜୁ ହୋଇଛି, ଯାହା ବିଭିନ୍ନ ଧାର୍ମିକ, ଜାତି, ଭାଷାଭିତ୍ତିକ କିମ୍ବା ଆଞ୍ଚଳିକ ଗୋଷ୍ଠୀ କିମ୍ବା ଜାତି ମଧ୍ୟରେ ଶତ୍ରୁତା, ଘୃଣା କିମ୍ବା ଅନୈତିକତାକୁ ପ୍ରୋତ୍ସାହନ ଦେବା ପାଇଁ ଲାଗୁ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମହାରାଷ୍ଟ୍ରକୁ ନେଇ ବଡ ଭବିଷ୍ୟବାଣୀ କଲେ ଉଦ୍ଧବ ଠାକରେ

ମୁମ୍ବାଇ,୧୭।୫: ନିର୍ବାଚନ ପରିବେଶ ମଧ୍ୟରେ ଶିବସେନା (ୟୁବିଟି ଦଳ) ମୁଖ୍ୟ ଉଦ୍ଧବ ଠାକରେ ଏକ ବଡ଼ ଦାବି କରିଛନ୍ତି। ସେ ଆଶା କରୁଛନ୍ତି ଯେ ୨୦୨୪...

ରତନ ଟାଟାଙ୍କ ଏୟାର ଇଣ୍ଡିଆ ବିରୋଧରେ ମାମଲା ଚାଲିପାରିବ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୭ା୫: ଏୟାର ଇଣ୍ଡିଆ ଲିମିଟେଡ ସମ୍ବନ୍ଧରେ ଦେଶର ସର୍ବୋଚ୍ଚ ନ୍ୟାୟାଳୟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ମେ’ ୧୬ରେ ସୁପ୍ରିମକୋର୍ଟ କହିଛନ୍ତି, ଜାନୁଆରୀ ୨୦୨୨ରେ ଏୟାର...

ଓଡ଼ିଶା ପାଇଁ ଭାଜପା ଖୋଜୁଛି ମୁଖ୍ୟମନ୍ତ୍ରୀ ଫେସ୍‌, ଆଗରେ ଅଛନ୍ତି ଧର୍ମେନ୍ଦ୍ରଙ୍କ ସମେତ ଏସବୁ ନେତା

ନୂଆଦିଲ୍ଲୀ/ଭୁବନେଶ୍ୱର,୧୭।୫: ଲୋକ ସଭା ନିର୍ବାଚନ ସହିତ ଓଡ଼ିଶାରେ ବିଧାନସଭା ନିର୍ବାଚନ ମଧ୍ୟ ଅନୁଷ୍ଠିତ ହେଉଛି। ରାଜ୍ୟରେ ନିର୍ବାଚନରେ ଭାଜପା ଜୋରଦାର ପ୍ରତିଦ୍ୱନ୍ଦ୍ୱିତା କରୁଛି। କାରଣ ବିଜୁ...

ରାହୁଲ ଗାନ୍ଧୀଙ୍କ ବିବାହକୁ ନେଇ ଏକ ବଡ଼ କଥା କହିଲେ ଭଉଣୀ ପ୍ରିୟଙ୍କା, ଜାଣିଲେ…

ନୂଆଦିଲ୍ଲୀ,୧୭ା୫: ଲୋକ ସଭା ନିର୍ବାଚନରେ କଂଗ୍ରେସ ପ୍ରଚାରରେ ବ୍ୟସ୍ତ ଥିବା ପ୍ରିୟଙ୍କା ଗାନ୍ଧୀ ଭାଇ ରାହୁଲ ଗାନ୍ଧୀଙ୍କ ବିବାହ ସମ୍ପର୍କରେ ଏକ ବଡ଼ ବିବୃତ୍ତି ଦେଇଛନ୍ତି।...

ନା ମୁଁ ବୁଢା ହୋଇଛି..ନା ଅବସର ନେଇଛି..ଏବେ ମୁଁ ମୁକ୍ତ ଷଣ୍ଢ ପାଲଟି ଯାଇଛି: ବ୍ରିଜ ଭୂଷଣ

ନୂଆଦିଲ୍ଲୀ,୧୭।୫: ଉତ୍ତର ପ୍ରଦେଶର କେସିଆରଗଞ୍ଜ ଆସନରୁ ଟିକେଟ କଟିବା ପରେ ଭାଜପା ଏମପି ବ୍ରିଜ ଭୂଷଣ ଶରଣ ସିଂ ବର୍ତ୍ତମାନ ତାଙ୍କ ପୁଅ କରଣ ଭୂଷଣ...

ରାଜନୀତିର ଚାଣକ୍ୟ କୁହାଯିବାରୁ ଚମକିପଡ଼ିଲେ ଅମିତ ଶାହା: ଦେଲେ ଏମିତି ପ୍ରତିକ୍ରିୟା

ନୂଆଦିଲ୍ଲୀ,୧୭।୫: ଆଜିକାଲି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ରାଜନୀତିର ଚାଣକ୍ୟ କୁହାଯାଉଛି। ଏନେଇ ନିଜେ ମତ ରଖିଛନ୍ତି ଅମିତ ଶାହା। ସେକହିଛନ୍ତି ଯେ ମୁଁ...

ପିକେଙ୍କ ଭବିଷ୍ୟବାଣୀ ବଢାଇପାରେ ରାଜନୀତିର ପାରା! କେତେ ଆସନରେ ଜିତିବ ଭାଜପା କହିଲେ ପ୍ରଶାନ୍ତ କିଶୋର

ନୂଆଦିଲ୍ଲୀ,୧୭।୫: ରାଜନୀତିର ବିଶ୍ଳେଷକ ବା ଚାଣକ୍ୟ କୁହାଯାଉଥିବା ପ୍ରଶାନ୍ତ କିଶୋର ଲୋକ ସଭା ନିର୍ବାଚନ ୨୦୨୪କୁ ନେଇ ଅନେକ ଭବିଷ୍ୟବାଣୀ କରିଛନ୍ତି। ସେ କହିଛନ୍ତି ଯେ...

ବହୁମତ ହାସଲ ନ କଲେ କ’ଣ ରହିବ ଭାଜପାର ପ୍ଲାନ୍‌ ବି: ଜାଣନ୍ତୁ କ’ଣ କହିଲେ ଅମିତ ଶାହା

ନୂଆଦିଲ୍ଲୀ,୧୭।୫: ଲୋକ ସଭା ନିର୍ବାଚନର ଚାରୋଟି ପର୍ଯ୍ୟାୟ ପାଇଁ ମତଦାନ ହୋଇଛି। ଏନଡିଏ ପୁଣିଥରେ କେନ୍ଦ୍ରରେ ସରକାର ଗଠନ କରିବ ବୋଲି ଦାବି କରିଛି ଭାଜପା।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri