ଦାଉଦ ଇବ୍ରାହିମ୍‌ଙ୍କ ସବୁଠୁ ବଡ଼ ଶତ୍ରୁ ଏବେ ବି ଜୀବିତ, ୮ ବର୍ଷ ପରେ ସାମ୍ନାକୁ ଆସିଲା ଫଟୋ

ନୂଆଦିଲ୍ଲୀ୨୧ା୪: ପ୍ରାୟ ୮ବର୍ଷ ଧରି ତିହାର ଜେଲରେ ରହିଥିବା ଅଣ୍ଡରଓ୍ବାଲର୍‌ଡ ଡନ୍‌ ଛୋଟା ରାଜନ ତଥା ଦାଉଦ ଇବ୍ରାହିମ୍‌ଙ୍କ ସବୁଠୁ ବଡ଼ ଶତ୍ରୁ ଏବେ ବି ଜୀବିତ।

ଛୋଟା ରାଜନଙ୍କର ଏହି ପ୍ରଥମ ଫଟୋରେ ଲକ୍‌ ପଡ଼ିଥିବାରୁ କିଛି ଗଣମାଧ୍ୟମ ରିପୋର୍ଟରେ କୁହାଯାଇଛି ଯେ, କରୋନା କାରଣରୁ ଛୋଟା ରାଜନଙ୍କର ଏମ୍ସ ହସ୍ପିଟାଲରେ ମୃତ୍ୟୁ ହାଇଥିଲା। କିନ୍ତୁ ସେହି ଖବର ମିଥ୍ୟା ଥିଲା। କାରଣ ଡନ୍‌ ଏବେ ବି ଜୀବିତ ଅଛନ୍ତି। ଛୋଟା ରାଜନଙ୍କର ଏହି ଦ୍ୱିତୀୟ ଫଟୋ ମଧ୍ୟ ୮ ବର୍ଷ ପରେ ସାମ୍ନାକୁ ଆସିଛି, ଯେଉଁଥିରେ ରାଜନ ସମ୍ପୂର୍ଣ୍ଣ ଫିଟ୍‌ ଏବଂ ପୁରୁଣା ଷ୍ଟାଇଲ୍‌ରେ ନଜର ଆସିଛନ୍ତି।

ଛୋଟା ରାଜନ ତିହାର ଜେଲରେ ଦୋଷୀ ସାବ୍ୟସ୍ତ। ତାଙ୍କୁ ତିହାର ଜେଲ ନମ୍ବର ୨ର ହାଇ ସିକ୍ୟୁରିଟି ଓ୍ବାର୍ଡରେ ରଖାଯାଇଛି। ଛୋଟା ରାଜନଙ୍କ ଜୀବନ ଅତ୍ୟନ୍ତ ବିପଦପୂର୍ଣ୍ଣ ବୋଲି ବିବେଚନା କରାଯାଏ ଏବଂ ତେଣୁ ତାଙ୍କୁ ହାଇ ସିକ୍ୟୁରିଟ ଓ୍ବାର୍ଡରେ ରଖାଯାଇଛି। ସୁରକ୍ଷା ଦୃଷ୍ଟିରୁ ତାଙ୍କୁ ଜେଲ୍‌ରେ କୌଣସି କାମ କରିବାକୁ ଦିଆଯାଇ ନ ଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଚୁଲି ଜାଳି ନିଆଁ ପୁଇଁ ହେଉଥିଲେ ମହିଳା, ଶାଢ଼ିରେ ଲାଗିଗଲା ନିଆଁ, ଆଉ ତା’ ପରେ…

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): ଚୁଲିନିଆଁରେ ପୋଡ଼ି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା କରଗୋଳା ଗାଁରେ ଘଟିଛି ଏଭଳି ଏକ...

ଘରଦ୍ୱାର ଭାଙ୍ଗିଲେ ହାତୀପଲ, ବାଡ଼ିରେ ପଶି ଖାଇଗଲେ…

ଗଜପତି,୬ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମାବ୍ଲକରେ ହାତୀଙ୍କ ଉପଦ୍ରବ ଲାଗି ରହିଛି। ଗତ ୪ ଦିନ ହେଲା ୪ ଟିକିଆ ହାତୀପଲ ଗୁମ୍ମା ବ୍ଲକର ଗାଁକୁ...

ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗ୍ରାମବାସୀଙ୍କ ସହ ଧାରଣାରେ ବସିଲେ ପୂର୍ବତନ ଏମ୍‌ପି, କହିଲେ ବିନା ପିସିରେ..

ବଲାଙ୍ଗୀର,୬ା୧୨(ସୁନିଲ କୁମାର ମହାନ୍ତି): ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପିପିଲି – ଜାମୁଟିଆ ରାସ୍ତାକାମ ନିମ୍ନମାନର ତିଆରି ହେଉଥିବା ଅଭିଯୋଗ ନେଇ ପିପିଲି ଗ୍ରାମବାସୀଙ୍କ ସହ...

ପାର୍‌ ହେଉହେଉ ଭାଙ୍ଗିପଡ଼ିଲା ପୋଲ

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ତରତରା କଣ୍ଟିପାଳ ମୁଖ୍ୟ ରାସ୍ତାର କୁକୁରିଆନାଳ ହୋଇଥିବା ପୋଲଟି ଭାଙ୍ଗିଯାଇଛି। ସୂଚନାରୁ ଜଣାପଡ଼ିଛି, ଏହି ପୋଲ...

ପୁଣି ଫସିଲେ କିଙ୍ଗ ଖାନଙ୍କ ପୁଅ ଆର୍ଯ୍ୟନ ଖାନ, ଭିଡିଓ ଭାଇରାଲ ପରେ ବଢିଲା ଅଡୁଆ

ମୁମ୍ବାଇ,୬।୧୨: ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନ ବିବାଦରେ ଗଭୀର ଭାବରେ ଜଡିତ। ପ୍ରଥମେ ଡ୍ରଗ୍ସ ମାମଲା, ତା’ପରେ ‘ବ୍ୟାଡ୍ସ ଅଫ ବଲିଉଡ’ରେ ତାଙ୍କ ଭୂମିକାକୁ...

ଭାରତର ଏସବୁ ଜିନିଷ ଉପରେ ନିର୍ଭର କରେ ଋଷିଆ, ଖର୍ଚ୍ଚ କରେ ଏତେ ଟଙ୍କା

ନୂଆଦିଲ୍ଲୀ,୬।୧୨: ରୁଷିଆ ଏବଂ ଭାରତ ଦୀର୍ଘଦିନ ଧରି ଦୃଢ଼ ସମ୍ପର୍କ ଉପଭୋଗ କରିଆସିଛନ୍ତି। ଏହି ଗଭୀର ସମ୍ପର୍କ ଦୁଇ ଦେଶ ମଧ୍ୟରେ ବାଣିଜ୍ୟରେ ପ୍ରତିଫଳିତ ହୋଇଛି।...

ଇଣ୍ଡିଗୋ ସଙ୍କଟ: ଖୁବ୍‌ ଜୋର ପାଟି କରି କାଉଣ୍ଟର ଉପରକୁ ଚଢିଗଲେ ବିଦେଶିନୀ

ନୂଆଦିଲ୍ଲୀ,୬।୧୨: ଗତ ଚାରି ଦିନ ମଧ୍ୟରେ ସାରା ଦେଶରେ ୧,୦୦୦ରୁ ଅଧିକ ଇଣ୍ଡିଗୋ ବିମାନ ବାତିଲ କରାଯାଇଛି, ଯାହା ଯାତ୍ରୀମାନଙ୍କୁ ବହୁତ ଅସୁବିଧାର ସମ୍ମୁଖୀନ କରୁଛି।...

ସ୍ବାମୀ ରଣବୀରଙ୍କୁ ନେଇ ଏମିତି କହିଦେଲେ ଦୀପିକା, ଚର୍ଚ୍ଚା ଆରମ୍ଭ

ମା’ ହେବା ପରେ ବଦଳିଗଲେଣି ଅଭିନେତ୍ରୀ ଦୀପିକା ପାଦୁକୋନ। ସେ ଏବେ ନିଜ କ୍ୟାରିୟର୍‌ ନୁହେଁ, ଝିଅ ଦୁଆକୁ ଅଧିକ ସମୟ ଦେଉଛନ୍ତି। ଏସବୁ ଭିତରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri