ହସ୍ପିଟାଲରେ ଦାଉଦ୍‌ ଇବ୍ରାହିମ୍‌

ଇସଲାମାବାଦ,୧୮ା୧୨: ମୋଷ୍ଟ ଓ୍ବାଣ୍ଟେଡ ଅଣ୍ଡରଓ୍ବାଲର୍‌ଡ ଡନ୍‌ ଦାଉଦ୍‌ ଇବ୍ରାହିମ୍‌ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ବିଷକ୍ରିୟା ଯୋଗୁ କରାଚିର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ଜଣାପଡ଼ିଛି।

ପାକିସ୍ତାନରେ ଭାରତରୁ ଲୁଚି ରହିଥିବା ଅଣ୍ଡରଓ୍ବାଲର୍‌ଡ ଡନ୍‌ ଦାଉଦ୍‌ ଇବ୍ରାହିମ ସେଠାରେ ମଧ୍ୟ ସୁରକ୍ଷିତ ନୁହନ୍ତି। କରାଚିରେ ଜଣେ ଅଜ୍ଞାତ ବ୍ୟକ୍ତି ତାଙ୍କୁ ବିଷ ଦେଇଥିବାର କୁହାଯାଉଛି। ଏହା ପରେ ତାଙ୍କ ଅବସ୍ଥା ବିଗିଡ଼ି ଯାଇ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏହି ଖବର ସମସ୍ତ ସୋସିଆଲ ମିଡିଆ ପ୍ଲାଟଫର୍ମରେ ଟ୍ରେଣ୍ଡ କରୁଛି। ଏହା ମଧ୍ୟ କୁହାଯାଉଛି ଯେ, ୬୫ ବର୍ଷୀୟ ପଳାତକ ସାରା ବିଶ୍ୱରେ ଆଇନ ଶୃଙ୍ଖଳା ସଂସ୍ଥାକୁ ଏଡ଼ାଇ ଅନେକ ବର୍ଷ ଧରି କରାଚିରେ ରହୁଛନ୍ତି।

ଏକ ରିପୋର୍ଟ ଅନୁଯାୟୀ, ସଂଗଠିତ ଅପରାଧ, ଆତଙ୍କବାଦ ଏବଂ ଡ୍ରଗ୍ସ କାରବାର ସମେତ ବିଭିନ୍ନ ଆପରାଧିକ କାର୍ଯ୍ୟକଳାପ ସହିତ ଭାରତର ଅନ୍ୟତମ ଚାଞ୍ଚଲ୍ୟକର ଅପରାଧୀ ଦାଉଦ ଇବ୍ରାହିମ ଜଡ଼ିତ। ସେ ୧୯୯୩ ମୁମ୍ବାଇ ବିସ୍ଫୋରଣର ମାଷ୍ଟରମାଇଣ୍ଡ, ଯେଉଁଥିରେ ୨୫୦ରୁ ଅଧିକ ଲୋକ ପ୍ରାଣ ହରାଇଥିଲେ ଏବଂ ହଜାର ହଜାର ଲୋକ ଆହତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ବନ୍ଦ ଘୋଷଣା କରି ଟ୍ରମ୍ପ କମାଉଛନ୍ତି ମୋଟା ଅଙ୍କର ଟଙ୍କା! ଜାଣିଲେ ଉଡିବ ହୋସ୍‌

ଓ଼୍ବାଶିଂଟନ,୨୪।୩: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଟ୍ରମ୍ପ ଇରାନକୁ 48 ଘଣ୍ଟାର ଅଲଟିମେଟମ ଦେଇଥିଲେ: ଶତ୍ରୁତା ବନ୍ଦ କର, ନଚେତ ଆମେରିକା ଇରାନର…

LPG ବୁକିଂ ନେଇ ଆସିଲା ନୂଆ ନିୟମ: ଗୋଟିଏ ମାସରେ କେତେ ଗ୍ୟାସ ସିଲିଣ୍ଡର ହୋଇପାରିବ ବୁକ୍‌, ଜାଣନ୍ତୁ…

ନୂଆଦିଲ୍ଲୀ,୨୪।୩: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ ପ୍ରତ୍ୟେକ ଘରକୁ ନିରବଚ୍ଛିନ୍ନ ଗ୍ୟାସ ଯୋଗାଣ ସୁନିଶ୍ଚିତ କରିବା ପାଇଁ, ସରକାର କିଛି ନିୟମ ସ୍ଥାପନ କରିଛନ୍ତି। ପ୍ରତ୍ୟେକ…

ଯୁଦ୍ଧ ସଙ୍କଟକୁ ନେଇ ରାଜ୍ୟ ସଭାରେ ଏମିତି କ’ଣ କହିଲେ ପ୍ରଧାନମନ୍ତ୍ରୀ ମୋଦି, ସାରା ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ,୨୪।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ରାଜ୍ୟ ସଭାରେ ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ଏବଂ ଭାରତର ରଣନୀତିର ବିଭିନ୍ନ ଦିଗ ଉପରେ ଆଲୋଚନା କରିଛନ୍ତି। ପଶ୍ଚିମ…

କଲେଜ ଛାତ୍ରୀଙ୍କୁ ଅପହରଣ ଅଭିଯୋଗ, ଥାନାରେ ଏତଲା ଦେଲେ ହତ୍ୟା….

ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର କଲେଜରେ ଯୁକ୍ତ ୨ ଦ୍ୱିତୀୟ ବର୍ଷ କଳା ବିଭାଗରେ ପଢୁଥିବା ଜଣେ ୧୭…

ରେଳ ଟିକେଟ୍ ରିଫଣ୍ଡ ନିୟମରେ ବଡ଼ ପରିବର୍ତ୍ତନ, 8 ଘଣ୍ଟାରୁ କମ୍ ସମୟ ପୂର୍ବରୁ ବାତିଲ୍ କଲେ…..

ନୂଆଦିଲ୍ଲୀ,୨୪।୩: ଟିକେଟ କଳାବଜାର ରୋକିବା ପାଇଁ, ରେଳବାଇ ଏହାର ରିଫଣ୍ଡ ନିୟମରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଆଣିଛି। ଏବେ, ଯାତ୍ରୀମାନେ ଟିକେଟ୍ ବାତିଲ କରିବା ପରେ ଆଉ ସମ୍ପୂର୍ଣ୍ଣ…

ଯୁଦ୍ଧରେ ବଢି ଚାଲିଥିବା କ୍ଷତିକୁ ନେଇ ଚିନ୍ତାରେ ପଡ଼ିଗଲେଣି ଟ୍ରମ୍ପ, ଅନ୍ୟ ଉପରେ ଦୋଷ ଲଦି ଏହି ଦେଶକୁ ମନାଇବାକୁ କରୁଛନ୍ତି ପ୍ରୟାସ

ଓ୍ବାଶିଂଟନ,୨୪।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଅସ୍ବୀକାର ଅବସ୍ଥାରେ ବା ଡିନାୟଲ ମୋଡ୍‌ରେ ପ୍ରବେଶ କରିଛନ୍ତି। ସେ ନିଜ ଭୁଲର ଦୋଷ ଅନ୍ୟମାନଙ୍କ ଉପରେ ଲଦିବା…

ବଡ଼ ଖବର! RCBକୁ ଆଉ ଏକ ଝଟକା, IPL ୨୦୨୬ରୁ ବାଦ୍ ପଡିଲେ ଏହି ଖେଳାଳି

ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍)ର ୧୯ତମ ସିଜିନ୍ ୨୮ ମାର୍ଚ୍ଚରେ ଆରମ୍ଭ ହେବାକୁ ଯାଉଛି । ଟୁର୍ଣ୍ଣାମେଣ୍ଟ ଆରମ୍ଭ ହେବା ପୂର୍ବରୁ, ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଟିମକୁ…

ଯୁଦ୍ଧ ଶେଷ କରିବାକୁ ରାଜି ହେଲେ ଇରାନର ସର୍ବୋଚ୍ଚ ନେତା! କହିଦେଲେ ଏମିତି…ସାରା ବିଶ୍ୱରେ ଚହଳ

ଓ୍ବାଶିଂଟନ୍‌,୨୪।୩: ଆଜି ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧର ୨୫ତମ ଦିନ। ଉଭୟ ପକ୍ଷ ଦ୍ରୁତ ଆକ୍ରମଣ ଜାରି ରଖିଥିବାବେଳେ ଯୁଦ୍ଧ ଶେଷ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri