ମୋଷ୍ଟ ୱାଣ୍ଟେଡ ଆତଙ୍କବାଦୀ ଦାଉଦର ପୁତୁରା କରୋନା ମୃତ

ଇସଲାମବାଦ,୨୫।୧୨-ମୋଷ୍ଟ ୱାଣ୍ଟେଡ ଆତଙ୍କବାଦୀ ଦାଉଦ ଇବ୍ରାହିମର ପୁତୁରା ସିରାଜ କାସକର(୩୮) ମହାମାରୀ କରୋନାରେ ଶୁକ୍ରବାର ମୃତ୍ୟୁବରଣ କରିଛି। ସିରାଜ କରୋନାରେ ଆକ୍ରାନ୍ତ ହେବା ପରେ ପାକିସ୍ତାନର କରାଚୀସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ଦୀର୍ଘ ଏକ ସପ୍ତାହ ଧରି ଡାକ୍ତରଖାନାରେ ସେ ଚିକିତ୍ସିତ ହେବା ପରେ ଆଜି ତାଙ୍କର ମୃତ୍ୟୁ ଘଟିଛି। ସିରାଜ ଦାଉଦ ଇବ୍ରାହିମର ବଡ ଭାଇ ସାବୀର କାସକରଙ୍କ ପୁଅ।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌ ସରକାର ପତନ ଚାହୁଁନି ରୁଷିଆ

ମସ୍କୋ/କ୍ୱିଭ୍‌, ୧୦ା୩: ଆମେରିକା ନେତୃତ୍ୱରେ ପାଶ୍ଚାତ୍ୟ ଦେଶକୁ ନେଇ ଗଠିତ ସାମରିକ ମେଣ୍ଟ ନର୍ଥ ଆଟ୍‌ଲାଣ୍ଟିକ୍‌ ଟ୍ରିଟି ଅର୍ଗାନାଇଜେଶନ (ନାଟୋ) ସଦସ୍ୟତା ପାଇଁ ୟୁକ୍ରେନ୍‌ର ଇଚ୍ଛା...

ଚର୍ଚ୍ଚାରେ ଏହି ଷ୍ଟାର୍‌ ଯୋଡିଙ୍କ ନିର୍ବନ୍ଧ

ହଲିଉଡ ଗାୟିକା ତଥା ଅଭିନେତ୍ରୀ ଜେନିଫର୍‌ ଲୋପେଜ ଏବଂ ବେନ ଆଫ୍ଲେକ ପ୍ରଶଂସକଙ୍କୁ ଏକ ବଡ଼ ସରପ୍ରାଇଜ୍‌ ଦେଇଛନ୍ତି। ୨୦ ବର୍ଷ ପରେ ପୁଣି ଆଫ୍ଲେକ-ଜେନିଫରଙ୍କ...

ଫସିଛନ୍ତି ୫ ହଜାର ଲୋକ

କୁଆଲାଲମ୍ପୁର/ମାନିଲା, ୨୧ା୧୨: ମାଲେସିଆରେ ଶୁକ୍ରବାରଠାରୁ ବର୍ଷା ଲାଗି ରହିଥିବାରୁ ସେଠାରେ ସୃଷ୍ଟି ହୋଇଛି ଭୟଙ୍କର ବନ୍ୟା ପରିସ୍ଥିତି। ବର୍ତ୍ତମାନ ସୁଦ୍ଧା ବନ୍ୟା କାରଣରୁ ୭ ଜଣଙ୍କ...

ଚାଇନା ମହାକାଶକୁ ପଠାଇବ କୃତ୍ରିମ ଚନ୍ଦ୍ର: ଷ୍ଟ୍ରିଟ୍‌ ଲାଇଟ୍‌ ଆଉ ହେବନି ଆବଶ୍ୟକ

ବେଜିଂ,୧୫।୧୨: ଚାଇନା ମହାକାଶକୁ କୃତ୍ରିମ ଚନ୍ଦ୍ର ପଠାଇବ। ଏନେଇ ୨୦୧୮ରେ ଚାଇନା ଘୋଷଣା କରି ସମସ୍ତଙ୍କୁ ଚକିତ କରିଦେଇଥିଲା। ତେବେ ଏହି ଯୋଜନା ଅନ୍ତଗର୍ର୍ତ ପ୍ରଥମ...

କରୋନା, ବେକାରି ବଡ଼ ଚିନ୍ତା

ପ୍ୟାରିସ୍‌,୨୦ା୯: ଦେଢ଼ବର୍ଷରୁ ଊର୍ଦ୍ଧ୍ୱ ସମୟ ହେଲା ସାରା ବିଶ୍ୱର ସବୁଠୁ ବଡ଼ ଚିନ୍ତା ସାଜିଛି କରୋନା। ଅକାଳରେ ଅଗଣିତ ଜୀବନ ନେଇଛି ଏହି ମହାମାରୀ। କେବଳ...

ଭାରତକୁ ନେଇ ଏମିତି ଭୁଲ୍‌ କଥା କହିଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ, ଏବେ ହେଉଛନ୍ତି ଟ୍ରୋଲ୍‌

ଇସଲାମାବାଦ,୫ା୮: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଭାରତର ଜନସଂଖ୍ୟାକୁ ନେଇ ଭୁଲ ତଥ୍ୟ ଦେଇଛନ୍ତି। ଯାହା ପରେ ସୋସିଆଲ ମିଡିଆରେ ଏହା ଖୁବ୍‌ ଭାଇରାଲ ହେଉଛି।...

କାବୁଲରେ ପହଞ୍ଚିଲେ ପାକିସ୍ତାନ ବୈଦେଶିକ ମନ୍ତ୍ରୀ

ଇସଲାମାବାଦ,୨୧ା୧୦: ଆଫଗାନିସ୍ତାନର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ସହ ଆଲୋଚନା କରିବା ପାଇଁ ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଶାହା ମହମ୍ମଦ କୁରେଶି ଗୁରୁବାର ଆଇଏସ୍‌ଆଇ ମୁଖ୍ୟ ଲେଫ୍ଟ ଜେନେରାଲ...

ଶେଷନାଗ ସହ ଟକ୍କର ଦେବାକୁ ପ୍ରସ୍ତୁତ ହେଉଛି ବିଭିନ୍ନ ଦେଶର ବରଫ କଳାକୃତି

ଓ୍ବାଶିଂଟନ,୨୫।୧: ଆମେରିକାର କଲରାଡୋରେ ଏବେ ଏକ ଭିନ୍ନ ଧରଣର ତଥା ପ୍ରାଚୀନ ପ୍ରତିଯୋଗୀତା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଏହି ପ୍ରତିଯୋଗୀତା ହେଉଛି ବରଫ ଉପରେ...

Advertisement
Archives

Model This Week