Posted inଖେଳ

ଟିମ୍‌ ଇଣ୍ଡିଆରୁ ବାଦ୍‌ ପଡ଼ିବା ପରେ ଖେଳିଲେ ୯୧ ରନ୍‌ର ପାଳି

ଅହମ୍ମଦାବାଦ,୨୦।୨: ଭାରତୀୟ ବ୍ୟାଟର ଚେତେଶ୍ୱର ପୂଜାରା ଚଳିତ ରଣଜୀ ଟ୍ରଫିରେ ମୁମ୍ବାଇ ବିପକ୍ଷ ମ୍ୟାଚ୍‌ରେ ଖେଳିଛନ୍ତି ୯୧ ରନ୍‌ର ପାଳି। ତାହା ପୁଣି ୮୩ ବଲରେ, ଯାହାକି ତାଙ୍କ ଅସ୍ବାଭାବିକ ଖେଳକୁ ଦର୍ଶାଉଛି। ତାଙ୍କ ଇନିଂସରେ ସାମିଲ ଥିଲା ୧୬ ଚୌକା ଓ ୧ ଛକା। ଶ୍ରୀଲଙ୍କା ବିପକ୍ଷ ଦୁଇ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌ ଲାଗି ଘୋଷିତ ଭାରତୀୟ ଦଳରୁ ବାଦ୍‌ ପଡ଼ିବା ପରେ ୩୩ ବର୍ଷୀୟ ପୂଜାରା ଏହି ଇନିଂସ ଜରିଆରେ ଫର୍ମକୁ ଫେରିଥିବା ସୂଚନା ଦେଇଛନ୍ତି। କିନ୍ତୁ ସୌରାଷ୍ଟ୍ର ବ୍ୟାଟର ମ୍ୟାଚ୍‌ର ପ୍ରଥମ ପାଳିରେ ଖାତା ଖୋଲି ପାରି ନ ଥିଲେ। ପୂଜାରାଙ୍କ ଭଳି ଜାତୀୟ ଦଳରୁ ବାଦ୍‌ ପଡ଼ିଥିବା ଅଜିଙ୍କ୍ୟ ରାହାନେ ମୁମ୍ବାଇ ପକ୍ଷରୁ ପ୍ରତିନିଧିତ୍ୱ କରି ଏହି ମ୍ୟାଚ୍‌ରେ ଶତକ ହାସଲ କରିଥିଲେ। ତାଙ୍କର ୧୦୮ ରନ୍‌ର ଇନିଂସ ଯୋଗୁ ମୁମ୍ବାଇ ପ୍ରଥମ ପାଳିରେ ୭ ଉଇକେଟ ହରାଇ ୫୪୪ ରନ୍‌ କରିବାକୁ ସକ୍ଷମ ହୋଇଥିଲା।

ସର୍ବଭାରତୀୟ ଚୟନ କମିଟି ମୁଖ୍ୟ ଚେତନ ଶର୍ମା ଟେଷ୍ଟ ଦଳ ଘୋଷଣା ବେଳେ କହିଥିଲେ, ଆମେ ଉଭୟ ପୂଜାରା ଓ ରାହାନେଙ୍କ ସହ କଥା ହୋଇଛୁ। ଆମେ ଚାହୁଁ ସେମାନେ ଦଳକୁ ଫେରି ଆସନ୍ତୁ। ଏଣୁ ସେମାନଙ୍କୁ ରଣଜୀରେ ଖେଳିବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡେଙ୍ଗୁ, ଚିକୁନଗୁନିଆରେ ପୀଡ଼ିତ ଅଛନ୍ତି କ୍ରିକେଟର ଚହଲ

ପୁଣେ,୧୮ା୧୨: ଲେଗ୍‌ ସ୍ପିନର ୟୁଜବେନ୍ଦ୍ର ଚହଲ ଡେଙ୍ଗୁ ଓ ଚିକନଗୁନିଆରେ ପୀଡ଼ିତ ଅଛନ୍ତି। ଏଥିଯୋଗୁ ସେ ଗୁରୁବାର ଝାଡ଼ଖଣ୍ଡ ଓ ହରିୟାଣା ମଧ୍ୟରେ ଖେଳାଯାଇଥିବା ସୟଦ...

ନାବାଳିକା ବଳାତ୍କାର ମାମଲାର ଆସିଲା ରାୟ: ଅଭିଯୁକ୍ତଙ୍କୁ ମିଳିଲା ଏଭଳି ଦଣ୍ଡ, ଜାଣନ୍ତୁ…

ଫୁଲବାଣୀ,୧୮ା୧୨(ରାକେଶ କୁମାର ରାଉତ): ଜଣେ ନାବାଳିକାଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାର ବିଚାର କରି ଗୁରୁବାର ଫୁଲବାଣୀ ପୋକ୍‌ସୋ କୋର୍ଟ ବିଚାରପତି ମନୋରଞ୍ଜନ ଦାସ ଅଭିଯୁକ୍ତଙ୍କୁ...

ରେଳଯାତ୍ରୀଙ୍କୁ ବଡ଼ ଝଟ୍‌କା: ପ୍ଲେନ୍‌ ଭଳି ଏବେ…

ନୂଆଦିଲ୍ଲୀ, ୧୮।୧୨: ଟ୍ରେନ୍‌ ଯାତ୍ରା କରୁଥିବା ଯାତ୍ରୀମାନେ ନିର୍ଦ୍ଧାରିତ ସୀମାରୁ ଅଧିକ  ସାମଗ୍ରୀ ନେଲେ ଶୁଳ୍କ ଦେବାକୁ ପଡ଼ିବ। ଏନେଇ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ...

ମା’ଙ୍କ ମୃତ୍ୟୁ ଖବର ପାଇ ଧାଇଁ ଆସିଥିଲେ, ଦ୍ୱାଦଶାହରେ ଚାଲିଗଲା ପୁଅଙ୍କ ଜୀବନ, ଗାଁରେ ଶୋକାକୂଳ ପରିବେଶ…

ଦିଗପହଣ୍ଡି,୧୮।୧୨(ଅଶେଷ ନାଥ ମିଶ୍ର): ମା’ଙ୍କ ମୃତ୍ୟୁ ଖବର ଶୁଣି ମୁମ୍ବାଇରୁ ଧାଇଁ ଆସିଥିଲେ ପୁଅ। ହେଲେ ଦ୍ୱାଦଶାହରେ ଚାଲିଗଲା ଜୀବନ।  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ...

ସ୍କୁଲରେ ମଦ୍ୟପ ଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ: ୩୦ରୁ ଅଧିକ ଛାତ୍ରଛାତ୍ରୀଙ୍କୁ ଗୋଡେଇ ଗୋଡେଇ ନିସ୍ତୁକ ପିଟିଲେ

ଅନୁଗୋଳ,୧୮ା୧୨: ଅନୁଗୁଳ ଜିଲା ପାଳଲହଡ଼ା ବ୍ଲକ ସାନବାଗଦରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜଣେ ମଦ୍ୟପ ଶିକ୍ଷକଙ୍କ କାର୍ଯ୍ୟକଳାପକୁ ନେଇ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ସହକାରୀ...

ମୁଣ୍ଡରେ ପଡ଼ିଲା ଅମୃତଭଣ୍ଡା: ଚାଲିଗଲା ମହିଳାଙ୍କ ଜୀବନ

ବାଲିଗୁଡ଼ା,୧୮ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଗୋଛାପଡ଼ା ଗ୍ରାମରେ ଗୁରୁବାର ଏକ ଅଘଟଣ ଘଟିଛି। ଅମୃତଭଣ୍ଡା ତୋଳିବା ବେଳେ ଅମୃତଭଣ୍ଡା ମୁଣ୍ଡରେ ପଡି...

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା: ମିଳିବ ୫୧,୦୦୦ ଟଙ୍କା, ଜାଣନ୍ତୁ ଯୋଗ୍ୟତା ଓ କିପରି କରିବେ ଆବେଦନ

ଭୁବନେଶ୍ୱର,୧୮ା୧୨: ରାଜ୍ୟର ଗରିବ ଓ ଆର୍ଥିକ ଅନଗ୍ରସର ପରିବାରର ଝିଅମାନଙ୍କ ବିବାହ ପାଇଁ ଓଡ଼ିଶା ସରକାର ଏକ ବଡ଼ ଘୋଷଣା କରିଛନ୍ତି। ନୂତନ ଭାବେ ଆରମ୍ଭ...

ଈଶାନ କିସାନଙ୍କ ଧୂଆଁଧାର ଶତକ: ସୟଦ ମୁସ୍ତାକ ଅଲି ଟ୍ରଫି ଜିତିଲା ଝାଡ଼ଖଣ୍ଡ

ପୁନେ,୧୮ା୧୨: ଅଧିନାୟକ ଇଶାନ କିଶନଙ୍କ ଧୂଆଁଧାର ଶତକ ବଳରେ ଝାଡ଼ଖଣ୍ଡ କ୍ରିକେଟ ଦଳ ଏକ ନୂଆ ଇତିହାସ ରଚିଛି। ଗୁରୁବାର ପୁଣେର MCA ଷ୍ଟାଡିୟମଠାରେ ଅନୁଷ୍ଠିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri