ତୁର୍କୀରେ ମୃତ୍ୟୁକୁ ଜିତୁଛି ଜୀବନ, ‘ଅପରେଶନ ଦୋସ୍ତ’କୁ ନେଇ ମୋଦି କହିଲେ ପ୍ରତି ମୁହୂର୍ତ୍ତରେ ଆମେ ତୁମ ସହ ଅଛୁ

ଅଙ୍କାରା/ନୂଆଦିଲ୍ଲୀ,୧୧ ।୨: ତୁର୍କୀ ଓ ସିରିଆରେ ଆସିଥିବା ଭୟଙ୍କର ଭୂକମ୍ପକୁ ନେଇ ଏବେ ସାରା ବିଶ୍ୱ ଚିନ୍ତିତ । ତୁର୍କୀରେ ଏବେ ଶେଷ ହୋଇଆସୁଥିବା ନିଶ୍ୱାସ ପାଇଁ ପ୍ରତିଟି ମୁହୂର୍ତ୍ତ ଗୁରୁତ୍ୱପୂର୍ଣ୍ଣ ହୋଇପଡିଛି । ଏଠାରେ ପ୍ରତି ମୁହୂର୍ତ୍ତରେ ଚାଲିଛି ଜୀବନ ମୃତ୍ୟୁର ସଂଘର୍ଷ । ଏହି ସମୟରେ ତୁର୍କୀକୁ ସହାୟତାର ହାତ ବଢାଇଛି ଭାରତ । ତୁର୍କୀର ଏଭଳି ସ୍ଥିତିକୁ ନେଇ ‘ଅପରେଶନ ଦୋସ୍ତ’ ଉପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି ଆମେ ପ୍ରତି ମୁହୂର୍ତ୍ତରେ ତୁମ ସହ ଅଛୁ ।
ମୋଦି ଟୁଇଟ କରି କହିଛନ୍ତି, ଆମ ଟିମ ‘ଅପରେଶନ ଦୋସ୍ତ’ ଜରିଆରେ ଏକ ଅଂଶ ଭାବେ ଦିନ ରାତି କାମ କରୁଛନ୍ତି । ଜୀବନ ଓ ଲୋକଙ୍କ ଧନଦୌଲତ ବଞ୍ଚାଇବାକୁ ସେମାନେ ସେମାନଙ୍କ ପ୍ରୟାସ ଜାରି ରଖିଛନ୍ତି । ଏହି ସଙ୍କଟ ସମୟରେ ଭାରତ ମଜଭୁତ ଭାବେ ତୁର୍କୀର ଜନତାଙ୍କ ସହ ଠିଆ ହୋଇଛି ।
ତୁର୍କୀରେ ଭାରତର ‘ଅପରେଶନ ଦୋସ୍ତ’ ଯତ୍ନ, କରୁଣା ଓ ମାନବିକତାର ଏକ ଉଦାହରଣ ସୃଷ୍ଟି କରିଛି । କଷ୍ଟ ସମୟରେ ସେଠାରେ ସାହାଯ୍ୟ ମିଳିବା ଯୋଗୁ ଜୀବନ ହସୁଛି । ବୋଧହୁଏ କିଛି ଫଟୋ ଏମିତି କଥା କୁହୁଛି, ଯେମିତି ଏହି ଶିଶୁଟି ଭାରତୀୟ ରିଲିଫ ଓ ଉଦ୍ଧାରକାରୀ ଦଳଙ୍କୁ ସମାନ କଥା କହୁଛି, ଥ୍ୟାଙ୍କ ୟୁ ଅଙ୍କଲ ।


Enter your email to get our daily news in your inbox.

All Right Reserved By Dharitri.Com

CJP ବିକ୍ଷୋଭ ମଧ୍ୟରେ ବଡ଼ ଘୋଷଣା କଲେ ରାହୁଲ, କହିଲେ କାଲି ପୂରା ଭାରତ…

ନୂଆଦିଲ୍ଲୀ,୧୧।୧୦: ସୁପ୍ରିମକୋର୍ଟ ଯାଏ ମାର୍ଚ୍ଚ କରିବା ସହ ଭାରତର ପ୍ରଧାନ ବିଚାରପତି (CJI)ଙ୍କୁ ଦାବିପତ୍ର ପ୍ରଦାନ କରିବାକୁ ଘୋଷଣା କରିଛନ୍ତି କଂଗ୍ରେସ ଏମପି ରାହୁଲ ଗାନ୍ଧୀ। ସୋମବାର…

ବଡ଼ ଖୁଲାସା କଲେ ଧର୍ମେନ୍ଦ୍ର; ଭାଜପା ଛାଡ଼ି ଏହି ଦଳରେ ହେବେ ସାମିଲ, ସାମ୍ନାକୁ ଆସିଲା ଫଟୋ

ଲକ୍ଷ୍ନୌ,୧୧।୧୦: ଭାଜପାରୁ ଇସ୍ତଫା ଦେଇଥିବା ଉତ୍ତରପ୍ରଦେଶର ଆଁଓଲା ଲୋକସଭା ଆସନର ପୂର୍ବତନ ଏମପି ଧର୍ମେନ୍ଦ୍ର କଶ୍ୟପ ରବିବାର ଲକ୍ଷ୍ନୌରେ ସମାଜବାଦୀ ପାର୍ଟି (ସପା) ମୁଖ୍ୟ ଅଖିଳେଶ ଯାଦବଙ୍କୁ…

ବଲାଙ୍ଗୀରରେ ମର୍ମନ୍ତୁଦ ଦୁର୍ଘଟଣା; ଟ୍ରକ୍‌ ଚକା ତଳେ ଚାଲିଗଲା ମହିଳାଙ୍କ ଜୀବନ

ବଲାଙ୍ଗୀର,୧୧।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଇଁତଳା ୨୬ନମ୍ବର ଜାତୀୟ ରାଜପଥ ସଦର ବ୍ଲକ ଅନ୍ତର୍ଗତ ରତାଖଣ୍ଡି ଠାରେ ଏକ ମର୍ମନ୍ତ ଦୁର୍ଘଟଣା ଘଟିଛି । ବାଇକ୍-ଟ୍ରକ…

ବିବାହର ୩ ଦିନ ପରେ ବୋହୂଙ୍କ ଭୟଙ୍କର କାଣ୍ଡ! ପୂରା ପରିବାରକୁ ଦେଇଦେଲେ ମୂଷାମରା ଔଷଧ, ତାପରେ….

ମୁମ୍ବାଇ,୧୧।୧୦: ବିବାହର ଖୁସି ମନାଉଥିବା ପରିବାରରେ ହଠାତ୍‌ ଖେଳିଗଲା ଆତଙ୍କ । ବିବାହର ମାତ୍ର ୭୨ ଘଣ୍ଟା ମଧ୍ୟରେ ନବବଧୂ ନିଜ ସ୍ୱାମୀଙ୍କ ସମେତ ଶାଶୂଘରର ଅନ୍ୟ…

ଯାତ୍ରୀ ଛାନିଆ! ମଝି ଆକାଶରେ ଇଣ୍ଡିଗୋ ବିମାନରେ ଲାଗିଗଲା ନିଆଁ, ଓଭରହେଡ୍‌ କ୍ୟାବିନ୍‌ରେ ଜଳିଲା…..

ନୂଆଦିଲ୍ଲୀ,୧୧।୧୦: ଆକାଶରେ ଉଡ଼ୁଥିବା ବେଳେ ଇଣ୍ଡିଗୋ ବିମାନରେ ହଠାତ୍‌ ଲାଗିଗଲା ନିଆଁ । ରବିବାର ଦିନ ଦିଲ୍ଲୀରୁ ଚେନ୍ନାଇ ଯାଉଥିବା ଇଣ୍ଡିଗୋ ବିମାନରେ ଏଭଳି ଏକ ଘଟଣା…

ଦିଗପହଣ୍ଡିରେ ଚର୍ଚ୍ଚା; ସ୍ୱପ୍ନରେ ଆସି ଏଭଳି କହିଲେ ମା’ କାଳୀ, ପୋଖରୀ ପାଣିରୁ ମିଳିଲା….

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ବି.ଯୁଧିଷ୍ଠିର ରେଡ୍ଡୀଙ୍କ ଝିଅ କାମିନୀ ରେଡ୍ଡୀଙ୍କ ସ୍ବପ୍ନରେ ଆସିଲେ ମା’ କାଳୀ…

କଂଗ୍ରେସ କାର୍ଯ୍ୟାଳୟରେ ଧସ୍ତାଧସ୍ତି ସହ ଚାପୁଡ଼ା ମାଡ଼; ରାଗରେ ବାହାରିଗଲେ ଅଜୟ

ଲକ୍ଷ୍ନୌ,୧୧।୧୦: ରବିବାର ଉତ୍ତର ପ୍ରଦେଶ କଂଗ୍ରେସ ମୁଖ୍ୟାଳୟରେ ନବନିଯୁକ୍ତ ରାଜ୍ୟ ସଭାପତି ଆରାଧନା ମିଶ୍ର ‘ମୋନା’ଙ୍କ ଦାୟିତ୍ୱ ଗ୍ରହଣ ଉତ୍ସବ ସମୟରେ ହଟ୍ଟଗୋଳ ସୃଷ୍ଟି ହୋଇଥିଲା। ପୂର୍ବତନ…

ଡଙ୍ଗା ଓଲଟି ଚାଲିଗଲା ୧୦୦ରୁ ଅଧିକ ଜୀବନ, ୧୧୬ ନିଖୋଜ

ଜିବୁତି ସିଟି,୧୧।୧୦: ପୂର୍ବ ଆଫ୍ରିକାର ଜିବୁତି ଉପକୂଳରେ ଏକ ବଡ଼ ଡଙ୍ଗା ଦୁର୍ଘଟଣା ଘଟିଛି । ପ୍ରାୟ ୩୦୫ ଜଣ ପ୍ରବାସୀଙ୍କୁ ନେଇ ଯାଉଥିବା ଏକ ଡଙ୍ଗା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?