ଡେ କେୟାରରେ ଗୁଳିମାଡ଼ ଘଟଣା: ତଦନ୍ତ ନିର୍ଦ୍ଦେଶ ଦେଲେ ପ୍ରଧାନମନ୍ତ୍ରୀ

ବ୍ୟାଙ୍କକ୍‌,୬ା୧୦: ଗୁରୁବାର ଥାଇଲାଣ୍ଡର ଏକ ଡେ କେୟାର ସେଣ୍ଟରରେ ଗୁଳିମାଡ଼ ହୋଇଛି। ଏଥିରେ ୩୪ ଜଣଙ୍କର ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୨୨ ଜଣ ଶିଶୁ ଅଛନ୍ତି। ଦେଶର ପ୍ରଧାନମନ୍ତ୍ରୀ ପ୍ରୟୁଥ ଚାନ-ଓଚା ମୃତକଙ୍କ ପରିବାରକୁ ସମବେଦନା ଜଣାଇବା ସହ ଆହତମାନଙ୍କୁ ତୁରନ୍ତ ଚିକିତ୍ସା କରିବାକୁ ପ୍ରଧାନମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ଥାଇଲାଣ୍ଡର ଉତ୍ତର ପ୍ରାନ୍ତର ନାଙ୍ଗବୁଆ ଲମ୍ପୁରେ ଏହି ଗୁଳିକାଣ୍ଡ ହୋଇଥିଲା। ମିଳିଥିବା ସୂଚନାନୁଯାୟୀ, ଯିଏ ନର୍ସରୀ ଉପରେ ଆକ୍ରମଣ କରିଥିଲେ ସେ ଜଣେ ପୂର୍ବତନ ପୋଲିସ କର୍ମଚାରୀ। ଡ୍ରଗ୍ସ ମାମଲାରେ ଆକ୍ରମଣକାରୀ ପାନ୍ୟା କାମ୍ରାବ (୩୪) ଙ୍କୁ ବରଖାସ୍ତ କରାଯାଇଥିଲା। ଗୁଳିମାନ ପରେ ଅଭିଯୁକ୍ତ ତାଙ୍କ ସ୍ତ୍ରୀ ଏବଂ ପୁଅକୁ ଛାଡ଼ି ନ ଥିଲେ, ସେ ମଧ୍ୟ ସେମାନଙ୍କୁ ହତ୍ୟା କରିଥିଲେ। ଏସବୁ ପରେ ଆକ୍ରମଣକାରୀ ଆତ୍ମହତ୍ୟା କରିଥିଲେ। ପୋଲିସ ସୂଚନାନୁସାରେ, ବନ୍ଧୁକଧାରୀ ପ୍ରଥମେ ଡେ କେୟାରର ୫ ଜଣ କର୍ମଚାରୀଙ୍କୁ ହତ୍ୟା କରିଥିଲେ। ସେମାନଙ୍କ ମଧ୍ୟରେ ଜଣେ ୮ ମାସର ଗର୍ଭବତୀ ଶିକ୍ଷୟିତ୍ରୀ ଥିଲେ।

ଆଜିର ଏହି ଗୁଳିମାଡ଼ ଘଟଣାରେ ଥାଇଲାଣ୍ଡର ପ୍ରଧାନମନ୍ତ୍ରୀ ଆଶ୍ଚର୍ଯ୍ୟ ପ୍ରକାଶ କରିଛନ୍ତି। ମୃତତଙ୍କ ପରିବାର ପ୍ରତି ସମବେଦନା ଜଣାଇବା ସହିତ ସେ ଘଟଣାର ତୁରନ୍ତ ତଦନ୍ତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲରେ ବାଜିବ ବେଲ, ହେଲେ ଆଉ ବଜାଇବେନି ସନ୍ତୋଷ

ଭଞ୍ଜନଗର,୨।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଲାଲସିଂସ୍ଥିତ କାହ୍ନୁ ରାଉତ ଉଚ୍ଚ ବିଦ୍ୟାଳୟର ପିଅନ ସନ୍ତୋଷ ଗୌଡ଼ (୫୮)ଙ୍କ ବୁଧବାର ଅକାଳ ବିୟୋଗରେ ବିଦ୍ୟାଳୟ…

ଭାରତର ଏହି ବଜାରରେ ବିକ୍ରି ହେଉଛି ଅଜଗର ଅଣ୍ଡା, ଦାମ୍‌ ଜାଣିଲେ…

ଭାରତର ଉତ୍ତର-ପୂର୍ବ ରାଜ୍ୟଗୁଡ଼ିକ ସେମାନଙ୍କର ଅନନ୍ୟ ଖାଦ୍ୟ ପାଇଁ ସାରା ଦେଶରେ ଜଣାଶୁଣା। ନାଗାଲାଣ୍ଡ, ମଣିପୁର, ମିଜୋରାମ ଏବଂ ଅରୁଣାଚଳ ପ୍ରଦେଶର ଲୋକମାନେ ମାଛ, ମାଂସ ବ୍ୟତୀତ…

ସମସ୍ତଙ୍କ ହୃଦୟ ଜିଣିଲେ ସୋନୁ ସୁଦ: କାଠମାଣ୍ଡୁରେ ପହଞ୍ଚି…

କାଠମାଣ୍ଡୁ,୨।୯:ନେପାଳରେ ଭୟଙ୍କର ବନ୍ୟା ଶହ ଶହ ଲୋକଙ୍କ ଜୀବନକୁ ଭାଙ୍ଗି ଦେଇଛି। ଘରଗୁଡ଼ିକ ବାଲି ପରି ଭାସି ଯାଇଛି ଏବଂ ଶହ ଶହ ଲୋକ ପ୍ରାଣ ହରାଇଛନ୍ତି।…

ବରଗଡ଼ରେ ଆତଙ୍କ: କୁକୁରକୁ ମାରି ଖାଇଲା ବାଘ, ସିସିଟିଭିରେ କଏଦ ଦୃଶ୍ୟରୁ…

ବରଗଡ଼,୨ା୯(ପ୍ରେମାନନ୍ଦ ଖମାରୀ.): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅଞ୍ଚଳରେ ବାଘ ଆତଙ୍କ ଦେଖାଯାଇଛି। ମଙ୍ଗଳବାର ସିସିଟିଭିରେ ବାଘ ବୁଲୁଥିବାର ଚିତ୍ର କଏଦ ହେବା ଏବଂ ସେଠାରେ ଏକ…

ସମୁଦ୍ର କୂଳରେ ବୁଲୁଥିଲେ ପ୍ରେମୀଯୁଗଳ, ହଠାତ୍‌ ମାରିଲା ବିଜୁଳି, ଘଟିଗଲା ଦୁଃଖଦ ଘଟଣା, ଭିଡିଓ ଦେଖିଲେ…

ବ୍ରାସିଲିଆ,୨ା୯: ବ୍ରାଜିଲର ପାଲହୋକାରେ ଥିବା ପ୍ରିଆ ଡା ପିନହେଇରା ବିଚ୍‌ର ଏକ ଭିଡିଓ ସୋସିଆଲ ମିଡିଆରେ ଦ୍ରୁତଗତିରେ ଭାଇରାଲ ହେଉଛି। ଭିଡିଓରେ ଦେଖାଯାଉଛି ପ୍ରେମୀଯୁଗଳ ବେଳାଭୂମିରେ ଚାଲୁଛନ୍ତି।…

୩ ଶକ୍ତିଶାଳୀ ଦେଶର ତାଲିକାରେ ଭାରତ, ଆମେରିକାର ନାଁ ନାହିଁ! ବଡ଼ ଘୋଷଣା କଲେ…

ନୂଆଦିଲ୍ଲୀ,୨।୯: ସାଂଘାଇ ସହଯୋଗ ସଂଗଠନ (SCO)ର ମଞ୍ଚରେ ଭାରତକୁ ନେଇ ବଡ଼ ବୟାନ ଦେଇଛନ୍ତି ବେଲାରୁସ ରାଷ୍ଟ୍ରପତି ଏଲେକ୍ସାଣ୍ଡର ଲୁକାଶେଙ୍କୋ। ତାଙ୍କ ଭାଷଣରେ ସେ ଭାରତକୁ ବିଶ୍ୱର…

ନୂଆ ପ୍ରଧାନଶିକ୍ଷୟିତ୍ରୀ ଭାବେ ଯୋଗଦେଲେ ମାଳତୀ ମହାନ୍ତି, କହିଲେ ବିଦ୍ୟାଳୟର ବିକାଶ ସହ…

ପାଟଣା,୨ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମାଳତୀ ମହାନ୍ତି ନୂତନ ଭାବେ ଲେଭଲ-୩ରୁ ପଦୋନ୍ନତି ପାଇ ପ୍ରଧାନଶିକ୍ଷୟିତ୍ରୀ ଭାବେ…

ଏ କ’ଣ କରିଦେଲା BCCI, ଅଧିନାୟକ ଶେୟସ ଆୟରଙ୍କ ବଢିଲା ଟେନ୍‌ସନ୍‌

ନୂଆଦିଲ୍ଲୀ,୨।୯: ବିସିସିଆଇ ଆଫଗାନିସ୍ତାନ ବିପକ୍ଷରେ ଆଗାମୀ ଅନ୍ତର୍ଜାତୀୟ ଟି-୨୦ ସିରିଜ ପାଇଁ ଟିମ ଇଣ୍ଡିଆର ଦଳ ଘୋଷଣା କରିଛି। ଶ୍ରେୟସ ଆୟର ପୁଣି ଥରେ ଦଳର ନେତୃତ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri