ଗିଫ୍ଟ ମହାବିଦ୍ୟାଳୟରେ ଦିନିକିଆ କର୍ମଶାଳା

ଭୁବନେଶ୍ୱର,୧୪।୮: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ‘ଗାନ୍ଧୀ ଇନ୍‌ଷ୍ଟିଚ୍ୟୁଟ ଫର୍‌ ଟେକ୍ନୋଲୋଜି’ ବା ଗିଫ୍ଟ ସ୍ବୟଂଶାସିତ ମହାବିଦ୍ୟାଳୟର ଆର୍‌ ଆଣ୍ଡ ଡି ବିଭାଗ ଅନୁକୂଲ୍ୟରେ ଏକ ଦିନିକିଆ କର୍ମଶାଳା (ସେମିନାର) ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଦେଶର ସାଇବର ଡିଫେନ୍‌ସ ରିସର୍ଚ୍ଚର ବାଲାଜୀ ଭେଙ୍କେଟେଶ୍ୱର ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିବା ବେଳେ ଗିଫ୍ଟର ଅଧ୍ୟକ୍ଷ ଡ. ଏସ୍‌.କେ.ମହାରଣା, କମ୍ପ୍ୟୁଟର ବିଭାଗର ମୁଖ୍ୟ ଡ. ସତ୍ୟରଞ୍ଜନ ପଟ୍ଟନାୟକ ଓ ଆର୍‌ ଆଣ୍ଡ ଡିର ଡିନ୍‌ ଡ. ଅମର କୁମାର ଦାସ ପ୍ରମୁଖ ଯୋଗ ଦେଇଥିଲେ। ବିଶେଷ କରି ‘ରିସେଣ୍ଟ ଡେଭେଲପ୍‌ମେଣ୍ଟ ଇନ୍‌ ସାଇବର ସିକ୍ୟୁରିଟି ଇନ୍‌ ଦ କରେଣ୍ଟ ସିନାରିଓ’ ଶୀର୍ଷକ ବିଷୟବସ୍ତୁ ଉପରେ ଏକ ଆଲୋଚନା ଚକ୍ର ମଧ୍ୟ ଆୟୋଜନ କରାଯାଇଥିଲା। ଉକ୍ତ କର୍ମଶାଳା (ସେମିନାର)ରେ ଗିଫ୍ଟର ଛାତ୍ରୀଛାତ୍ର, ଅଧ୍ୟାପକ ଓ ଅଧ୍ୟାପିକା ସମୂହ ଯୋଗ ଦେଇ ସାଇବର ସିକ୍ୟୁରିଟି ସମ୍ବନ୍ଧୀୟ ଅନେକ ତଥ୍ୟର ବିସ୍ତୃତ ଆଲୋଚନା କରିଥିଲେ। ପରିଶେଷରେ ଡ. ଅମର କୁମାର ଦାସ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୬୦୦ ବର୍ଷର ଐତିହାସିକ ପରମ୍ପରା: ଗ୍ରାମର ପ୍ରତ୍ୟେକ ଘରକୁ ଯାଇ ପଣା ଗ୍ରହଣ କରନ୍ତି…

ଗଞ୍ଜାମ,୧୪।୪(ବିଦ୍ୟାଧର ସାହୁ): ଓଡ଼ିଆ ନବ ବର୍ଷ ପଣା ସଂକ୍ରାନ୍ତି (ମହା ବିଷୁବ ସଂକ୍ରାନ୍ତି) ମେରୁରେ ଗଞ୍ଜାମ ବ୍ଲକର ଶତ୍ରୁଶୋଲ ଗ୍ରାମ ନିକଟରେ ଥିବା ବାବା ମୁକ୍ତେଶରଙ୍କ ବହୁ…

ବେଦାନ୍ତ ପାଓ଼୍ବାର ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ, ୯ ମୃତ ୪୦ରୁ ଅଧିକ ଆହତ

ରାୟପୁର,୧୪।୪: ବେଦାନ୍ତ ଲିମିଟେଡର ପାଓ଼୍ବାର ପ୍ଲାଣ୍ଟରେ ବିସ୍ଫୋରଣ ଘଟି ୯ଜଣଙ୍କ ମୃତ୍ୟୁ। ଏପରି ଅଭାବନୀୟ ଘଟଣା ଘଟିଛି ଛତିଶଗଡ଼ର ସକ୍ତି ଜିଲାରେ ଏକ ପାଓ଼୍ବାର ପ୍ଲାଣ୍ଟରେ। ଯେଉଁଠି…

ଦେଶର ଏହି ରାଜ୍ୟରେ ମୁଖ୍ୟମନ୍ତ୍ରୀ ପଦ ପାଇନି ଭାଜପା; ସଂଖ୍ୟା ଜାଣିଲେ ତାଜୁବ ହେବେ…

୧୪ ଏପ୍ରିଲ ୨୦୨୬ ବିହାର ରାଜନୀତିରେ ଏକ ପ୍ରମୁଖ ପରିବର୍ତ୍ତନର କାରଣ ହୋଇଥିଲା। ବିଶେଷକରି, ସମ୍ରାଟ ଚୌଧୁରୀଙ୍କୁ ବିହାରରେ ଭାଜପା ବିଧାୟକ ଦଳର ନେତା ଭାବରେ ନିର୍ୱାଚିତ…

Samsungରୁ Xiaomi ଯାଏ ହେଲା ମହଙ୍ଗା! ଆପଣଙ୍କର ପ୍ରିୟ ବ୍ରାଣ୍ଡର ସ୍ମାର୍ଟଫୋନର ଏତେ ବଢିଗଲା ଦାମ୍‌

ଯଦି ଆପଣ ଏହି ମାସରେ ଏକ ନୂତନ ସ୍ମାର୍ଟଫୋନ କିଣିବାକୁ ଯୋଜନା କରୁଛନ୍ତି, ତେବେ ଆପଣଙ୍କ ପକେଟକୁ ଟିକେ ଝଟ୍‌କା ଲାଗିପାରେ। ଏପ୍ରିଲ ମାସରେ, ପ୍ରାୟ ସମସ୍ତ…

ରାତାରାତି ଷ୍ଟାର ପାଲଟିଗଲେ ପ୍ରଫୁଲ୍ଲ: ୨୪ ଘଣ୍ଟାରେ ବଦଳିଗଲା ଭାଗ୍ୟ

ନୂଆଦିଲ୍ଲୀ,୧୪।୪: ପ୍ରଫୁଲ୍ଲ ହିଙ୍ଗେ ଆଇପିଏଲ ଇତିହାସରେ ଏପରି କିଛି ହାସଲ କରିଛନ୍ତି ଯାହା ଜସପ୍ରୀତ ବୁମରା, ମହମ୍ମଦ ଶାମି, ମିଚେଲ ଷ୍ଟାର୍କ ଏବଂ ଡେଲ ଷ୍ଟେନଙ୍କ ପରି…

୮ କୋଟିରୁ ଅଧିକ ସମ୍ପତ୍ତି, ବାର୍ଷିକ ଆୟ ୧୭ ଲକ୍ଷ! ବିହାର ନୂଆ ମୁଖ୍ୟମନ୍ତ୍ରୀଙ୍କ ସମ୍ପତ୍ତି ଜାଣିଲେ ଚମକି ପଡିବେ?

ପାଟନା,୧୪।୪: ବିହାର ରାଜନୀତିରେ ଏକ ନୂଆ ଅଧ୍ୟାୟ ଆରମ୍ଭ ହୋଇଛି। ତାରାପୁର ନିର୍ୱାଚନମଣ୍ଡଳୀର ବିଧାୟକ ଏବଂ ଭାରତୀୟ ଜନତା ପାର୍ଟି (ଭାଜପା)ର ଜଣେ ପ୍ରମୁଖ ନେତା ସମ୍ରାଟ…

ବିହାରରେ ‘ସମ୍ରାଟ’ ଯୁଗ ଆରମ୍ଭ: ବୁଧବାର ଶପଥ ଗ୍ରହଣ

ପାଟନା,୧୪।୪: ନୀତୀଶ କୁମାର ମଙ୍ଗଳବାର ବିହାରର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କର ଶେଷ କ୍ୟାବିନେଟ ବୈଠକ କରି ରାଜ୍ୟପାଳଙ୍କ ସହ ସାକ୍ଷାତ କରି ଇସ୍ତଫା ପତ୍ର…

ନିର୍ୱାଚନ ପରେ ଏତେ ମହଙ୍ଗା ହେବ ପେଟ୍ରୋଲ ଦର! ଚମକାଇଲା ରିପୋର୍ଟ

ନୂଆଦିଲ୍ଲୀ,୧୪।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଭାରତୀୟ ତୈଳ କମ୍ପାନୀଗୁଡ଼ିକୁ ପ୍ରଭାବିତ କରିବା ଆରମ୍ଭ କରିଛି। ସରକାରୀ ତୈଳ କମ୍ପାନୀଗୁଡ଼ିକ ପାଇଁ, ପେଟ୍ରୋଲ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri